Odisha Elections 2024

ଟିକେଟ୍‌ ନ ମିଳିବାରୁ କାନ୍ଦିଲେ ସମୀର ଦାସ, ପୁଣିଥରେ ବିଚାର କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ କଲେ ନିବେଦନ

ଭୁବନେଶ୍ୱର,୧୮।୪: ପଞ୍ଚମ ପର୍ଯ୍ୟାୟ ବିଧାନସଭା ତାଲିକାରେ ବିଜେଡି ଆଜି ଆଉ ୯ ଜଣ ବିଧାୟକ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିଛି। ଏଥିରେ ପୂର୍ବତନ ମନ୍ତ୍ରୀ ସମୀର ଦାସଙ୍କ ଟିକେଟ୍‌ କଟିଛି। ସମୀର ଦାସଙ୍କ ସ୍ଥାନରେ ଦିଲୀପ ନାୟକଙ୍କୁ ଦଳ ପ୍ରାର୍ଥୀ କରିଛି।

ସମୀର ଦାଶଙ୍କ ଟିକେଟ କଟିବା ପରେ ଗୁରୁବାର ତାଙ୍କ ସମର୍ଥକ ଏକାଠି ହୋଇଛନ୍ତି। ଏହି ସମୟରେ ସମର୍ଥକଙ୍କ ମେଳରେ ସେ ଭାବବିହ୍ବଳ ହୋଇ କାନ୍ଦି ପକାଇଛନ୍ତି। ନିଷ୍ପତ୍ତିର ପୁର୍ନବିଚାର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ଦେଶ୍ୟରେ ବାର୍ତ୍ତା ରଖିଛନ୍ତି। ସମର୍ଥକଙ୍କ ସହ ନିଜେ ଯୋଗ ଦେଇ, ସୁପ୍ରିମୋଙ୍କୁ ନିଷ୍ପତ୍ତି ଉଫରେ ପୁର୍ନବିଚାର ପାଇଁ କହିଛନ୍ତି। ଶନିବାର ସମୀରଙ୍କ ୩୦ ହଜାର ସମର୍ଥକ ଏକାଠି ହୋଇ ଦାବି କରିଛନ୍ତି। ଏନେଇ ଗୋପ ବ୍ଲକ ଅଧ୍ୟକ୍ଷା ଓ ଜିଲା ପରିଷଦ ସଭ୍ୟ ତାଙ୍କୁ ସମର୍ଥନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

 ଓଡ଼ିଶାରେ ତାମିଲ ଲୋକ ଶାସନ କରିପାରିବେ ନାହିଁ: ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୧।୫(ସୁନିତ୍‌ ମିଶ୍ର): ନବୀନବାବୁ ଓଡ଼ିଆ ଅସ୍ମିତାର କଣ୍ଠରୋଧ କରିବାକୁ ପ୍ରୟାସ କରୁଛନ୍ତି। ଓଡ଼ିଶାରେ ତାମିଲ ଲୋକ ଶାସନ କରିପାରିବେ ନାହିଁ। ଓଡ଼ିଶାର ଶାସନ ଭାର...

ଖୋର୍ଦ୍ଧା ଜିଲାରେ ନିର୍ବାଚନ ପ୍ରସ୍ତୁତି: ଭୁବନେଶ୍ୱର ମଧ୍ୟରେ ବୁଥ୍‌ ପରିଚାଳନା କରିବେ ମହିଳା

ଖୋର୍ଦ୍ଧା(ପ୍ରଭାତ ପାଣିଗ୍ରାହୀ),୨୧।୫ : ରାଜ୍ୟରେ ୩ୟ ପର୍ଯ୍ୟାୟରେ ଖୋର୍ଦ୍ଧା ଜିଲାର ସମସ୍ତ ଆଠଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆସନ୍ତା ୨୫ ତାରିଖରେ ମତଦାନ ହେବ ।...

୨୩ରେ ଧାମନଗର ଆସିବେ ଜେପି ନଡ୍ଡା

ଧାମନଗର,୨୧।୫ (ସନ୍ତୋଷ କୁମାର ମହାପାତ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆସନ୍ତା ୨୩ ତାରିଖରେ ଭଦ୍ରକ ଜିଲା ଧାମନଗର ଆସିବେ। ଏହି ବିଧାନସଭା ଆସନ...

ପୋଖରୀରେ ବୁଡ଼ି ଚାଲିଗଲା ୨ ସମ୍ପର୍କୀୟ ଭଉଣୀଙ୍କ ଜୀବନ

ବିଞ୍ଝାରପୁର,୨୧ା୫(ରାମକୃଷ୍ଣ ଦାସ): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅଳକୁଣ୍ଡ ଥାନା ଅଧୀନ କପିଳା ପଞ୍ଚାୟତ ରଁାସ-ଗୁହାଳି ଗ୍ରାମରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଗାଁ ପୋଖରୀରେ...

କେନ୍ଦୁଝରରେ ଅମିତ ଶାହା ଦେଲେ ବଡ଼ ବୟାନ 

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର କେନ୍ଦୁଝର ଜିଲା ଗସ୍ତରେ ଆସି ଭାଜପା ଲୋକ ସଭା ପ୍ରାର୍ଥୀ ଅନନ୍ତ ନାୟକ...

ନା ବିଜୁ ବାବୁ କରିଥିଲେ, ନା ନବୀନ କରିବେ; ଜାଣନ୍ତୁ ଏଭଳି କାହିଁକି କହିଲେ ପାଣ୍ଡିଆନ…

ଭୁବନେଶ୍ୱର,୨୧।୫: ଚଳିତ ନିର୍ବାଚନରେ ବିଜେଡିର ପ୍ରଚାର ମଙ୍ଗ ଏକପ୍ରକାର ସମ୍ଭାଳିଛନ୍ତି ୫ଟି ଅଧ୍ୟକ୍ଷ ଭି କେ ପାଣ୍ଡିଆନ। ଏଥିଲାଗି ବିରୋଧୀ ଦଳ ପକ୍ଷରୁ ତାଙ୍କୁ ପ୍ରାୟତଃ...

ପାଗ ବିଗାଡିବ ନିର୍ବାଚନ: ୨୪ ଘଣ୍ଟାରେ ବଙ୍ଗୋପସାଗରରେ ବଡ଼ ଲଘୁଚାପ, ଏହି ଜିଲାରେ ଛେଚିବ

ଭୁବନେଶ୍ୱର,୨୧।୫: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ବୁଧବାର ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ।...

ପାଣ୍ଡିଆନ କହିଲେ ଭିତିରି କଥା! ମେଣ୍ଟ ପାଇଁ ଭାଜପା-ବିଜେଡି ମଧ୍ୟରେ କୌଣସି ବୈଠକ ହୋଇ ନ ଥିଲା, କେବଳ ଦୁଇ ଜଣ ନେତା…

ଭୁବନେଶ୍ୱର,୨୧।୫: ଓଡ଼ିଶାରେ ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ରାଜ୍ୟର ଦୁଇ ପ୍ରମୁଖ ଦଳ ବିଜେଡି ଏବଂ ଭାଜପା ପରସ୍ପରକୁ କଟାକ୍ଷ କରୁଥିବା ଦେଖିବାକୁ ମିଳୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri