Odisha Elections 2024

ଶୁଣାଣି ଚାଲିଥିବା ବେଳେ କୋର୍ଟ ଛାତରୁ ଡେଇଁ ପଡ଼ିଲେ ଅଭିଯୁକ୍ତ

ଝାରସୁଗୁଡ଼ା,୧୬।୪: ଝାରସୁଗୁଡ଼ା ଜିଲା ଦୌରାଜଜଙ୍କ ଅଦାଲତର ଦ୍ୱିତୀୟ ମହଲାରୁ ମଙ୍ଗଳବାର ଜଣେ ଅଭିଯୁକ୍ତ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ବେଲପାହାଡ଼ ଥାନା ଅଧୀନ ଜୁନା ଗାଁର ସନାତନ ସିଂ ବୋଲି ଜଣାପଡିଛି।

ଗତବର୍ଷ ଏପ୍ରିଲ ମାସରେ ଏକ ପୋକ୍ସୋ ମାମଲାରେ ପୋଲିସ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ମଙ୍ଗଳବାର ଶୁଣାଣି ପାଇଁ ତାଙ୍କୁ ଏକ ଭ୍ୟାନରେ କୋର୍ଟକୁ ଅଣାଯାଇଥିଲା। କୋର୍ଟରେ ପ୍ରକ୍ରିୟା ଚାଲିଥିବା ବେଳେ ଅଭିଯୁକ୍ତ ଜଣଙ୍କ ଦ୍ୱିତୀୟ ମହଲାରୁ ତଳକୁ ଡେଇଁ ପଡିଥିଲେ। ପୋଲିସ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେଠାରେ ତାଙ୍କ ଚିକିତ୍ସା ଚାଳିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଥାଇ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ପ୍ରଦୀପ, କହିଲେ…

ଭୁବନେଶ୍ୱର,୧୬।୫: ବ୍ରହ୍ମପୁରର ଭାଜପା ଲୋକ ସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। ଚିଠିରେ ସେ ସୁରକ୍ଷା ଦାବି କରିଛନ୍ତି। ପ୍ରଦୀପ...

ରତ୍ନ ଭଣ୍ଡାର ଚାବି ମିଳିବାର ଅଛି ତ ଭାଜପାକୁ ଭୋଟ୍‌ ଦିଅନ୍ତୁ: ନଡ୍ଡା

ପଦ୍ମପୁର,୧୬।୫: ପଦ୍ମପୁରରେ ଭାଜପା ସଭାପତି ଜେପି ନଡ୍ଡା ବିଜେଡି ଉପରେ ବର୍ଷିଛନ୍ତି। ନଡ୍ଡା କହିଛନ୍ତି, ରତ୍ନଭଣ୍ଡାର ଚାବି ହଜିଛି, ଚାବି କୁଆଡ଼େ ଗଲା। ରତ୍ନ ଭଣ୍ଡାର...

ସାଲୁଗାଙ୍କ ପାଇଁ ପ୍ରଚାର କଲେ ସବ୍ୟ-ଅର୍ଚ୍ଚିତା

ରାଇକିଆ,୧୬ା୫(ପ୍ରଦୀପ ବେହେରା): ଆସନ୍ତା ୨୦ରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନ ପାଇଁ କନ୍ଧମାଳ ଜିଲା ରାଇକିଆଠାରେ ବିଭିନ୍ନ ରାଜନୈତିକ ଦଳର ପ୍ରଚାର ଜୋର୍‌ ଧରିଛି। ଗୁରୁବାର...

‘ଏଥର ବିଜେଡି ଜିତିଲେ ନବୀନ ନୁହନ୍ତି, ପାଣ୍ଡୁଜୀ ହେବେ ମୁଖ୍ୟମନ୍ତ୍ରୀ’

ଭୁବନେଶ୍ୱର,୧୬।୫: ବିଜେଡି ଉପରେ ଭାଜପା ପ୍ରାର୍ଥୀ ତଥା ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଢଙ୍ଗୀ ବର୍ଷିଛନ୍ତି। ସେ କହିଛନ୍ତି, ବିଜେଡି ଆଉ ବିଜୁ ଜନତା ଦଳ ହୋଇ...

ଧାରଣାସ୍ଥଳରେ ପୋଲିସର ଲାଠିଚାର୍ଜ, ଛତ୍ରଭଙ୍ଗ ଦେଲେ ଲୋକେ

ଖଲ୍ଲିକୋଟ,୧୬ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଖଲ୍ଲିକୋଟ ଥାନା ଆଗରେ ସକାଳ ୯ଟାରୁ ଭାଜପା ସମର୍ଥକଙ୍କ ଧାରଣା ଜାରି ରହିଥିଲା। ୧.୩୦ ସମୟରେ ଗିରଫ ଅଭିଯୁକ୍ତଙ୍କୁ କୋର୍ଟ...

ଖଲ୍ଲିକୋଟ ପରେ ପୋଲସରାରେ ରାଜନୈତିକ ହିଂସା: ଫୁଟିଲା ଗୁଳି, ଜଣେ ଗୁରୁତର

ପୋଲସରା,୧୬।୫: ନିର୍ବାଚନ ଭିତରେ ତେଜୁଛି ନିର୍ବାଚନୀ ହିଂସା। ଖଲ୍ଲିକୋଟ ଭଳି ପୋଲସରାରେ ବି ଦେଖିବାକୁ ମିଳିଛି ରାଜନୈତିକ ହିଂସା । ପୋଲସରାରେ ବି ଫୁଟିଛି ଗୁଳି...

ଖଲ୍ଲିକୋଟ ହିଂସାକାଣ୍ଡ: ପୋଲିସକୁ ପଥର ମାଡ଼ କଲେ ଉତ୍ତ୍ୟକ୍ତ ଲୋକ, ଲାଠି ଚାର୍ଜ କଲା ପୋଲିସ

ଖଲ୍ଲିକୋଟ,୧୬।୫: ଗଞ୍ଜାମ ଖଲ୍ଲିକୋଟ ହିଂସାକାଣ୍ଡକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଘଟଣାରେ ପୋଲିସ ୮ଜଣଙ୍କୁ ଗିରଫ କରିଛି। ତେବେ ଅଭିଯୁକ୍ତଙ୍କୁ ଥାନାରୁ ନେବା ବେଳେ...

ବିଜେଡିରେ ମିଶିଲେ ରମାରଞ୍ଜନ ବଳିଆରସିଂହ, ଭାଜପାରୁ ଦେଇଥିଲେ ଇସ୍ତଫା

ଭୁବନେଶ୍ୱର,୧୬।୫: ଭାଜପାରୁ ଇସ୍ତଫା ଦେବା ପରେ ବିଜେଡିରେ ସାମିଲ ହୋଇଛନ୍ତି ପୁରୀ ଜିଲା ସତ୍ୟବାଦୀ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରମାରଞ୍ଜନ ବଳିଆରସିଂହ। ଶଙ୍ଖ ଭବନରେ ଗୁରୁବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri