ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି, ଜାଣନ୍ତୁ କାହାକୁ ମିଳିଲା କେଉଁ ଆସନ

ଭୁବନେଶ୍ୱର,୨୦।୪: ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି। ବଡ଼ଚଣାରୁ ଲଢିବେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ସେହିପରି ଚିଲିକାରୁ ରଘୁନାଥ ସାହୁ, କେନ୍ଦ୍ରାପଡ଼ାରୁ ଗଣେଶ୍ବର ବେହେରା, ଚମ୍ପୁଆରୁ ସନାତନ ମହାକୁଡ଼, ରେମୁଣାରୁ ବିଦ୍ୟାସ୍ମିତା ମହାଳିକ, ସିମୁଳିଆରୁ ସୁଭାଷିନୀ ସାହୁଙ୍କୁ ଦଳ ଟିକେଟ୍‌ ଦେଇଛି। ଆନନ୍ଦପୁରରୁ ଅଭିମନ୍ୟୁ ସେଠୀ, ସାରସକଣାରୁ ଦେବାଶିଷ ମାରାଣ୍ଡି, କରଞ୍ଜିଆ- ବାସନ୍ତୀ ହେମ୍ବ୍ରମ।

ବଡ଼ଚଣାରେ ସରପ୍ରାଇଜ୍‌ ଦେଲେ ମୁଖ୍ୟମନ୍ତ୍ରୀ ନବୀନ। ବଡ଼ଚଣାରୁ ଲଢିବେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ବର୍ଷାଙ୍କ ପ୍ରାର୍ଥିତ୍ୱ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍ଦୋରରେ ବିଷାକ୍ତ ପାଣି ଯୋଗୁ ୧୫ ଜଣଙ୍କ ମୃତ୍ୟୁ, ବାନ୍ତି -ଝାଡ଼ାରେ ୩୩୮ ଆକ୍ରାନ୍ତ, ଆଇସିୟୁରେ ୩୨ ରୋଗୀ

ଇନ୍ଦୋର,୨।୧: ମଧ୍ୟପ୍ରଦେଶ ଇନ୍ଦୋରର ଭାଗୀରଥପୁରାରେ ଦୂଷିତ ପାଣି ଯୋଗୁ ଅସୁସ୍ଥ ହେଉଥିବା ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର ୩୩୮ ଜଣ ନୂଆ ରୋଗୀ...

ଟିମ୍‌ ଇଣ୍ଡିଆକୁ ମିଳିବ ନୂଆ କୋଚ: ଇଂଲଣ୍ଡର କିମ୍ବଦନ୍ତୀଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨।୧: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ ଭାରତୀୟ ମହିଳା କ୍ରିକେଟ ଦଳ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ଖୁବଶୀଘ୍ର ଜଣେ ନୂତନ ଶକ୍ତି...

EVM: କର୍ନାଟକରେ ନିର୍ବାଚନ ଆୟୋଗଙ୍କ ସର୍ଭେରେ ପାସ୍‌ କଲା ଇଭିଏମ୍‌, ରାହୁଲଙ୍କୁ ଟାର୍ଗେଟ କଲା ଭାଜପା

ନୂଆଦିଲ୍ଲୀ,୨।୧: କଂଗ୍ରେସ ନେତୃତ୍ୱାଧୀନ କର୍ନାଟକ ସରକାର ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଏକ ସର୍ଭେରେ ଇଭିଏମ ଉପରେ ଜନସାଧାରଣଙ୍କ ଦୃଢ଼ ଆସ୍ଥା ପାଇଛନ୍ତି। ଏହି...

ଲୋକସେବା ଭବନରେ ରିଲ୍ସ ନେଇ ଆସିବ ଗାଇଡ୍‌ଲାଇନ୍‌, ମନ୍ତ୍ରୀ କହିଲେ ସତ ଜଣାପଡ଼ିଲେ…

ଭୁବନେଶ୍ୱର,୨ା୧: ଲୋକସେବା ଭବନରେ ରିଲ୍ସ କରିବାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଉଦ୍‌ବେଗ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଲୋକସେବା ଭବନରେ ରିଲ୍ସ ପାଇଁ...

ରାଜ୍ୟସ୍ତରୀୟ ଧନୁଯାତ୍ରା କୁଇଜ୍‌ ପ୍ରତିଯୋଗିତା: ପ୍ରଥମ ସ୍ଥାନରେ…

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ର ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା ଐତିହ୍ୟ ଓ ପରମ୍ପରାକୁ ବର୍ତ୍ତମାନର ଛାତ୍ରୀଛାତ୍ରମାନଙ୍କୁ ଅବଗତ କରାଇବା ପାଇଁ ସ୍ଥାନୀୟ ଲେଙ୍ଗୁମିଶ୍ର ଷ୍ଟାଡିୟମରେ ଆୟୋଜିତ ହସ୍ତତନ୍ତ ମେଳା...

‘ବିହାରରେ ୨୫ ହଜାରରେ ମିଳିଯିବେ ଝିଅ’, ବିବାଦୀୟ ବୟାନ ଦେଇ ଚର୍ଚ୍ଚାରେ ମନ୍ତ୍ରୀ ରେଖା ଆର୍ଯ୍ୟାଙ୍କ ସ୍ବାମୀ

ଡେରାଡୁନ,୨।୧: ଉତ୍ତରାଖଣ୍ଡର ମହିଳା ସଶକ୍ତିକରଣ ମନ୍ତ୍ରୀ ରେଖା ଆର୍ଯ୍ୟଙ୍କ ସ୍ବାମୀ ଗିରଧାରୀ ଲାଲ ସାହୁଙ୍କ ଏକ ବୟାନ ବର୍ତ୍ତମାନ ଉତ୍ତରାଖଣ୍ଡରେ ରାଜନୈତିକ ଝଡ଼ ସୃଷ୍ଟି କରୁଛି।...

୧୪ ଦିନ ପରେ ପଡ଼ିଥାନ୍ତା ହାତଗଣ୍ଠି, ସୁନିତାଙ୍କ ସହ ଫେରାର ହୋଇଗଲେ କନ୍ୟା: ପଛର କାରଣ ଜାଣିଲେ ଉଡ଼ିଯିବ ହୋଶ୍‌

ଚଣ୍ଡିଗଡ,୨।୧: ସମଲିଙ୍ଗୀ ବିବାହକୁ ଆଇନଗତ ଭାବରେ ସ୍ବୀକୃତି ମିଳିଥିଲେ ମଧ୍ୟ ସମାଜର ଧାରଣା ସମ୍ପୂର୍ଣ୍ଣ ବଦଳି ନାହିଁ। ପଞ୍ଜାବର ତରନତାରଣରୁ ଏକ ମାମଲା ଚର୍ଚ୍ଚାରେ ରହିଛି।...

IIT ହାଇଦ୍ରାବାଦରେ ଇତିହାସ: ଛାତ୍ରଙ୍କୁ ମିଳିଲା ୨.୫ କୋଟି ଟଙ୍କାର ଚାକିରି ଅଫର୍

ନୂଆଦିଲ୍ଲୀ,୨।୧: ଭାରତୀୟ ପ୍ରଯୁକ୍ତି ବିଦ୍ୟା ପ୍ରତିଷ୍ଠାନ (IIT), ହାଇଦ୍ରାବାଦର ଜଣେ ଛାତ୍ର ଏକ ବିରାଟ ସଫଳତା ହାସଲ କରିଛନ୍ତି। କମ୍ପ୍ୟୁଟର ସାଇନ୍ସ ଇଞ୍ଜିନିୟରିଂର ଅନ୍ତିମ ବର୍ଷର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri