Posted inଖେଳ

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ କରି ୬ ଉଇକେଟ୍‌ରେ ଚମତ୍କାର ବିଜୟ ପଞ୍ଜିକରଣ କରିଛି। ଚଳିତ ସିଜନରେ ଚେନ୍ନାଇ ବିପକ୍ଷରେ ଲକ୍ଷ୍ନୌର ଏହା କ୍ରମାଗତ ଦ୍ୱିତୀୟ ବିଜୟ ଥିଲା। ଏହି ପରାଜୟ ପରେ ଚେନ୍ନାଇ ଦଳ ପଏଣ୍ଟ ଟେବୁଲର ଟପ୍‌ -୪ରୁ ବାହାର ହୋଇଯାଇଛି। ଏହା ବ୍ୟତୀତ ଅରେଞ୍ଜ ଏବଂ ପର୍ପଲ କ୍ୟାପ୍‌ ଦୌଡ଼ରେ ଏକ ନୂଆ ମୋଡ଼ ଆସିଛି।

ଲକ୍ଷ୍ନୌ ସୁପର ଜାଏଣ୍ଟସ ବିପକ୍ଷ ମ୍ୟାଚ ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ ଦଳ ପଏଣ୍ଟ ଟେବୁଲର ଟପ୍‌ -୪ରେ ଥିଲା। କିନ୍ତୁ ପରାଜୟ ପରେ ଦଳ ଟପ୍‌ -୪ବାହାରେ ରହିଛି। ଚେନ୍ନାଇ ଚଳିତ ସିଜନରେ ଏ ପର୍ଯ୍ୟନ୍ତ ୮ ଟି ମ୍ୟାଚ ଖେଳିଛି, ଯେଉଁଥିରେ ସେମାନେ ୪ଟି ଜିତିଛନ୍ତି। ୪ଟି ବିଜୟ ସହିତ ଦଳ ୮ ପଏଣ୍ଟ ଏବଂ ନେଟ ରନରେଟ୍‌ +୦.୪୧୫ ସହିତ ପଞ୍ଚମ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ସିଲେକ୍ସନ ହେବା ପୂର୍ବରୁ ଆସିଲା ଟିମ ଇଣ୍ଡିଆର ଫିଟନେସ୍‌ ରିପୋର୍ଟ, ନାହିଁ ଏହି ଖେଳାଳିଙ୍କ ନାମ

ନୂଆଦିଲ୍ଲୀ,୩।୧: ନ୍ୟୁଜିଲାଣ୍ଡ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ପାଇଁ ଶନିବାର ଦଳ ଘୋଷଣା ହେବାର ସମ୍ଭାବନା ରହିଛି। ସମସ୍ତଙ୍କ ନଜର କେଉଁ ଖେଳାଳିଙ୍କୁ...

EPFO: ଏହି ଜରୁରୀ କାମ କରିନଥିଲେ ଫସିଯିବ ଆପଣଙ୍କ ଟଙ୍କା, ଜାଣିନିଅନ୍ତୁ ନିୟମ

ନୂଆଦିଲ୍ଲୀ,୩।୧: ଯଦି ଆପଣ ଜଣେ କର୍ମଚାରୀ ଭବିଷ୍ୟନିଧି ପାଣ୍ଠି (EPF) ଆକାଉଣ୍ଟଧାରୀ ଏବଂ ଏ ପର୍ଯ୍ୟନ୍ତ ଆବଶ୍ୟକୀୟ KYC ଯାଞ୍ଚ ସମାପ୍ତ କରିନାହାଁନ୍ତି, ତେବେ ଆପଣଙ୍କ...

ବଟେଶ୍ୱର ରାସ୍ତା ନିର୍ମାଣ କାର୍ଯ୍ୟ ଅହେତୁକ ବିଳମ୍ବ: ହୋଇଥିଲା ୫ କୋଟି ୪୪ ଲକ୍ଷ ଟଙ୍କା ବ୍ୟୟବରାଦ

ଗଞ୍ଜାମ,୩।୧ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଦ ପଞ୍ଚାୟତ କଣ୍ଟିଆ ଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ଶୈବ ପୀଠ ବଟେଶ୍ୱର ପୀଠକୁ ସଂଯୋଗ...

ସରକାରଙ୍କ ବଡ଼ ନିଷ୍ପତ୍ତି: ଲଗାଇବେ ସ୍ମାର୍ଟ ମିଟର, ଖର୍ଚ୍ଚ ହେବ…

ଭୁବନେଶ୍ୱର,୩ା୧: ରାଜ୍ୟ ସରକାର ସ୍ମାର୍ଟ ମିଟର ଲଗାଇବେ। କ୍ୟାବିନେଟ ନିଷ୍ପତ୍ତି ପରେ ଶକ୍ତି ବିଭାଗର ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଏଥିନିମନ୍ତେ ୭୩୫ କୋଟି ଟଙ୍କାର...

ପୁରୁଷୋତ୍ତମପୁର କୋର୍ଟ ପକ୍ଷରୁ ପରିବେଶ ନ୍ଯାୟ ଜନିତ ସଚେତନତା କାର୍ଯ୍ଯକ୍ରମ, ଗଛ ଲଗାଇ…

ପୁରୁଷୋତ୍ତମପୁର,୩/୧(ସବିତା ମଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକା ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ସିତାରାମପୁର ଆଗ୍ରାହରମ ପ୍ରାଥମିକ ବିଦ୍ଯାଳୟ ପରିସରରେ ଶନିବାର...

IPL 2026: BCCIର ବଡ଼ ନିର୍ଦ୍ଦେଶ, ଶାହାରୁଖଙ୍କ ଟିମରୁ ବାହାରିବେ ଏହି ଖେଳାଳି

ନୂଆଦିଲ୍ଲୀ,୩।୧: କୋଲକାତା ନାଇଟ ରାଇଡର୍ସ ଏବଂ IPL 2026 ରୁ ବାଂଲାଦେଶୀ ଦ୍ରୁତ ବୋଲର ମୁସ୍ତାଫିଜୁର ରହମାନଙ୍କୁ ବାହାର କରିବା ପାଇଁ ଦାବି ମଧ୍ୟରେ, BCCI...

ଭୋଜି କରିବାକୁ ଯାଇ ଆଉ ଫେରିଲେନି ନିତାଇ: ସ୍ତ୍ରୀ ଫୋନ କରିବାକୁ ମାଲିକ କହିଲେ…

ମହାକାଳପଡ଼ା,୩।୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ତନ୍ତିଆପାଳ ସାମୁଦ୍ରିକ ଥାନା ଅଧୀନ ଏକ ଜଙ୍ଗଲରୁ ସନ୍ଦେହଜନକ ଭାବେ ଏକ ମୃତଦେହ...

ଶ୍ରୀମନ୍ଦିର ଭିତରକୁ ଜୋତା ପିନ୍ଧି ଯାଇଥିବା ଅଭିଯୋଗ, ସୁରକ୍ଷା ବ୍ୟବସ୍ଥାକୁ ନେଇ ଉଠିଲା ପ୍ରଶ୍ନ

ପୁରୀ, ୩।୧( ଅଜିତ୍‌ କୁମାର ମହାନ୍ତି ): ଶ୍ରୀମନ୍ଦିର ସୁରକ୍ଷାରେ ପୁଣି ଏକ ବଡ ତ୍ରୁଟି ଦେଖିବାକୁ ମିଳିଛି। କେହି ଜଣେ ଜୋତା ପିନ୍ଧି ଶ୍ରୀମନ୍ଦିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri