Odisha Elections 2024

ଆଜି ଠୁ ୩ଦିନ ଯାଏଁ ସ୍କୁଲ ଛୁଟି, ହେଲେ ନିୟମିତ ଆସିବେ ଶିକ୍ଷକ

ଭୁବନେଶ୍ୱର,୧୮।୪: ଆଜିଠୁ ୩ଦିନ ବନ୍ଦ ରହିବ ରାଜ୍ୟର ସବୁ ସ୍କୁଲ । ଗ୍ରୀଷ୍ମ ପ୍ରବାହ ବଢିବା ଯୋଗୁଁ ଏପରି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ୧୮ତାରିଖରୁ ୨୦ତାରିଖ ପର୍ଯ୍ୟନ୍ତ ରାଜ୍ୟର ସବୁ ସରକାରୀ, ଅନୁଦାନପ୍ରାପ୍ତ ଓ ବେସରକାରୀ ସ୍କୁଲଗୁଡିକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ତେବେ ଏହି ସମୟରେ ସ୍କୁଲ ଖୋଲା ରହିବା ସହ ଛାତ୍ରଛାତ୍ରୀଙ୍କ ନାମ ଲେଖା ସଂମ୍ପର୍କିତ କାର୍ଯ୍ୟକ୍ରମ ଜାରି ରହିବ । ଶିକ୍ଷୟିତ୍ରୀ ଶିକ୍ଷକ ନିୟମିତ ବିଦ୍ୟାଳୟକୁ ଆସିବେ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି । କିଛି ସ୍କୁଲ ଏହି ତିନି ଦିନ କାଳ ଅନଲାଇନ କ୍ଲାସ କରିବେ ବୋଲି ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

୨୩ରେ ଧାମନଗର ଆସିବେ ଜେପି ନଡ୍ଡା

ଧାମନଗର,୨୧।୫ (ସନ୍ତୋଷ କୁମାର ମହାପାତ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆସନ୍ତା ୨୩ ତାରିଖରେ ଭଦ୍ରକ ଜିଲା ଧାମନଗର ଆସିବେ। ଏହି ବିଧାନସଭା ଆସନ...

ପୋଖରୀରେ ବୁଡ଼ି ଚାଲିଗଲା ୨ ସମ୍ପର୍କୀୟ ଭଉଣୀଙ୍କ ଜୀବନ

ବିଞ୍ଝାରପୁର,୨୧ା୫(ରାମକୃଷ୍ଣ ଦାସ): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅଳକୁଣ୍ଡ ଥାନା ଅଧୀନ କପିଳା ପଞ୍ଚାୟତ ରଁାସ-ଗୁହାଳି ଗ୍ରାମରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଗାଁ ପୋଖରୀରେ...

କେନ୍ଦୁଝରରେ ଅମିତ ଶାହା ଦେଲେ ବଡ଼ ବୟାନ 

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର କେନ୍ଦୁଝର ଜିଲା ଗସ୍ତରେ ଆସି ଭାଜପା ଲୋକ ସଭା ପ୍ରାର୍ଥୀ ଅନନ୍ତ ନାୟକ...

ନା ବିଜୁ ବାବୁ କରିଥିଲେ, ନା ନବୀନ କରିବେ; ଜାଣନ୍ତୁ ଏଭଳି କାହିଁକି କହିଲେ ପାଣ୍ଡିଆନ…

ଭୁବନେଶ୍ୱର,୨୧।୫: ଚଳିତ ନିର୍ବାଚନରେ ବିଜେଡିର ପ୍ରଚାର ମଙ୍ଗ ଏକପ୍ରକାର ସମ୍ଭାଳିଛନ୍ତି ୫ଟି ଅଧ୍ୟକ୍ଷ ଭି କେ ପାଣ୍ଡିଆନ। ଏଥିଲାଗି ବିରୋଧୀ ଦଳ ପକ୍ଷରୁ ତାଙ୍କୁ ପ୍ରାୟତଃ...

ପାଗ ବିଗାଡିବ ନିର୍ବାଚନ: ୨୪ ଘଣ୍ଟାରେ ବଙ୍ଗୋପସାଗରରେ ବଡ଼ ଲଘୁଚାପ, ଏହି ଜିଲାରେ ଛେଚିବ

ଭୁବନେଶ୍ୱର,୨୧।୫: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ବୁଧବାର ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ।...

ପାଣ୍ଡିଆନ କହିଲେ ଭିତିରି କଥା! ମେଣ୍ଟ ପାଇଁ ଭାଜପା-ବିଜେଡି ମଧ୍ୟରେ କୌଣସି ବୈଠକ ହୋଇ ନ ଥିଲା, କେବଳ ଦୁଇ ଜଣ ନେତା…

ଭୁବନେଶ୍ୱର,୨୧।୫: ଓଡ଼ିଶାରେ ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ରାଜ୍ୟର ଦୁଇ ପ୍ରମୁଖ ଦଳ ବିଜେଡି ଏବଂ ଭାଜପା ପରସ୍ପରକୁ କଟାକ୍ଷ କରୁଥିବା ଦେଖିବାକୁ ମିଳୁଛି।...

ଅପରାଜିତାଙ୍କ ଖୋଲା ଚ୍ୟାଲେଞ୍ଜ, ଆସ ମୋ ସହ ବିତର୍କ କର

ଭୁବନେଶ୍ୱର,୨୧।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭୁବନେଶ୍ୱରରେ ଏକ ବିଶାଳ ରୋଡ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ଏହି ସମୟରେ ସେ ନାଁ ନ...

ସମ୍ବିତ ପାତ୍ରଙ୍କୁ ପାଣ୍ଡିଆନ କହିଲେ, ନିଜ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅ

ଭୁବନେଶ୍ୱର,୨୧।୫: ମହାପ୍ରଭୁ ଜଗନ୍ନାଥଙ୍କୁ ନେଇ ପୁରୀ ଭାଜପା ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ରଙ୍କ ବିବାଦୀୟ ବୟାନ ପରେ ଏନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ନେତା କାର୍ତ୍ତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri