Posted inଜାତୀୟ

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ ଭାଜପା ସହ ହାତ ମିଳାଇଛନ୍ତି। କଂଗ୍ରେସ ଓ ସିପିଆଇଏମ ସପକ୍ଷରେ ଭୋଟ ନ ଦେବାକୁ ମଧ୍ୟ ସେ ଲୋକଙ୍କୁ ଅନୁରୋଧ କରିଛନ୍ତି।

ମୁର୍ଶିଦାବାଦରେ ଗୋଟିଏ ନିର୍ବାଚନ ରାଲିକୁ ସମ୍ବୋଧନ କରି ମମତା କହିଛନ୍ତି, ପଶ୍ଚିମବଙ୍ଗରେ କୌଣସି ପ୍ରକାରର ଇଣ୍ଡିଆ ମେଣ୍ଟ ନାହିଁ। ବିରୋଧୀ ମେଣ୍ଟ ଇଣ୍ଡିଆ ଗଠନ କରିବାରେ ମୁଁ ପ୍ରମୁଖ ଭୂମିକା ଗ୍ରହଣ କରିଥିଲି। ଏପରି କି ମେଣ୍ଟର ନାଁ ମୁଁ ଦେଇଥିଲି। କିନ୍ତୁ ପଶ୍ଚିମବଙ୍ଗରେ ସିପିଆଇଏମ ଓ କଂଗ୍ରେସ ମିଳିତ ଭାବେ ଭାଜପା ପାଇଁ କାମ କରୁଛନ୍ତି। ଯଦି ଆପଣମାନେ ଭାଜପାକୁ ହରାଇବା ପାଇଁ ଚାହୁଁଛନ୍ତି, ତେବେ କଂଗ୍ରେସ ଓ ସିପିଆଇଏମକୁ ଭୋଟ ଦିଅନ୍ତୁ ନାହିଁ। ସେମାନଙ୍କୁ ଭୋଟ ଦେଇ ନିଜର ଭୋଟକୁ ଅଯଥା ନଷ୍ଟ କରନ୍ତୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରସ୍ତ ମିଳିବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri