Odisha Elections 2024

ବିଜେଡିକୁ ଶକ୍ତ ଝଟ୍‌କା: ଶଙ୍ଖ ଛାଡି ହାତ ଧରିଲେ ପୂର୍ବତନ ବିଧାୟକ ସିପ୍ରା ମଲ୍ଲିକ

ଭୁବନେଶ୍ୱର,୧୮।୪: ପୂର୍ବତନ ବିଜେଡି ବିଧାୟକ ସିପ୍ରା ମଲ୍ଲିକ ଗୁରୁବାର ଶଙ୍ଖ ଛାଡି ହାତ ଧରିଛନ୍ତି। ସେ କଂଗ୍ରେସ ଭବନରେ ପହଞ୍ଚି ଦଳରେ ଯୋଗ ଦେଇଛନ୍ତି। ସିପ୍ରା କେନ୍ଦ୍ରାପଡାର ପୂର୍ବତନ ବିଧାୟକ ଥିଲେ। ନିକଟରେ କଂଗ୍ରେସର ବରିଷ୍ଠ ନେତା ଗଣେଶ୍ୱର ବେହେରା ଦଳ ବଦଳ କରି ବିଜେଡିରେ ଯୋଗଦେବା ପରେ ସିପ୍ରାଙ୍କୁ ଏଥର ଟିକେଟ୍‌ ନି ମିଳିବା ନେଇ ଆଶଙ୍କା ଥିଲା। ସେ ପୂର୍ବରୁ ମଧ୍ୟ ଚେତାବନୀ ଦେଇ କହିଥିଲେ, ଯଦି ଏଥର ଦଳ ତାଙ୍କୁ ଟିକେଟ୍‌ ନ ଦିଏ ତେବେ ସେ ବିଜେଡି ଛାଡିବେ।


Enter your email to get our daily news in your inbox.

All Right Reserved By Dharitri.Com

ପାଗ ବିଗାଡିବ ନିର୍ବାଚନ: ୨୪ ଘଣ୍ଟାରେ ବଙ୍ଗୋପସାଗରରେ ବଡ଼ ଲଘୁଚାପ, ଏହି ଜିଲାରେ ଛେଚିବ

ଭୁବନେଶ୍ୱର,୨୧।୫: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ବୁଧବାର ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ।...

ପାଣ୍ଡିଆନ କହିଲେ ଭିତିରି କଥା! ମେଣ୍ଟ ପାଇଁ ଭାଜପା-ବିଜେଡି ମଧ୍ୟରେ ବୈଠକ ହୋଇ ନ ଥିଲା, କେବଳ ଦୁଇ ଜଣ ନେତା…

ଭୁବନେଶ୍ୱର,୨୧।୫: ଓଡ଼ିଶାରେ ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ରାଜ୍ୟର ଦୁଇ ପ୍ରମୁଖ ଦଳ ବିଜେଡି ଏବଂ ଭାଜପା ପରସ୍ପରକୁ କଟାକ୍ଷ କରୁଥିବା ଦେଖିବାକୁ ମିଳୁଛି।...

ଅପରାଜିତାଙ୍କ ଖୋଲା ଚ୍ୟାଲେଞ୍ଜ, ଆସ ମୋ ସହ ବିତର୍କ କର

ଭୁବନେଶ୍ୱର,୨୧।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭୁବନେଶ୍ୱରରେ ଏକ ବିଶାଳ ରୋଡ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ଏହି ସମୟରେ ସେ ନାଁ ନ...

ସମ୍ବିତ ପାତ୍ରଙ୍କୁ ପାଣ୍ଡିଆନ କହିଲେ, ନିଜ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅ

ଭୁବନେଶ୍ୱର,୨୧।୫: ମହାପ୍ରଭୁ ଜଗନ୍ନାଥଙ୍କୁ ନେଇ ପୁରୀ ଭାଜପା ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ରଙ୍କ ବିବାଦୀୟ ବୟାନ ପରେ ଏନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ନେତା କାର୍ତ୍ତିକ...

ଓଡ଼ିଶାରେ ପ୍ରଥମ ଥର ପାଇଁ ଶାହା କହିଦେଲେ ଏମିତି କଥା, ବିରୋଧୀ ଛାନିଆ

ନୟାଗଡ,୨୧।୫: ସମ୍ବଲପୁରରେ ପ୍ରଚାର ପରେ ଢେଙ୍କାନାଳ ପରଜଙ୍ଗରେ ପହଞ୍ଚିଛନ୍ତି ଗୃହମନ୍ତ୍ରୀ ଅମିତ ଶାହ। । ବିରାଟ ଜନସଭାକୁ ସମ୍ବୋଧିତ କରି ସେ ପୁଣି ବିଜେଡି ଉପରେ...

ବିଧାୟକ, ସାଂସଦ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଲେ ପାଣ୍ଡିଆନ

ପାଟଣା,୨୧।୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ସାହାରପଡ଼ା ବ୍ଲକ ମୁଖ୍ୟାଳୟ ହାଇସ୍କୁଲ ପଡ଼ିଆରେ ମଙ୍ଗଳବାର ଅପରାହ୍ନରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିୟାନ ପାଟଣା ବିଜେଡି...

ମୁଖ୍ୟମନ୍ତ୍ରୀଙ୍କୁ ପ୍ରଥମ ଥର ଏପରି ହମଲା କଲେ ଅପରାଜିତା, କହିଦେଲେ ଏମିତି ଯେ…

ଭୁବନେଶ୍ୱର,୨୧।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜୋରଦାର ଆଟାକ୍‌ କରିଛନ୍ତି ଭୁବନେଶ୍ୱର ଏମପି ଅପରାଜିତା ଷଡଙ୍ଗୀ। ଭୁବନେଶ୍ୱର ଏମପି ଲିଙ୍ଗରାଜ ପ୍ରକଳ୍ପ କାମକୁ ବନ୍ଦ କରିବାକୁ ପ୍ରୟାସ...

ଓଡିଶା ଆସୁଛନ୍ତି ରାମ, ଏହିଠି କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୨୧।୫: ଓଡିଶାକୁ ଜାରି ରହିଛି କେନ୍ଦ୍ର ନେତାଙ୍କ ମାରାଥନ ଗସ୍ତ । ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ସୋମବାର ସରିଥିବାବେଳେ କେନ୍ଦ୍ର ନେତାଙ୍କ ଘନଘନ ଓଡ଼ିଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri