Odisha Elections 2024

୧୮-୧୯ରେ ଜାଳିବ

ଭୁବନେଶ୍ୱର,୧୬।୪(ଅସମାପିକା ସାହୁ): ରାଜ୍ୟକୁ ପୁଣି ଫେରିଛି ତାତି। ଆଜି ୨୯ ସହରରେ ଦିନ ତାପମାତ୍ରା ୪୦ରୁ ଅଧିକ ରେକର୍ଡ କରାଯାଇଛି। ସେହିପରି ଆଜି ବାରିପଦା ରାଜ୍ୟର ସର୍ବୋଚ୍ଚ ଇତ୍ତପ୍ତ ସହର ଭାବେ ପରିଗଣିତ ହୋଇଛି। ଜିଲାରେ ତାପମାତ୍ରା ୪୩.୬ ରେକର୍ଡ ହୋଇଛି। ତେବେ ପାଣିପାଗ ବିଭାଗର ସୂଚନାନୁସାରେ, ଆଗାମୀ ୨ ଦିନ ମଧ୍ୟରେ ରାଜ୍ୟରେ କିଛି-କିଛି ସ୍ଥାନରେ ଦିନ ତାପମାତ୍ରାରେ ଆହୁରି ୨ ରୁ ୩ ଯାଏଁ ବୃଦ୍ଧି ହେବାର ସମ୍ଭାବନା ରହିଛି ।

୧୮ ରୁ ୨୦ ତାରିଖ ମଧ୍ୟରେ ସକ୍ରିୟ ଗ୍ରୀଷ୍ମ ଲହରୀର ଶିଖର ଛୁଇଁବା ସହ କିଛି ଅଞ୍ଚଳରେ ୪୫ ତାପମାତ୍ରା ରେକର୍ଡ ହେବାର ସମ୍ଭାବନା ରହିଛି। ଆସନ୍ତା କାଲିଠାରୁ ୨୦ ତାରିଖ ମଧ୍ୟରେ କିଛି ଜିଲାରେ ୪୩ ରୁ ୪୫ ଯାଏଁ ତାପମାତ୍ରା ରହିବ। ପାଣିପାଗ ସ୍ଥିତିକୁ ଲକ୍ଷ୍ୟ କରି ପାଣିପାଗ ବିଭାଗ ତରଫରୁ ଆଗାମୀ ୫ ଦିନ ଯାଏଁ ଗ୍ରୀଷ୍ମ ପ୍ରବାହ ପାଇଁ ଚେତାବନୀ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁହଁ ଖୋଲିଲେ ପ୍ରଦୀପ ପାଣିଗ୍ରାହୀ: କହିଲେ, ବିଜେଡି ଷଡଯନ୍ତ୍ରରେ ହୋଇଛି ଆକ୍ରମଣ

ଭୁବନେଶ୍ୱର,୨୧।୫: ବ୍ରହ୍ମପୁର ଭାଜପା ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ଭୁବନେଶ୍ୱର ଏମ୍ସରୁ ଡିସ୍‌ଚାର୍ଜ ହୋଥଛନ୍ତି। ଡିସ୍‌ଚାର୍ଜ ପରେ ତାଙ୍କ ଉପରେ ହୋଇଥିବା ଆକ୍ରମଣକୁ ନେଇ ମୁହଁ...

ନିର୍ବାଚନ ପାଇଁ ଜମି, ଛେଳି ବିକିଲେ ବିଧାୟକ ପ୍ରାର୍ଥୀ

କେନ୍ଦୁଝର, ୨୧ା୫ (ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ରର ବିକାଶ ପାଇଁ ଏଥର ପ୍ରାର୍ଥୀ ହୋଇଛନ୍ତି ଦିବ୍ୟାଙ୍ଗ ଦତ ମୁଣ୍ଡା (୫୩)। ତେବେ...

ଇଲେକ୍ସନ ଡ୍ୟୁଟି ସାରି ଫେରୁଥିବା ପୋଲିସ କର୍ମଚାରୀ ଗାଡି ଦୁର୍ଘଟଣାଗ୍ରସ୍ତ

ଛତ୍ରପୁର,୨୧।୫ (ଦିଲ୍ଲୀପ ସାମଲ): ଇଲେକ୍ସନ ଡ୍ୟୁଟି ସାରି ଭଞ୍ଜନଗରରୁ ଏକ ବସ ପୋଲିସ କର୍ମଚାରୀଙ୍କୁ ଧରି ଛତ୍ରପୁର ଫେରୁଥିବାବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଛତ୍ରପୁର ଡିଆରଡିଏ ଛକ...

ନିର୍ବାଚନ ସେକ୍ଟର ଅଫିସରଙ୍କୁ ଘେରିଲେ ଗ୍ରାମବାସୀ

ଲୋଇସିଂହା,୨୧।୫(ସୁଶାନ୍ତ ବାରିକ) ବଲାଙ୍ଗୀର ଜିଲା ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଲୋଇସିଂହା ବ୍ଲକ ସରଗାଡ ଗ୍ରାମରେ ନିର୍ବାଚନରେ ନିୟୋଜିତ ସେକ୍ଟର ଅଫିସର ସୂର୍ଯ୍ୟକାନ୍ତ ପଧାନଙ୍କୁ ଘେରିଲେ...

ବରଗଡ଼ ଜିଲାରେ ୭୫.୯୭ ପ୍ରତିଶତ ମତଦାନ: ଭଟଲିରେ ସର୍ବାଧିକ, ଅତାବିରାରେ ସର୍ବନିମ୍ନ

ବରଗଡ଼,୨୧।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ମତଦାନ ପ୍ରକ୍ରିୟା ସରିଛି । ଖରା,ତ ାତି ସତ୍ତ୍ବେ ମତଦାନ କେନ୍ଦ୍ର ଗୁଡିକରେ ଏଥର...

ପାଦତଳୁ ମାଟି ଖସିଯିବା ଜାଣି ହିଂସାକୁ ଆପଣାଇଛି ବିଜେଡି: ଭାଜପା

ଭୁବନେଶ୍ୱର, ୨୧।୫(ସୁନିତ୍‌ ମିଶ୍ର):ବିଜେଡିର ପାଦ ତଳୁ ମାଟି ଖସିଯିବା ଜାଣି ହିଂସାକୁ ଆଦରି ନେଇଛନ୍ତି। ନିର୍ବାଚନ ପୂର୍ବରୁ ବିଜେଡିର ଗୁମାସ୍ତା ରାଜ୍ୟସାରା ବୁଲି ଲୋକଙ୍କ ସମସ୍ୟା...

ମୁଖ୍ୟମନ୍ତ୍ରୀ ଜଣେ, ଶାସନ ଚଳାଉଛନ୍ତି ଅନ୍ୟ ଜଣେ

କୁଚିଣ୍ଡା,୨୧ା୫(ବିରଞ୍ଚତ୍ ଦର୍କା):ବିଜେଡି ସରକାରରେ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ। ହେଲେ ତାଙ୍କୁ ମୋହାରା କରି କାର୍ତ୍ତିକ ପାଣ୍ଡିଆନ ସରକାର ଚଳାଉଛନ୍ତି। ଏଭଳି ସରକାରକୁ ହଟାଇବାକୁ ପଡ଼ିବ। ଏଥର...

ପୂର୍ବତନ ମୃତ୍ତିକା ସଂରକ୍ଷଣ ଅଧିକାରୀଙ୍କ ୧ କୋଟିରୁ ଊର୍ଦ୍ଧ୍ୱ ସମ୍ପତ୍ତି ବାଜ୍ୟାପ୍ତି

ଭୁବନେଶ୍ୱର,(ସତ୍ୟଜିତ୍‌ ରାଉତ)/ ମାଲକାନଗିରି, ୨୧ା୫ (ଦୁର୍ଯ୍ୟୋଧନ ପାତ୍ର):ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦଣ୍ଡିତ ହୋଇଥିବା ମାଲକାନଗିରି ଜିଲାର ପୂର୍ବତନ ମୃତ୍ତିକା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri