ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ

ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା ପରେ ୧୪ ବର୍ଷୀୟ ସ୍ନେହା ଚିକିତ୍ସିତ ହେଉଥିଲେ। ତାକୁ ସାଲାଇନ୍ ଏବଂ ଔଷଧ ଦିଆଯାଇଥିଲା। କିନ୍ତୁ ତାର ଜୀବନ ବଞ୍ଚିପାରି ନାହିଁ।

ମାର୍ଚ୍ଚ ୧, ୨୦୧୦ ରେ ରୟାଲ ବେଙ୍ଗଲ ଟାଇଗର ‘ନିଶାନ’ ଏବଂ ଧଳାବାଘ ‘କୁସୁମ’ ଠାରୁ ଜନ୍ମଗ୍ରହଣ କରିଥିବା ସ୍ନେହା ପ୍ରାଣୀ ଉଦ୍ୟାନରେ ଆଠଟି ବାଘକୁ ଜନ୍ମ ଦେଇଛି। ସେ ଅଗଷ୍ଟ ୫, ୨୦୧୬ ରେ ତିନୋଟି ବାଘ ଛୁଆ – ମୌସୁମୀ(ମହିଳା), ଚିନୁ (ପୁରୁଷ) ଏବଂ ବିରଳ ମେଲାନିଷ୍ଟିକ୍ ବିକି (ପୁରୁଷ) ପ୍ରସବ କରିଥିବାବେଳେ ଦ୍ୱିତୀୟ ଗର୍ଭଧାରଣରୁ ସ୍ନେହାଙ୍କ ନିକଟରେ ଦୁଇଟି ବାଘ – ଲୁଭ ଏବଂ କୁଶ ଜନ୍ମ ହୋଇଥିଲେ। ମାର୍ଚ୍ଚ ୨୮, ୨୦୨୧ ରେ, ସେ ଟାଇଗର ସୈଫ ସହିତ ମିଳନ ପରେ ତିନୋଟି ସାଧାରଣ ପୁରୁଷ ବାଘ ଛୁଆ – ରାକେଶ, ରକି ଏବଂ ବାନଶିଙ୍କୁ ଜନ୍ମ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Appleର ଜାରି କଲା ବଡ଼ ସତର୍କତା: ଏସବୁ ଉପଭୋକ୍ତାଙ୍କ ପାଇଁ ସୁରକ୍ଷିତ ନୁହେଁ ଗୁଗଲ୍ Chrome

ନୂଆଦିଲ୍ଲୀ,୮।୧୨: ଗୁଗୁଲର ସବୁଠାରୁ ଲୋକପ୍ରିୟ ଉତ୍ପାଦ ବିରୋଧରେ ଆପଲ୍ ଏକ ବଡ଼ ସତର୍କତା ଜାରି କରିଛି। ଆପଲ୍ ପକ୍ଷରୁ କୁହାଯାଇଛି ଯେ, iPhone ଏବଂ Mac...

ରାଜ୍ୟରେ ବଢୁଛି ମହିଳାଙ୍କ ବିରୋଧରେ ଅପରାଧ: ଦେଢ଼ ବର୍ଷରେ ୪୦ ହଜାରରୁ ଊର୍ଦ୍ଧ୍ବ ମାମଲା

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଗୋଆ ନାଇଟ କ୍ଲବ ଅଗ୍ନିକାଣ୍ଡ ପରେ ଓଡ଼ିଶାରେ କଡ଼ାକଡି ହେବ ଫାୟାର ସେଫ୍ଟି ଯାଞ୍ଚ: ନିର୍ଦ୍ଦେଶ ଦେଲେ ଡିଜି

ଭୁବନେଶ୍ୱର,୮।୧୨: ବର୍ଚ ବାଇ ରୋମିଓ ଲେନ୍‌ ଦ୍ୱରା ପରିଚାଳିତ ଗୋଆର ଏକ ନାଇଟ କ୍ଲବରେ ଭୟବହ ଅଗ୍ନିକାଣ୍ଡ ପରେ ରାଜଧାନୀ ଭୁବନେଶ୍ୱର ସମତେ ରାଜ୍ୟର ସମସ୍ତ...

ରାଜ୍ୟରେ ଡାକ୍ତର ମରୁଡ଼ି : ୫୨୪୮ ପଦବୀ ପୂରଣ ପାଇଁ…

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ଡାକ୍ତର ମରୁଡ଼ି ପଡ଼ିଛି। ୬୦% ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ଖାଲି ପଡିଛି। ଏ ନେଇ ଗୃହରେ ଉତ୍ତର ରଖିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri