ନିଖିଳ ଉକତ୍ଳ ବିଚାର ବିଭାଗୀୟ କର୍ମଚାରୀ ସଂଘ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ସହାୟତା

ଭବାନୀପାଟଣା,୧୮।୫ (ଡି.ଏନ୍‌.ଏ.): ବାତ୍ୟ ପନୀରେ ଓଡ଼ିିଶାର ବିଭିନ୍ନ ଜିଲାରେ କ୍ଷୟକ୍ଷତି ହୋଇଛି। ବାତ୍ୟା ବିପନ୍ନଙ୍କୁ ସହାୟତା ପାଇଁ ଦେଶ ବିଦେଶରୁ ବିଭିନ୍ନ ବର୍ଗର ବ୍ୟକ୍ତି ଓ ସଂସ୍ଥାମାନେ ସହାୟତାର ହାତ ବଢାଇଛନ୍ତି।
ତେବେ ଏ ନେଇ ନିଖିଳ ଉକତ୍ଳ ବିଚାର ବିଭାଗୀୟ କର୍ମଚାରୀ ସଂଘ କଳାହାଣ୍ଡି ଶାଖା ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧୦ ହଜାର ୪ ଶହ ଟଙ୍କା ସହାୟତା ଦିଆଯାଇଛି। ଶାଖା ସଭାପତି ଦିଲୀପ କୁମାର ମହାନ୍ତି, ରାଷ୍ଟ୍ରୀୟ ପୂର୍ବତନ ଆଞ୍ଚଳିକ ସଭାପତି ତଥା ରାଜ୍ୟ ସାଧାରଣ ସମ୍ପାଦକ ପ୍ରସନ୍ନ କୁମାର ପଟ୍ଟନାୟକଙ୍କ ନେତୃତ୍ୱରେ ସମସ୍ତ କର୍ମକର୍ତ୍ତା ଓ କର୍ମଚାରୀଙ୍କ ସହମତି କ୍ରମେ ଏହି ସହାୟତା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଘ, ଭାଲୁଙ୍କ ପାଇଁ କୁଲର

ସମ୍ବଲପୁର,୩ା୫(ପ୍ରମୋଦ ବହିଦାର):ବନ୍ୟପ୍ରାଣୀଙ୍କୁ ପ୍ରବଳ ଗ୍ରୀଷ୍ମ ପ୍ରବାହରୁ ରକ୍ଷା କରିବା ପାଇଁ ସମ୍ବଲପୁର ପ୍ରାଣୀ ଉଦ୍ୟାନରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଗତ ଏକ ସପ୍ତାହ ଧରି ସମ୍ବଲପୁରରେ...

ନାମାଙ୍କନପତ୍ର ଦାଖଲ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର,୨ା୫: ସମ୍ବଲପୁର ଲୋକସଭା ଆସନ ଲାଗି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସମର୍ଥକଙ୍କ ଗହଣରେ ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା କରିବା ପରେ...

ଭାଜପାରେ ଯୋଗଦେଲେ ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ

ସମ୍ବଲପୁର,୧ା୫: ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ‌ଙ୍କ ଉପସ୍ଥିତିରେ ଜିଲା ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ...

ନାମାଙ୍କନପତ୍ର ଦାଖଲ କଲେ ପ୍ରଣବ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ମୁଁ ନିଶ୍ଚିତ ଯେ…

ଭୁବନେଶ୍ୱର,୩୦।୪: ସମ୍ବଲପୁର ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ । ଦଳୀୟ କର୍ମୀ ଓ ହଜାର...

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ...

ରାସେଶ୍ୱରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର, ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ବିଜେଡି ଛାଡିଥିଲେ ରାସେଶ୍ୱରୀ

ସମ୍ବଲପୁର,୨୮ା୪: ଓଡ଼ିଶା ରାଜନୀତିରେ ସମ୍ବଲପୁର ଏବେ ସବୁଠୁ ଚର୍ଚ୍ଚାରେ ରହିଛି। ଏହାରି ମଧ୍ୟରେ ରବିବାର ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କୁ ଭେଟିଛନ୍ତି କେନ୍ଦ୍ରମନ୍ତ୍ରୀ ତଥା...

ମହାନଦୀକୁ ନେଇ ଭାଜପା-ବିଜେଡି ଦୋଷ ଲଦାଲଦି

ସମ୍ବଲପୁର,୨୮ା୪ (ଭବାନୀ ଶଙ୍କର ଭୋଇ/ପ୍ରମୋଦ ବହିଦାର)ଗ୍ରୀଷ୍ମଋତୁର ସୂର୍ଯ୍ୟ ତାପଠୁଁ ବଳିଗଲାଣି ସମ୍ବଲପୁରର ରାଜନୈତିକ ତାତି। ପ୍ରମୁଖ ରାଜନୈତିକ ଦଳ ବିଜେଡି ଓ ଭାଜପା ମଧ୍ୟରେ ଆରୋପ-ପ୍ରତ୍ୟାରୋପ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri