ମଝି ଆକାଶରେ ପରସ୍ପର ସହ ଧକ୍କା ହେଲା ଦୁଇ ବିମାନ: ଆଉ ତା’ପରେ ଘଟିଲା ଏମିତି, ଦେଖନ୍ତୁ ଭିଡିଓ

କ୍ୱାଲାଲାମ୍ପପୁର,୨୩।୪: ମାଲେସିଆରେ ଏକ ଦୁଃଖଦ ଘଟଣା ଘଟିଛି। ଏଠାରେ ଦୁଇଟି ନୌସେନା ହେଲିକପ୍ଟର ପରସ୍ପର ସହ ମୁହାଁମୁହିଁ ଧକ୍କା ହୋଇଯାଇଥିଲା। ଏହି ହେଲିକପ୍ଟରଗୁଡ଼ିକ ରୟାଲ ମାଲେସିଆ ନୌସେନାର କାର୍ଯ୍ୟ ପାଇଁ ପ୍ରସ୍ତୁତ ହେଉଥିଲେ। ଏହି ସମୟ ମଧ୍ୟରେ ଦୁହେଁ ପରସ୍ପର ସହିତ ପବନରେ ମୁହାଁମୁହିଁ ହୋଇଥିଲେ। ଏହି ଘଟଣାରେ ହେଲିକପ୍ଟରରେ ଥିବା ୧୦ ଜଣ କ୍ରୁ ସଦସ୍ୟଙ୍କ ମୃତ୍ୟୁ ଘଟିଛି।
ମାଲେସିଆ ନୌସେନା ଅନୁଯାୟୀ, ଏହି ଘଟଣା ସକାଳ ପ୍ରାୟ ୯.୩୦ ସମୟରେ ଲୁମୁଟ ନାଭାଲ ବେସରେ ଘଟିଥିଲା। ଦୁର୍ଘଟଣା ପରେ ସମସ୍ତ ମୃତକଙ୍କ ଶରୀରକୁ ଲୁମୁଟ ଆର୍ମି ବେସ ହସ୍ପିଟାଲକୁ ନିଆଯାଇଥିଲା। ଏଠାରେ ସେମାନଙ୍କର ପରିଚୟ ପରେ ମୃତଦେହ ସେମାନଙ୍କ ପରିବାରକୁ ହସ୍ତାନ୍ତର କରାଯିବ।
ଖବର ଅନୁଯାୟୀ, ଗୋଟିଏ ହେଲିକପ୍ଟରର ରୋଟର୍‌ (ଫ୍ୟାନ) ଅନ୍ୟ ହେଲିକପ୍ଟର ସହିତ ମୁହାଁମୁହିଁ ହୋଇ ଦୁର୍ଘଟଣା ଘଟି ଷ୍ଟାଡିୟମ ତଳେ ପଡିଯାଇଥିଲା। ଏହି ଘଟଣାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

LICକୁ ଲାଗିଲା ଝଟକା: ୨ ଦିନରେ ବୁଡିଗଲା ୧୧୪୦୦ କୋଟି ଟଙ୍କା, ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୧: ସରକାରଙ୍କ ସିଗାରେଟ୍‌ ବିଡ଼ି ଏବଂ ପାନ ମସଲା ଗୁଟଖାର ମୂଲ୍ୟ ବୃଦ୍ଧି ନିଷ୍ପତ୍ତି ପରେ, ITC ଶେୟାରରେ ତୀବ୍ର ହ୍ରାସ ଘଟୁଛି। ଏହା ଉଲ୍ଲେଖନୀୟ...

ପାକିସ୍ତାନ ହୋଇଯିବ ମାଲାମାଲ: ବିଶାଳ ଭଣ୍ଡାର ମିଳିବା ପରେ ଖୁସିରେ ଗଦଗଦ ହେଲେ ଶେହବାଜ ଶରିଫ

ଇସଲାମାବାଦ୍‌,୨।୧: ପାକିସ୍ତାନ ଖାଇବର ପଖତୁନଖୱା ପ୍ରଦେଶରେ ଅଶୋଧିତ ତୈଳ ଏବଂ ପ୍ରାକୃତିକ ଗ୍ୟାସର ନୂତନ ଭଣ୍ଡାର ଆବିଷ୍କାର କରିଥିବା ଦାବି କରିଛି। ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ...

ଏହା ଡବଲ ଗେମ୍‌…, କ୍ରିକେଟର୍ସଙ୍କ ସହ ହ୍ୟାଣ୍ଡସେକ୍‌ ପାଇଁ କାହିଁକି ନାହିଁ ଅନୁମତି? ଜୟଶଙ୍କରଙ୍କ ସହ PAK ସ୍ପିକରଙ୍କ ହାତ ମିଳାଇବାକୁ ନେଇ…

ଇସଲାମାବାଦ/ନୂଆଦିଲ୍ଲୀ,୨।୧: ପାକିସ୍ତାନୀ ବିଶେଷଜ୍ଞ କମର ଚିମା ଢାକାରେ ପାକିସ୍ତାନ ଜାତୀୟ ପରିଷଦର ବାଚସ୍ପତି ଆୟାଜ ସାଦିକଙ୍କ ସହ ବୈଦେଶିକ ମନ୍ତ୍ରୀ ଡକ୍ଟର ଏସ. ଜୟଶଙ୍କରଙ୍କ ହାତ...

ହାତୀର ଟ୍ରାଙ୍କୁଲାଇଜ୍‌ ଚିକିତ୍ସା ପାଇଁ ଅନୁମତି ମାଗିଥିଲା ବନ ବିଭାଗ, ହେଲେ…

ବଲାଙ୍ଗୀର,୨ା୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ରେଞ୍ଜ ବେଲଗାଁ ସେକ୍ସନ ନାରିକଟା ବିଟ୍‌ ବିଜେପୁର ପଞ୍ଚାୟତ ବର୍ଣ୍ଣି ଜଙ୍ଗଲସ୍ଥିତ ନୀମପଡ଼ା ଗାଁର ନାଳରେ ଏକ...

ଖୋଲିଲା ମଣ୍ଡି: ପ୍ରଥମ ଦିନରେ ଧାନ ଦେଲେ ଏତିକି ଚାଷୀ

ପାଟଣା,୨।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟରେ ଶୁକ୍ରବାର ରାଜ୍ୟ ଯୋଗାଣ ନିଗମ ତରଫରୁ ଧାନ ମଣ୍ଡି ଖୋଲିଛି। ପ୍ରଥମ ଦିନରେ ପାଟଣା...

ଖଣ୍ଡଗିରି ମାଘ ମେଳା ନେଇ ମେୟରଙ୍କ ସୂଚନା, ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପରିବେଷଣ…

ଭୁବନେଶ୍ବର, ୨/୧:  ମାଘ ମେଳା ପାଖେଇ ଆସୁଥିବା ବେଳେ ଅଶ୍ଲିଳ ନୃତ୍ୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମେୟର ସୁଲୋଚନା ଦାସ । ଖଣ୍ଡଗିରି ମାଘ...

‘କେହି ଟି-୨୦ ବିଶ୍ୱକପ ଦେଖିବେ ନାହିଁ…’ ଆଇସିସି ଉପରେ ବର୍ଷିଲେ ଅଶ୍ୱିନ, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨।୧: ପୂର୍ବତନ ଭାରତୀୟ କ୍ରିକେଟ କିମ୍ବଦନ୍ତୀ ରବିଚନ୍ଦ୍ରନ ଅଶ୍ୱିନ ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ସମ୍ପର୍କରେ ନିଜର ନିରାଶା ପ୍ରକାଶ କରିଛନ୍ତି। ଅଶ୍ୱିନ କହିଛନ୍ତି ,...

୪ ବର୍ଷ ପରେ BTS ର ଧମାକାଦାର ପ୍ରତ୍ୟାବର୍ତ୍ତନ: ଏହିଦିନ ରିଲିଜ୍ ହେବ ନୂଆ ଆଲବମ୍

ନୂଆଦିଲ୍ଲୀ,୨।୧: ବିଶ୍ୱପ୍ରସିଦ୍ଧ କେ-ପପ୍ ବୟ ବ୍ୟାଣ୍ଡ BTS ର ପ୍ରଶଂସକଙ୍କ ପାଇଁ ଏକ ବଡ଼ ଖୁସି ଖବର। ଦୀର୍ଘ ୪ ବର୍ଷର ବ୍ୟବଧାନ ପରେ ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri