ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର ପୁଷ୍କରିଣୀରେ ନନ୍ଦା, ଭଦ୍ରା ଓ ବେଜୟନ୍ତୀରେ ଚାପ ଖେଳିବେ ମହରପ୍ରଭୁଙ୍କ ଚଳନ୍ତି ପ୍ରତିମା। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଗତବର୍ଷ ଚନ୍ଦନଯାତ୍ରା ଶେଷପରେ ନରେନ୍ଦ୍ରର ଗଭୀର ଜଳରାଶିରେ ବୁଡି ରହିଥିବା ନନ୍ଦା, ଭଦ୍ରା ବୈଜୟନ୍ତୀଙ୍କୁ ମଙ୍ଗଳବାର ପାଣି ଉପରକୁ ଉଠାଯାଇଛି। ଭୋଇ ସେବକମାନେ ପାଣିରେ ବୁଡି ମୋଟ ୫ଟି ଡଙ୍ଗାକୁ ଉପରକୁ ଆଣିଛନ୍ତି।

ସୂଚନାଯୋଗ୍ୟ, ଚନ୍ଦଯାତ୍ରାରେ ମହାପ୍ରଭୁଙ୍କ ଚଳନ୍ତିପ୍ରତିମା ମଦନମୋହନ, ଭୂଦେବୀ, ଶ୍ରୀଦେବୀଙ୍କ ସମେତ ପଞ୍ଚ ପାଣ୍ଡବ ଚାପ ଖେଳିବେ। ଏଥିପାଇଁ ନରେନ୍ଦ୍ର ପୋଖରୀ ସୁସଜ୍ଜିତ କରିବା ସହ ପ୍ରସ୍ତୁତି ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ

ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ...

କ୍ରିକେଟ୍‌ ଖେଳୁଥିଲେ ଚଳଚ୍ଚିତ୍ର ନିର୍ଦ୍ଦେଶକ, ହଠାତ୍‌ ଟଳିପଡ଼ିଲେ: ଆଉ ତା’ପରେ…

ଟିଟିଲାଗଡ଼,୨୮ା୧୨(ଶରତ ମିଶ୍ର):ଟିଟିଲାଗଡ଼ ଖେଳପଡିଆରେ ଶୁକ୍ରବାର କ୍ରିକେଟ୍‌ ଖେଳୁଥିବା ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଧୀନ ହାଇସ୍କୁଲପଡା...

୪ ଦିନ ପରେ ବଢ଼ିବ ତାପମାତ୍ରା: କୋରାପୁଟ ସବୁଠୁ ଥଣ୍ଡା

ଭୁବନେଶ୍ୱର,୨୭ା୧୨(ବନ୍ଦନା ସେଠୀ):ରାଜ୍ୟରେ ଲଗାତର ଭାବେ ଥଣ୍ଡାର ପ୍ରକୋପ ଜାରି ରହିଛି। ଏହା ସାଙ୍ଗକୁ ବିଭିନ୍ନ ଜିଲାରେ ଘନ କୁହୁଡି ଯାତାୟାତରେ ସମସ୍ୟା ଉପୁଜାଉଛି। ରାଜ୍ୟରେ ମୁଖ୍ୟତଃ...

ବ୍ରେକ ଫେଲ୍ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ

ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ...

ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ

ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି ।...

ଭାଷଣ ଦେଉଥିଲେ ଭାଜପା ଏମ୍‌ପି. ଆକ୍ରମଣ କଲା ମହୁମାଛି: ଆଉ ତା’ପରେ…

ଲକ୍ଷ୍ନୌ,୨୭।୧୨: ଉତ୍ତର ପ୍ରଦେଶର ଦେଓରିଆର ରବିନ୍ଦ୍ର କିଶୋର ଶାହି ଷ୍ଟାଡିୟମରେ ସଂସଦୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହେଉଥିଲା। କ୍ରୀଡା ମହୋତ୍ସବର ଶେଷ ପର୍ଯ୍ୟାୟ ଶେଷ ହୋଇଥିଲା।...

ପୋଲକୁ ଧକ୍କା ଦେଇ ଓଲଟିଲା ଟୁରିଷ୍ଟ ଗାଡ଼ି, ୭ଜଣ ଆହତ

ସମ୍ବଲପୁର: ରେଢ଼ାଖୋଲ ରାସ୍ତାରେ ସଡ଼କ ଦୁର୍ଘଟଣା । ଭୁବନେଶ୍ୱରରୁ ସମ୍ବଲପୁର ଯିବା ବେଳେ ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ପୋଲକୁ ଧକ୍କା ଦେଇ ଓଲଟିପଡିଲା...

୫୨୦ ନମ୍ବର ଜାତୀୟ ରାଜପଥରେ ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ୨ ଡ୍ରାଇଭରଙ୍କ ମୃତ୍ୟୁ

ବଣାଇଁ, ୨୭|୧୨(ପ୍ରଦୀପ ତ୍ରିପାଠୀ )-: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri