ମଧୁକୁଞ୍ଜ ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ନୂଆ ଶୋ’ରୁମ୍‌

ଭୁବନେଶ୍ୱର,୧୮।୪: ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ମଧୁକୁଞ୍ଜ ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ନୂଆ ଶୋ’ରୁମ୍‌ ବୁଧବାର କଟକର କ୍ୟାଣ୍ଟନମେଣ୍ଟରୋଡ୍‌ସ୍ଥିତ ଏନ୍‌ସିସି କ୍ୟାଣ୍ଟିନଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଗ୍ରୁପ୍‌ କମାଣ୍ଡର ଏନ୍‌ସିସି କଲୋନେଲ ସତ୍ୟବ୍ରତ ସ୍ବାଇଁ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ମଧୁକୁଞ୍ଜ ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ଏମ୍‌ଡି ସାଜନ ଅଗ୍ରଓ୍ବାଲଙ୍କ ସମେତ ରାମଅବତାର ଅଗ୍ରଓ୍ବାଲ ଏବଂ ଅଗ୍ରଓ୍ବାଲ ପରିବାର ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ, ମଧୁକୁଞ୍ଜ ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ଏହା ୨ୟ ଶୋ’ରୁମ୍‌ ହୋଇଥିବାବେଳେ ଏଠାରେ ସୁନା,ହୀରା ଓ ରୁପା ସହ ମୂଲ୍ୟବାନ୍‌ ରତ୍ନ ପଥର ସମେତ ବିଭିନ୍ନ ବର୍ଗର ଅଳଙ୍କାର ଡିଜାଇନ ଉପଲବ୍ଧ।


Enter your email to get our daily news in your inbox.

All Right Reserved By Dharitri.Com

୨୦୦୦, ୩୦୦୦ ଓ ୫୦୦୦ ନିବେଶ କଲେ କେତେ ମିଳିବ ରିଟର୍ଣ୍ଣ? ଜାଣନ୍ତୁ ଏହି ଖାସ୍ ଯୋଜନାର ଲାଭ…

ପୋଷ୍ଟ ଅଫିସ୍ ଆରଡି ଯୋଜନା ଏକ ସୁରକ୍ଷିତ ଏବଂ ଆକର୍ଷଣୀୟ ନିବେଶ ବିକଳ୍ପ ଯେଉଁଥିରେ ଆପଣ ୬.୭% ସୁଧ ହାରରେ ଅଳ୍ପ ପରିମାଣରେ ନିବେଶ କରି...

Gold-Silver Price: କାହିଁକି ବଢୁଛି ସୁନା-ରୂପା ଦର? ସାମ୍ନାକୁ ଆସିଲା ପ୍ରକୃତ କାରଣ

ନୂଆଦିଲ୍ଲୀ ୧୧|୧୨: ସୁନା-ରୂପା ଦର ତଳମୁହାଁ ହେବାର ନାଁ ଧରୁନାହିଁ । ଗୋଟିଏ ପଟେ ସୁନାର ମୂଲ୍ୟ 1 ଲକ୍ଷ 20 ହଜାର ଟଙ୍କା ଉପରେ...

ମୋବାଇଲ ୟୁଜର୍ସଙ୍କୁ ଝଟ୍‌କା, ୨୦୨୬ରେ ଆହୁରି ବଢିଯିବ ରିଚାର୍ଜ ପ୍ଲାନ, ଜିଓ-ଏୟାରଟେଲ ୟୁଜରଙ୍କୁ ଦେବାକୁ ପଡିବ…

ନୂଆଦିଲ୍‌ଲୀ,୧୧।୧୨: ମୋବାଇଲ ଉପଭୋକ୍ତାମାନେ ପୁଣି ଥରେ ମୁଦ୍ରାସ୍ଫୀତିର ଶିକାର ହେଉଛନ୍ତି। ସମ୍ପ୍ରତି, ଜିଓ ବ୍ୟତୀତ ସମସ୍ତ କମ୍ପାନୀ ସେମାନଙ୍କର ଯୋଜନା ବୃଦ୍ଧି କରିଛନ୍ତି, ଏବଂ ଏବେ...

୨୦୨୬ରେ ଏହି କମ୍ପାନୀ କରିବ ମାଲାମାଲ୍‌, ବର୍ଷ ସରିବା ଆଗରୁ ଜାଣି ନିଅନ୍ତୁ

ନୂଆଦିଲ୍ଲୀ,୧୦।୧୨: ସ୍ଥିର ଏବଂ ନିୟମିତ ଆୟ ଚାହୁଁଥିବା ନିବେଶକଙ୍କ ପାଇଁ ଲାଭାଂଶ ପ୍ରଦାନକାରୀ ଷ୍ଟକ ସର୍ୱଦା ଏକ ଶ୍ରେଷ୍ଠ ପସନ୍ଦ ହୋଇଆସିଛି। ଏପରି କମ୍ପାନୀଗୁଡ଼ିକର ସାଧାରଣତଃ...

Youtubeରେ ଗୋଲ୍ଟ ବଟନ୍ ମିଳିଲେ ମାସକୁ ମିଳେ କେତେ ଟଙ୍କା ?

ନୂଆଦିଲ୍‌ଲୀ,୧୦।୧୨: ତିଦିନ ଲକ୍ଷ ଲକ୍ଷ ଭିଡିଓ ଅପଲୋଡ଼ ହେଉଛି ଆଉ କେତେକ କ୍ରିଏଟର ଏହା ଦ୍ୱାରା କୋଟି କୋଟି ଟଙ୍କା ମଧ୍ୟ ରୋଜଗାର କରୁଛନ୍ତି। YouTube...

ସରକାରୀ କର୍ମଚାରୀଙ୍କୁ ବଡ଼ ଝଟ୍‌କା! ନୂଆବର୍ଷରେ କମ୍‌ ବଢିବ ଦରମା

ନୂଆଦିଲ୍‌ଲୀ,୧୦।୧୨: ନୂଆ ବର୍ଷରେ ସରକାରୀ କର୍ମଚାରୀଙ୍କୁ ଶକ୍ତ ଝଟ୍‌କା। ୧ କୋଟି ୨୦ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ସାମାନ୍ୟ ଦରମା ବୃଦ୍ଧି...

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri