Posted inଜାତୀୟ

ଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶ, ବାଜି ମାରିଲେ ଛାତ୍ରୀ

ରାଞ୍ଚି,୧୯ା୪: ଝାଡ଼ଖଣ୍ଡ ବୋର୍ଡ ଦଶମ ଫଳାଫଳ ଶୁକ୍ରବାର ପ୍ରକାଶ ପାଇଛି। ଏହି ଫଳାଫଳକୁ ଶିକ୍ଷା ସଚିବ ଉମାଶଙ୍କର ସିଂ, ଜେଏସି ବୋର୍ଡ ଅଧ୍ୟକ୍ଷ ଅନିଲ କୁମାର ଘୋଷଣା କରିଛନ୍ତି। ମୋଟ ୯୦.୩୯ ପ୍ରତିଶତ ଛାତ୍ରୀଛାତ୍ର ଏହି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏଥିରେ ଝିଅମାନେ ପୁଅମାନଙ୍କୁ ପଛରେ ପକାଇଛନ୍ତି। ଚଳିତ ବର୍ଷ ମୋଟ ୯୧% ଛାତ୍ରୀ ଦଶମ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ବେଳେ ୮୯.୭୦% ଛାତ୍ର ପାସ କରିଛନ୍ତି। ଛାତ୍ରୀଛାତ୍ର ସେମାନଙ୍କର ରେଜଲ୍ଟ ଅଫିସିଆଲ ଓ୍ବେବ୍‌ସାଇଟ jacresults.com ମାଧ୍ୟମରେ ସେମାନଙ୍କର ରୋଲ କୋଡ୍‌ ଏବଂ ରୋଲ ନମ୍ବର ବ୍ୟବହାର କରି ତୁରନ୍ତ ଯାଞ୍ଚ କରିପାରିବେ। ଯଦି କୌଣସି ଛାତ୍ର ଅନଲାଇନ ପରୀକ୍ଷା ଯାଞ୍ଚ କରିବାରେ ଅସମର୍ଥ, ସେମାନେ ଏହାକୁ ଏସ୍‌ଏମ୍‌ଏସ୍‌ ମାଧ୍ୟମରେ ଯାଞ୍ଚ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

ଦୁଇ ପୁଅଙ୍କ ପାଇଁ ଏତିକି ଟଙ୍କାର ସମ୍ପତ୍ତି ରଖିଛନ୍ତି ଭାରତୀ ସିଂ, ସ୍ବାମୀଙ୍କ ହର୍ଷଙ୍କ ପାଖରେ ଅଛି…

ମୁମ୍ବାଇ,୨୦ା୧୨: କମେଡି କୁଇନ୍‌ ଭାରତୀ ସିଂଙ୍କ ଘରେ ପୁଣି ଥରେ ହସ ଫୁଟିଛି। ଏହି କମେଡି କୁଇନ୍‌ ଜଣେ ଛୋଟ ରାଜକୁମାରଙ୍କ ମା’ ହୋଇଛନ୍ତି। ଭାରତୀ...

୭୫୩ ଦିନ ପରେ ସରିଲା ବନବାସ, ଟିମ୍‌ ଇଣ୍ଡିଆ ପାଇଁ କେମିତି ଚୟନ ହେଲେ ଇଶାନ କିଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୦।୧୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ୱିକେଟକିପର-ବ୍ୟାଟ୍ସମ୍ୟାନ ଇଶାନ କିଶାନ ଦୁଇ ବର୍ଷ ପରେ ଦଳକୁ ଫେରିଛନ୍ତି। ଇଶାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri