ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଧ୍ୟ ଉପସ୍ଥିତ ଅଛନ୍ତି। ସକାଳ ସାଢ଼େ ୧୦ଟାରେ ହିଞ୍ଜିଳିରେ ଆୟୋଜିତ ଏକ ଜନସଭାରେ ମୁଖ୍ୟମନ୍ତ୍ରୀ ସମ୍ବୋଧନ କରିଛନ୍ତି।
ଆସନ୍ତା ୩୦ ତାରିଖରେ ହିଞ୍ଜିଳି ବିଧାନସଭା ଆସନ ଲାଗି ମୁଖ୍ୟମନ୍ତ୍ରୀ ନିଜର ପ୍ରାର୍ଥିପତ୍ର ଦାଖଲ କରିବେ। ପରେ ସେ ତାରାତାରିଣୀଙ୍କ ଦର୍ଶନ କରିବେ ଏବଂ ପ୍ରାର୍ଥିପତ୍ର ଦାଖଲ ପରେ ଚିକିଟିରେ ଏକ ସମାବେଶକୁ ସମ୍ବୋଧିତ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କରି କହିଲେ…

ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର...

ପ୍ରଭାକର ସ୍ମାରକୀ ଭଲିବଲ୍‌ ଟୁର୍ନାମେଣ୍ଟ; ଫାଇନାଲକୁ ଗଲା ବ୍ରହ୍ମପୁର ପାଓ୍ବାର ସିକ୍ସ

ଦିଗପହଣ୍ଡି, ୨।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୫ମ ଦିବସ ଶୁକ୍ରବାର ପ୍ରଥମ...

କଲରାପତରିଆ ସହ ସମ୍ବର ଶିଙ୍ଘ ଜବତ ମାମଲା: ୬ଜଣଙ୍କୁ କୋର୍ଟ ଚାଲାଣ କଲା ଖଡ଼ିଆଳ ବନଖଣ୍ଡ

ଖଡ଼ିଆଳ,୨।୧(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ବନଖଣ୍ଡ ପକ୍ଷରୁ କଲରାପତରିଆ ବାଘ ଛାଲ ଏବଂ ଦୁଇଟି ସମ୍ବର ଶିଙ୍ଘ ଜବତ ମାମଲାରେ ଛଅଜଣ କୋର୍ଟ...

ମାର୍ଚ୍ଚ ମାସରୁ ଏଟିଏମରେ ମିଳିବନି ୫୦୦ ଟଙ୍କିଆ ନୋଟ୍‌? ସ୍ପଷ୍ଟ କଲେ ସରକାର

ନୂଆଦିଲ୍ଲୀ,୨।୧: ଆଜିକାଲି ସୋସିଆଲ ମିଡିଆରେ ୫୦୦ ଟଙ୍କିଆ ନୋଟ ଚର୍ଚ୍ଚାର ଏକ ମୁଖ୍ୟ ବିଷୟ ପାଲଟିଛି। ପୋଷ୍ଟଗୁଡ଼ିକରେ ଦାବି କରାଯାଉଛି ଯେ ମାର୍ଚ୍ଚ ୨୦୨୬ ରୁ...

ଗିଲେସ୍ପିଙ୍କ ବଡ଼ ବୟାନ: ପାକିସ୍ତାନ କ୍ରିକେଟ କୋଚ୍‌ ପଦବୀ ଛାଡ଼ିବାର କହିଲେ କାରଣ…

କରାଚୀ,୨ା୧: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଜାସନ ଗିଲେପ୍ସିଙ୍କୁ କାହିଁକି ପାକିସ୍ତାନ କ୍ରିକେଟ ଦଳର କୋଚ୍‌ ପଦବୀ ଛାଡ଼ିବାକୁ ପଡ଼ିଥିଲା, ସେ ତାହାର କାରଣ ଦର୍ଶାଇଛନ୍ତି। ସୋସିଆଲ...

ନୂଆବର୍ଷ ଦିନ ହୋଇଯାଇଥିଲେ ନିଖୋଜ, ସକାଳୁ ଗଛରେ ଝୁଲୁଥିଲା ମୃତଦେହ; କୋକସରା ପୋଲିସ…

କୋକସରା,୨।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧିନସ୍ଥ ଜୟନ୍ତପୁର ପଞ୍ଚାୟତ ରଏନଗୁଡା ଗ୍ରାମରୁ ଶୁକ୍ରବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର...

ବିଚ୍ଛିନ୍ନତାବାଦୀଙ୍କ ଶିବିର ଉପରେ ଏୟାରଷ୍ଟ୍ରାଇକ୍‌: ୭ ମୃତ ୨୦ରୁ ଊର୍ଦ୍ଧ୍ୱ ଆହତ

ଦୁବାଇ,୨ା୧: ପୂର୍ବ ୟେମେନ୍‌ରେ ଥିବା ବିଚ୍ଛିନ୍ନତାବାଦୀଙ୍କ କ୍ୟାମ୍ପ ଉପରେ ସାଉଦି ଆରବ ନେତୃତ୍ୱରେ ଶୁକ୍ରବାର ମିଳିତ ଏୟାରଷ୍ଟ୍ରାଇକ୍‌ କରାଯାଇଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିବା...

ନାବାଳିକା ନାତୁଣୀଙ୍କୁ ବଳାତ୍କାର କରି ମାରିଥିଲେ ଅଜାଙ୍କୁ: ଏବେ ଦୁଇଜଣ ଗଲେ ଜେଲ୍

ଦିଗପହଣ୍ଡି,୨|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ  ସିନ୍ଧବା ଗ୍ରାମର ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ  ଗୁରୁବାର ସକାଳେ ଗାଁ ଦାଣ୍ଡରେ ବିଭତ୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri