Odisha Elections 2024
Posted inଜାତୀୟ

ସତ ହେବ କି ମୋଦିଙ୍କ ୪୦୦ ପାର୍‌ ସ୍ଲୋଗାନ୍‌: ଜାଣନ୍ତୁ ଏନେଇ କ’ଣ କହିଲେ ନିତିନ ଗଡକରି

ନୂଆଦିଲ୍ଲୀ,୧୭।୩: ଆଗାମୀ ଲୋକ ସଭା ନିର୍ବାଚନକୁ ନେଇ ରାଜନୈତିକ ପରିବେଶ ସରଗରମ ରହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅବ୍‌ କି ବାର୍‌ ୪୦୦ ପାର୍‌ ସ୍ଲୋଗାନ ଦେଇଛନ୍ତି। ତେବେ ଏହା କେଦୂର ସମ୍ଭବ ତାହାକୁ ନେଇ ଆଲୋଚନା ହେଉଛି। ମୋଦି ଅବ୍‌ କି ବାର୍‌ ୪୦୦ ପାର୍‌ ସ୍ଲୋଗାନ ସମ୍ଭବ କି ପ୍ରଶ୍ନରେ କେନ୍ଦ୍ର ସଡକ ପରିବହନ ଏବଂ ରାଜପଥ ମନ୍ତ୍ରୀ ଗଡକରୀ କହିଛନ୍ତି, ସଂପୂର୍ଣ୍ଣ ସମ୍ଭବ। ଟ୍ରେଣ୍ଡ୍‌ ଦେଖିଲେ ଜଣାପଡୁଛି ଯେ, ଭାଜପା ୩୭୦ଟି ସିଟ ଏବଂ ଏନଡିଏ ଦଳ ୩୦ରୁ ଅଧିକ ସିଟ ଜିତିବେ। ଆମେ ନିଶ୍ଚିତ ଭାବେ କର୍ନାଟକରେ ଜିତିବୁ। ଏଥିସହ ଦକ୍ଷିଣ ଭାରତରେ ମଧ୍ୟ ଏନଡିଏ ସଫଳତା ପାଇବ। ଆମେ ବହୁତ ଭଲ ଆଦେଶ ପାଇବୁ। ତୃତୀୟ ଥର ପାଇଁ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ଅବକାରି ନୀତି ମାମଲାରେ ଏଏପି ଅଭିଯୁକ୍ତ, କେଜରିଓ୍ବାଲ, ଏଏପି ବିରୋଧରେ ଇଡି ଦାଖଲ କଲା ଚାର୍ଜସିଟ

ନୂଆଦିଲ୍ଲୀ,୧୭।୫: ମଦ ଦୁର୍ନୀତି ମାମଲାରେ ଇଡି ଉଭୟ ଆମ ଆଦମୀ ପାର୍ଟି ଏବଂ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାର୍ଜସିଟ ଦାଖଲ କରିଛନ୍ତି। ଇଡି...

ରାହୁଲ ଗାନ୍ଧୀଙ୍କ ଉପରେ ଜରିମାନା ଲଗାଇଲେ ଝାଡ଼ଖଣ୍ଡ ହାଇକୋର୍ଟ, ଜାଣନ୍ତୁ ପୂରା ମାମଲା…

ନୂଆଦିଲ୍ଲୀ,୧୭।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଜରିମାନା। ଏକ ମାମଲାକୁ ନେଇ ଝାଡ଼ଖଣ୍ଡ ହାଇକୋର୍ଟ ଶୁଣାଣି କରି ଜବାବ ଦାଖଲରେ ବିଳମ୍ବକୁ ନେଇ ରାହୁଲଙ୍କ ଉପରେ...

ମୁଁ ମୋ ପୁଅକୁ ଆପଣଙ୍କ ହାତରେ ଟେକି ଦେଉଛି, ରାହୁଲ ନିରାଶ କରିବେନି, ରାଏବରେଲି ମଞ୍ଚରେ ଏମିତି କହିଲେ ସୋନିଆ

ରାଏବରେଲି,୧୭।୫: ଶୁକ୍ରବାର ଗାନ୍ଧୀ-ନେହେରୁ ପରିବାରର ଦୁର୍ଗ ବୋଲି ବିବେଚନା କରାଯାଉଥିବା ରାଏ ବରେଲିରେ ବିରୋଧୀ ଦଳ I.N.D.I.A ର ଏକ ସମାବେଶ ଅନୁଷ୍ଠିତ ହୋଇଛି। ଏହି...

ପାକିସ୍ତାନର ହଜିଲା ନିଦ! ଭାରତୀୟ ବାୟୁସେନାକୁ ଜୁଲାଇରେ ମିଳିବ ପ୍ରଥମ ତେଜସ-MK1A ଫାଇଟର ଜେଟ

ନୂଆଦିଲ୍ଲୀ,୧୭।୫: ପୂର୍ବ ଅପେକ୍ଷା ଭାରତୀୟ ବାୟୁସେନା ଅଧିକ ଶକ୍ତିଶାଳୀ ହେଉଛି। ଆଗାମୀ ଦିନରେ ବାୟୁସେନାର ଶକ୍ତିରେ ଅତୁଳନୀୟ ବୃଦ୍ଧି ଘଟିବ। ଜୁଲାଇ ସୁଦ୍ଧା ପ୍ରଥମ ତେଜାସ-...

ପ୍ରଶାନ୍ତ କିଶୋର, ଯୋଗେନ୍ଦ୍ର ଯାଦବଙ୍କ ଭଳି ରାଜନୈତିକ ବିଶ୍ଳେଷକଙ୍କ ଭବିଷ୍ୟବାଣୀ ଭାଜପାକୁ ଚମକାଇ, ବିରୋଧୀଙ୍କୁ ଖୁସି କରିପାରେ

ନୂଆଦିଲ୍ଲୀ,୧୭।୫: ଲୋକ ସଭାରେ ଚାରୋଟି ପର୍ଯ୍ୟାୟ ମତଦାନ ହୋଇଛି। ଅଦ୍ୟାବଧି ପ୍ରତ୍ୟେକ ଦଳ ଭିନ୍ନ ଭିନ୍ନ ଦାବି କରି ନିଜକୁ ଶକ୍ତିଶାଳୀ ପ୍ରଦର୍ଶନ କରୁଛନ୍ତି। ୪୦୦ଟି...

୩ ଦିନ ପରେ ହୋର୍ଡିଂ ତଳୁ ମିଳିଲା ୨ ମୃତଦେହ, ବଲିଉଡରେ ଶୋକର ଛାୟା

ମୁମ୍ବାଇ,୧୭।୫: ମହାରାଷ୍ଟ୍ରର ଘାଟକୋପରରେ ହୋଇଥିବା ହୋର୍ଡିଂ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୬ରେ ପହଞ୍ଚିଛି। ପେଟ୍ରୋଲ ପମ୍ପ ଉପରେ ପଡିଥିବା ଏହି ହୋର୍ଡିଂ ହଟାଯିବା ମାତ୍ରେ ଏଥିରୁ...

ହେମନ୍ତ ସୋରେନଙ୍କ ନିର୍ବାଚନ ପ୍ରଚାର ପାଇଁ ଜାମିନ ଆବେଦନ ଉପରେ ତୁରନ୍ତ ଶୁଣାଣି କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୭।୫: ମନି ଲଣ୍ଡରିଂ ମାମଲାରେ ନିର୍ବାଚନ ପ୍ରଚାର ପାଇଁ ମଧ୍ୟବର୍ତ୍ତୀକାଳୀନ ଜାମିନ ପାଇଁ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଶୁଣାଣି କରିବାକୁ ଶୁକ୍ରବାର ସୁପ୍ରିମକୋର୍ଟ...

ଏହି ଦଳ ହେବ ଆଇପିଏଲ୍‌ ଚାମ୍ପିୟନ୍‌: ଭବିଷ୍ୟବାଣୀ କଲେ ହେଡେନ୍‌

ନୂଆଦିଲ୍ଲୀ,୧୭।୫: ଅଷ୍ଟ୍ରେଲୀୟ ପୂର୍ବତନ କିମ୍ବଦନ୍ତୀ ମାଥ୍ୟୁ ହେଡେନ ଆଇପିଏଲ ୨୦୨୪ ବିଜେତା ସମ୍ବନ୍ଧରେ ପୂର୍ବାନୁମାନ କରିଛନ୍ତି। ଏକ ସାକ୍ଷାତକାରରେ ହେଡେନ ରାଜସ୍ଥାନ ଏଥର କପ୍‌ ନେବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri