Odisha Elections 2024

ରେକର୍ଡସ୍ତରରେ ସୁନା ଦର: ଏବେ ୧୦ ଗ୍ରାମକୁ ଗଣିବେ…

ଭୁବନେଶ୍ୱର,୧୬।୪: ପୁଣି ବଢ଼ିଲା ସୁନା ଦର। ପ୍ରଥମ ଥର ପାଇଁ ସୁନା ସର୍ବକାଳୀନ ନୂଆ ରେକର୍ଡ ସହ ୭୪ ହଜାର ଟଙ୍କା ପାର କରିଛି। ୨୪ କ୍ୟାରେଟ୍‌ ସୁନା ୭୪ ହଜାରରୁ ଅଧିକ ଟଙ୍କାରେ ବିକ୍ରି ହେଉଛି। ସେହିପରି ୨୨ କ୍ୟାରେଟ ସୁନା ମୂଲ୍ୟ ପ୍ରାୟ ୬୮ ହଜାର ଟଙ୍କାରେ ପହଞ୍ଚିଛି।

ରାଜଧାନୀ ଭୁବନେଶ୍ୱରରେ ମଙ୍ଗଳବାର ୨୪ କ୍ୟାରେଟ ସୁନା ଦାମ ୧୦ ଗ୍ରାମ ପିଛା ୯୮୦ ଟଙ୍କା ମହଙ୍ଗା ହୋଇ ୭୪ ହଜାର ୧୩୦ ଟଙ୍କା ହୋଇଛି। ସେହିପରି ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୦୦ ଟଙ୍କା ବୃଦ୍ଧି ଘଟି ୬୭ ହଜାର ୯୫୦ ଟଙ୍କା ହୋଇଛି।

ସୋମବାର ଭୁବନେଶ୍ୱରରେ ସୁନା ଦର ପ୍ରତି ୧୦ ଗ୍ରାମ ପିଛା(୨୪ କ୍ୟାରେଟ୍‌) ୭୩ ହଜାର ୧୫୦ ଟଙ୍କା ଥିଲା। ଆଜି ଏହା ୯୮୦ ଟଙ୍କା ଅଧିକ ବୃଦ୍ଧି ହୋଇଛି। ସେହିଭଳି ୨୨ କ୍ୟାରେଟ୍‌ ସୁନା ୧୦ ଗ୍ରାମକୁ ୬୭,୦୫୦ ଟଙ୍କା ରହିଥିଲା। ଏହା ମଧ୍ୟ ୯୦୦ ଟଙ୍କା ବୃଦ୍ଧି ପାଇଛି।

ଅପରପକ୍ଷେ ଆଜି ରୁପା ଦର କିଲୋଗ୍ରାମ ପିଛା ୧ ହଜାର ଟଙ୍କା ମହଙ୍ଗା ହୋଇ ୯୦ ହଜାର ୫୦୦ ଟଙ୍କାରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ରେକର୍ଡ ପ୍ରଫିଟ୍‌ ପରେ କର୍ମଚାରୀଙ୍କୁ ମାଲାମାଲ କଲା କମ୍ପାନୀ

ନୁଆଦିଲ୍ଲୀ, ୧୬।୫: ରେକର୍ଡ ପ୍ରଫିଟ ହାସଲ କରିବା ପରେ ସିଙ୍ଗାପୁର ଏୟାରଲାଇନ୍‌ ଏହାର କର୍ମଚାରୀଙ୍କୁ ୮ ମାସର ଦରମା ବୋନସ୍‌ ଆକାରରେ ଦେବାକୁ ଘୋଷଣା କରିଛି।...

ଏବେ ଶ୍ରୀଲଙ୍କାରେ ବି ଚାଲିବ UPI

ନୂଆଦିଲ୍ଲୀ,୧୬।୫: ଏଣିକି ଶ୍ରୀଲଙ୍କାରେ ମଧ୍ୟ ଚାଲିବ ଫୋନ୍‌ ପେ’। କମ୍ପାନୀ ଲଙ୍କା ପେ’ ସହ ସହଭାଗିତା ଘୋଷଣା କରିଛି। ଏହାଦ୍ୱାରା ବ୍ୟବହାରକାରୀ ଶ୍ରୀଲଙ୍କାରେ ୟୁପିଆଇ ଯେଗେ...

ଟାଟା ଷ୍ଟିଲ୍‌କୁ ଉତ୍ପାଦକତା ଉତ୍କର୍ଷ ପୁରସ୍କାର

ଭୁବନେଶ୍ୱର,୧୬।୫: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଟାଟା ଗ୍ରୁପ୍‌ର ଅଗ୍ରଣୀ କମ୍ପାନୀ ଟାଟା ଷ୍ଟିଲ୍‌କୁ ନିକଟରେ ଆଉ ଏକ ସମ୍ମାନଜନକ ପୁରସ୍କାର ‘ଉତ୍ପାଦକତା ଉତ୍କର୍ଷ...

ଟେକ୍ନୋଲୋଜି କ୍ଷେତ୍ରରେ ଝିଅମାନଙ୍କ ସମାନ ଭାଗୀଦାରି ରହୁ: ଈଶା

ଭୁବନେଶ୍ୱର,୧୬।୫ (ଅଭୟ ଦାଶ): ଚତୁର୍ଥ ଶିଳ୍ପ ବିପ୍ଳବର ଏହି ଡିଜିଟାଲ ଯୁଗରେ ଯଦି ଭାରତକୁ ବିଶ୍ୱର ଅଗ୍ରଣୀ ଭାବେ ଉଭା ହେବାର ଅଛି,ତେବେ ଝିଅମାନଙ୍କୁ ଆଗକୁ...

୨୦୪୭ ସୁଦ୍ଧା ଜିଡିପିର ୬% ଖର୍ଚ୍ଚକରି ଭାରତକୁ ବିକଶିତ କରିବାକୁ ପଡ଼ିବ

ଭୁବନେଶ୍ୱର,୧୬।୫ (ଅନୁରାଧା ମହାରଣା): ଦେଶର ଅର୍ଥନୀତି ଏହାର ଶିକ୍ଷା ସହ ସିଧାସଳଖ ଜଡ଼ିତ। ଭାରତର ରାଜନୈତିକ ଦଳଗୁଡ଼ିକ ଶିକ୍ଷା କ୍ଷେତ୍ରକୁ ଗମ୍ଭୀରତାର ସହ ନେବା ଉଚିତ...

ସୁନା ଋଣ ପ୍ରଦାନରେ ନିୟମ କଡ଼ାକଡ଼ି

ଭୁବନେଶ୍ୱର,୧୬।୫ (ଅନୁରାଧା ମହାରଣା): ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ପକ୍ଷରୁ ଅଣ ବ୍ୟାଙ୍କିଙ୍ଗ୍‌ ଆର୍ଥିକ କମ୍ପାନୀଗୁଡ଼ିକୁ ସୁନା ଋଣ ପରିମାଣ, ନିଲାମ ପ୍ରକ୍ରିୟା ଏବଂ ନଗଦ ବିତରଣ...

Featured Video Play Icon

ଶୀଘ୍ର କରନ୍ତୁ e-kyc ନଚେତ୍ ଖାତାରୁ କଟିିଯିବ ସବସିଡି

ଏଲପିଜି ସବସିଡି ପାଇବା ପାଇଁ ଇ-କେୱାଇସି ବାଧ୍ୟତାମୂଳକ କରାଯାଇଛି। ସେମାନଙ୍କୁ ମେ ୩୧ ପର୍ଯ୍ୟନ୍ତ ସମୟ ଦିଆଯାଇଛି। କେନ୍ଦ୍ର ସରକାର ଜାରି କରିଥିବା ନୂତନ ନିୟମାବଳୀ...

ଏହି ଜମା ଉପରେ ସୁଧ ହାର ବଢ଼ାଇଲା ଏସବିଆଇ

ମୁମ୍ବାଇ,୧୫ା୫: ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଏସବିଆଇ) ବୁଧବାର, ନିର୍ଦ୍ଦିଷ୍ଟ ସ୍ଥିର ଜମା (ଏଫଡି) ଉପରେ ସୁଧ ହାରକୁ ୨୫-୭୫ ଆଧାର ପଏଣ୍ଟ କିମ୍ବା ୦.୨୫%...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri