Odisha Elections 2024

ଆସନ୍ତାକାଲି ଘଣ୍ଟାଏ ବନ୍ଦ ରହିବ ଟ୍ରେନ ରିଜର୍ଭଭେଶନ ସେବା

ନୂଆଦିଲ୍ଲୀ,୧୭।୪: ଯଦି ଆପଣ କୌଣସି ସ୍ଥାନକୁ ଟ୍ରେନରେ ଯିବା ପାଇଁ ରିଜର୍ଭଭେଶନ ଟିକେଟ୍‌ ବୁକ୍‌ କରୁଛନ୍ତି ତେବେ ଏହାକୁ ତୁରନ୍ତ କରିନିଅନ୍ତୁ । କାରଣ ବୈଷୟିକ କାରଣରୁ ଅନଲାଇନ ଓ ଅଫଲାଇନ ରିଜର୍ଭଭେଶନ(ସଂରକ୍ଷଣ) ସମ୍ବନ୍ଧୀୟ ସେବା ବନ୍ଦ ରହିବାକୁ ଯାଉଛି। ଯାତ୍ରୀଙ୍କ ସୁବିଧା ପାଇଁ ଉତ୍ତର ରେଳବାଇ ଏ ନେଇ ଆଗୁଆ ସୂଚନା ଦେଇଛି। ତେବେ ଦେଶର ଅନ୍ୟ ରେଳବାଇ ଜୋନଗୁଡ଼ିକରେ ଟିକେଟ ସଂରକ୍ଷଣ ଯଥାବିଧି ଜାରି ରହିବ ।

ଉତ୍ତର ରେଳବାଇର ମୁଖ୍ୟ ଲୋକ ସମ୍ପର୍କ ଅଧିକାରୀଙ୍କ କହିବାନୁସାରେ, ଡାଟା କମ୍ପ୍ରେସ କରିବା ପାଇଁ ଦିଲ୍ଲୀ ପିଆରଏସ (ଯାତ୍ରୀ ସଂରକ୍ଷଣ ସେବା)ର ସମସ୍ତ ସେବା ବନ୍ଦ ରହିବ। ଏଥିରେ ସଂରକ୍ଷଣ, ବାତିଲ, ଚାର୍ଟିଂ, ଅନୁସନ୍ଧାନ ସେବା (୧୩୯ ଏବଂ କାଉଣ୍ଟର ସେବା), ଇଣ୍ଟରନେଟ ବୁକିଂ ଏବଂ ଇଡିଆର ସେବା ଅନ୍ତର୍ଭୁକ୍ତ । ଏପ୍ରିଲ ୧୮ ତାରିଖ ରାତି ୧୨ଟା ୧୫ରୁ (୧୨.୧୫) ରୁ ୧ଟା ୧୫ ପର୍ୟ୍ୟନ୍ତ କୌଣସି ପ୍ରକାର ଅନଲାଇନ କିମ୍ବା ଅଫଲାଇନ ସେବା ପ୍ରାୟ ୧ଟା ପର୍ଯ୍ୟନ୍ତ ଚାଲିବ ନାହିଁ। ଏହି କାରଣରୁ ଦିଲ୍ଲୀ ପିଆରଏସ ସହ ଜଡିତ ସମସ୍ତ ଟ୍ରେନର ସେବା ବନ୍ଦ ରହିବ । ଦେଶର ୫ଟି ସହରରୁ ପିଆରଏସ ସେବା କାର୍ଯ୍ୟ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ କହିଥିବା ପ୍ରତିଟି କଥାକୁ ଅକ୍ଷରେ ଅକ୍ଷରେ ପାଳନ କରିବି; ଭାବବିହ୍ବଳ ହୋଇ ଏଭଳି କହିଲେ ରାହୁଲ…

ରାଏବରେଲି,୧୭।୫: କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଶୁକ୍ରବାର ରାଏବରେଲିରେ ଏକ ନିର୍ବାଚନୀ ସଭାକୁ ସମ୍ବୋଧିତ କରି ପୁଅ ରାହୁଲଙ୍କୁ ଆପଣମାନଙ୍କୁ ଦେଉଛି, ତାଙ୍କ କଥା ବୁଝିବେ...

ଫୁଲମାଳ ପକେଇବା ବାହାନାରେ କହ୍ନେୟା କୁମାରଙ୍କୁ ମାଡ଼, ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୧୭।୫: କଂଗ୍ରେସର ଲୋକ ସଭା ପ୍ରାର୍ଥୀ କହ୍ନେୟା କୁମାରଙ୍କ ଉପରେ ହୋଇଛି ଆକ୍ରମଣ। ଉତ୍ତର ପୂର୍ବ ଦିଲ୍ଲୀରେ କହ୍ନେୟା ପ୍ରଚାର କରୁଥିବା ବେଳେ କିଛି ଯୁବକ...

ନିର୍ବାଚିତ ହେଲେ ଅମେଠି, ରାଏବରେଲିକୁ ସମାନ ଭାବେ ଦେଖିବି: ରାହୁଲ

ଅମେଠି,୧୭ା୫: ରାଏବରେଲିରୁ ନିର୍ବାଚିତ ହେଲେ ଉଭୟ ଅମେଠି ଓ ରାଏବରେଲିର ବିକାଶ ପାଇଁ ସମାନ ଧ୍ୟାନ ଦେବେ ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି।...

ଭାଜପାର ଏଜେଣ୍ଟ କହିବାରୁ ସ୍ବାତୀ ମାଲିଓ୍ବାଲଙ୍କ କାଉଣ୍ଟର, କେଜରିଓ୍ବାଲଙ୍କୁ କହିଲେ ଗୁଣ୍ଡା

ନୂଆଦିଲ୍ଲୀ,୧୭।୫: ଆମ ଆଦମୀ ପାର୍ଟିର ଅଡ଼ୁଆ ବଢିବାରେ ଳାଗିଛି। କାରଣ ରାଜ୍ୟ ସଭା ଏମପି ସ୍ବାତୀ ମାଲିୱାଲଙ୍କ ବିବାଦ ଏବେ ଉଗ୍ର ରୂପରେ ମୁଣ୍ଡ ଟେକିବାରେ...

ମମତାଙ୍କୁ ‘ଆପଣଙ୍କ ଦାମ କେତେ’ ପଚାରି ଅଡ଼ୁଆରେ ଭାଜପା ପ୍ରାର୍ଥୀ

ନୂଆଦିଲ୍ଲୀ,୧୭ା୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଲକ୍ଷ୍ୟ କରି ଭାଜପା ପ୍ରାର୍ଥୀ ଅଭିଜିତ ଗଙ୍ଗୋପାଧ୍ୟାୟ ଦେଇଥିବା ମନ୍ତବ୍ୟ ଉପରେ ନିର୍ବାଚନ କମିଶନ (ଇସି) ତାଙ୍କୁ କାରଣ...

‘ସ୍ବାତୀ ମାଲିଓ୍ବାଲ ଭାଜପାର ମୋହରା’

ନୂଆଦିଲ୍ଲୀ,୧୭।୫: ଆମ ଆଦମୀ ପାର୍ଟିର ରାଜ୍ୟ ସଭା ଏମପି ସ୍ବାତୀ ମାଲିୱାଲଙ୍କ ମାମଲା ଦିନକୁ ଦିନ ବିବାଦ ଘେରକୁ ଟାଣି ହେବାରେ ଲାଗିଛି। ଯେଉଁଥିରେ ଏଏପି...

ଏଥିପାଇଁ ସାମ୍ବାଦିକ ସମ୍ମିଳନୀ କରନ୍ତିନି ପ୍ରଧାନମନ୍ତ୍ରୀ ମୋଦି, କହିଲେ ବଡ଼ କାରଣ

ନୂଆଦିଲ୍ଲୀ,୧୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କାହିଁକି ସାମ୍ବାଦିକ ସମ୍ମିଳନୀ କରନ୍ତିନି, ଏନେଇ ଏକ ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାରରେ ସ୍ପଷ୍ଟ କରିଛନ୍ତି। ଗଣମାଧ୍ୟମକୁ କାହିଁକି ସେ ଖୁବ...

ସ୍ବାତୀ ମାଲିଓ୍ବାଲ କିଏ? ସ୍ବାମୀଙ୍କଠାରୁ ଅଲଗା; କିଭଳି କରିଥିଲେ ରାଜନୀତିରେ ଏଣ୍ଟ୍ରି..ଯାହା ପାଇଁ ଏବେ ଅଡୁଆରେ ଏଏପି…

ନୂଆଦିଲ୍ଲୀ,୧୭।୫: ଆମ ଆଦମୀ ପାର୍ଟି(ଏଏପି) ପକ୍ଷରୁ ରାଜ୍ୟ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ସ୍ବାତୀ ମାଲିଓ୍ବାଲଙ୍କ ସହ ଜଡ଼ିତ ଅସଦାଚରଣ ମାମଲା ଚର୍ଚ୍ଚାରେ ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri