ଶାନ୍ତି ଦୂତ ସାଜିଥିବା ପାକିସ୍ତାନ ଏବେ ସାଜିବ ‘ଖଳନାୟକ’! ଟ୍ରମ୍ପଙ୍କ ଚକ୍ରବ୍ୟୂହରେ ଫସିଲେ ଶେହବାଜ

ନୂଆଦିଲ୍ଲୀ,୨୫।୫: ପାକିସ୍ତାନ ସମ୍ମୁଖରେ ଏଭଳି ଏକ ଦ୍ୱନ୍ଦ୍ୱ ଦେଖାଦେଇଛି, ଯେଉଁଥିରେ ଯଦି ସେ ସ୍ବୀକାର କରେ ତେବେ ବି ଫସିବ ଏବଂ ଯଦି ମନା କରେ ତେବେ ଅଧିକ ସମସ୍ୟାରେ ପଡ଼ିଯିବ। ପ୍ରକୃତରେ, ଆମେରିକା…

ରାସ୍ତାରେ ଅଚେତ୍‌ ହୋଇ ପଡ଼ିଥିଲେ ମହିଳା, ଦେଖିକି ମୁଖ୍ୟମନ୍ତ୍ରୀ ବସ୍‌ ଚାଳକ, କଣ୍ଡକ୍ଟର କଲେ ଏମିତି କାମ

ନନ୍ଦପୁର, ୨୫।୫(ତୁଷାର କାନ୍ତ ମହାନ୍ତି ): ଲମତାପୁଟ-ଟିକରପଡ଼ା ମୁଖ୍ୟମନ୍ତ୍ରୀ ବସ୍‌ରେ କାର୍ଯ୍ୟରତ ଚାଳକ, କଣ୍ଡକ୍ଟର ସୋମବାର ପୂର୍ବାହ୍ନରେ ରାସ୍ତା କଡ଼ରେ ଅଚେତ୍‌ ଅବସ୍ଥାରେ ପଡ଼ିଥିବା ଜଣେ ମହିଳାଙ୍କୁ ଉଦ୍ଧାର କରି ବସ୍‌ରେ ନନ୍ଦପୁର ଗୋଷ୍ଠୀ…

ବିଜେଡି ଛାଡିବା ପରେ ବଡ଼ ଗୁମର ଖୋଲିଲେ ଦେବାଶିଷ, କହିଲେ-ନବୀନ ବାବୁ ଭାଜପା ହାତ ଧରି…

ଭୁବନେଶ୍ୱର,୨୫।୫: ବିଜେଡି ଛାଡ଼ିବା ପରେ ଦେବାଶିଷ ସାମନ୍ତରାୟ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ନବୀନ ବାବୁ ଭାଜପା ହାତ ଧରି କ୍ୟାରିୟର ଆରମ୍ଭ କରିଥିଲେ। ବାଜପେୟୀ, ଆଡ଼ଭାନୀଙ୍କ ଯୋଗୁ ନବୀନ ସାଂସଦ ଓ…

ଝାରସୁଗୁଡ଼ା ପ୍ରିମିୟର ଲିଗ୍‌: ଟାଉନ୍‌ ବୀର୍ସ ଚାମ୍ପିୟନ

ଝାରସୁଗୁଡ଼ା,୨୫।୫(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରସ୍ଥିତ ମନମୋହନ ଏମ୍‌.ଇ. ସ୍କୁଲ ପଡ଼ିଆଠାରେ ଝାରସୁଗୁଡ଼ା ପ୍ରିମିୟର ଲିଗ୍‌ କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ରେ ମଙ୍ଗଳ ବଜାର ସୁପର କିଙ୍ଗ୍‌ସକୁ ପରାସ୍ତ କରି ଝାରସୁଗୁଡ଼ା…

IPL ବେଟିଂ, ୮ ଗିରଫ: ଏକାଧିକ ସ୍ଥାନରେ ଏକକାଳୀନ ଚଢ଼ାଉବେଳେ ମିଳିଲା…

ଝାରସୁଗୁଡା/ବ୍ରଜରାଜନଗର, ୨୫।୫(ଆଶିଷ ରଞ୍ଜନ ଦାଶ/ବିଜୟ ବରା ): ଝାରସୁଗୁଡ଼ା ଜିଲା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଚଳିତ ଆଇପିଏଲ ୨୦୨୬ ମ୍ୟାଚଗୁଡ଼ିକରେ ବେଆଇନ ଅନଲାଇନ କ୍ରିକେଟ ଜୁଆ ଖେଳାଉଥିବା ଏକ ବଡ଼ ସଂଗଠିତ…

ଚାଷ ଜମିରୁ ଫେରୁଥିବାବେଳେ କାମୁଡିଲା ସାପ, ମେଡିକାଲ ନେବାବେଳେ ଚାଲିଗଲା ଜୀବନ, ପରିବାର ଅସହାୟ

ଥୁଆମୂଳ ରାମପୁର, ୨୫ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅଧୀନ ସମାପଲା ଗାଁରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ସାପ କାମୁଡ଼ାରେ ଜଣେ ବିବାହିତ ଚାଷୀଙ୍କ ମୃତ୍ୟୁ…

ସରକାରଙ୍କ ବଡ଼ ନିଷ୍ପତ୍ତି: ମୁଦ୍ରାସ୍ଫୀତି ମଧ୍ୟରେ PNG ଏବଂ LPG ଗ୍ରାହକଙ୍କୁ ଆଶ୍ୱସ୍ତି, ଉପକୃତ ହେବେ ଛାତ୍ରଙ୍କଠୁ ଆରମ୍ଭ କରି…

ନୂଆଦିଲ୍ଲୀ,୨୫।୫: କେନ୍ଦ୍ର ସରକାର ପାଇପ ମାଧ୍ୟମରେ ପ୍ରାକୃତିକ ଗ୍ୟାସ (PNG) ସଂଯୋଗ କରିଥିବା LPG ଗ୍ରାହକଙ୍କ ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାର LPG ଯୋଗାଣ ଏବଂ ବଣ୍ଟନ ସହିତ ଜଡିତ ନିୟମ ସଂଶୋଧନ କରିଛନ୍ତି, ଯାହା ଦାରା ଗ୍ରାହକମାନଙ୍କୁ…

ଅଭିଷେକଙ୍କ ଘରେ ପଶିଲା ପୋଲିସ: ଥମୁନି ଦିଦିଙ୍କ ଅଡ଼ୁଆ

କୋଲକାତା,୨୫।୫: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଅଭିଷେକ ବାନାର୍ଜୀଙ୍କ କୋଲକାତାସ୍ଥିତ ବାସଭବନରେ ପୋଲିସ ପହଞ୍ଚିଛି। ତାଙ୍କ ଘର ବାହାରେ ପ୍ରବଳ ପୋଲିସ ଫୋର୍ସ ମୁତୟନ କରାଯାଇଛି। କୋଲକାତା ମ୍ୟୁନିସିପାଲ କର୍ପୋରେସନ (କେଏମସି) ନିକଟରେ ବେଆଇନ ନିର୍ମାଣ ସମ୍ପର୍କରେ ତୃଣମୂଳ କଂଗ୍ରେସ…

ପ୍ରଧାନମନ୍ତ୍ରୀଙ୍କୁ ଭେଟି ଏସବୁ ବିଷୟରେ ଆଲୋଚନା କଲେ ମୋହନ, ଓଡ଼ିଶାବାସୀ ଶୁଣିଲେ ହୋଇଯିବେ ଖୁସି!

ଭୁବନେଶ୍ୱର, ୨୫।୫: ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦ୍ୱିତୀୟ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ଆମନ୍ତ୍ରଣ କରିଥିବା ଜଣାପଡିଛି। ଏନେଇ ଏକ୍ସରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ”ଓଡ଼ିଶାର ଭିତ୍ତିଭୂମିର ବିକାଶ, ପୁଞ୍ଜିନିବେଶ ସମ୍ପ୍ରସାରଣ ନେଇ ଆଲୋଚନା…

ଇଦ-ଉଲ-ଜୁହା ଛୁଟି ପରିବର୍ତ୍ତନ: ଏହି ଦିନକୁ ଛୁଟି ଘୋଷଣା କଲେ ସରକାର

ଭୁବନେଶ୍ୱର,୨୫।୫: ଶେଷରେ ଇଦ-ଉଲ-ଜୁହା ଛୁଟିକୁ ନେଇ ଦ୍ୱନ୍ଦ୍ୱ ଦୂର ହୋଇଛି। ଆସନ୍ତା ୨୭ରେ ନୁହେଁ, ୨୮ରେ ଇଦ-ଉଲ-ଜୁହା ପାଇଁ ସରକାରୀ ଛୁଟି ଘୋଷଣା କରାଯାଇଛି। ଏନେଇ ସରକାରଙ୍କ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି। ଏହି ବିଜ୍ଞପ୍ତି ଅନୁସାରେ,୨୮ ତାରିଖରେ ସରକାରୀ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ୨ ରିକ୍ସା ଚାଳକ ଗୁରୁତର

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ ଭାଙ୍ଗି ଯାଇ ରାସ୍ତା ଉପରେ ପଡ଼ିଛି। ତୋରଣ ଭାଙ୍ଗି ପଡିବାରୁ ସେଠାରେ…

ଦିବଙ୍ଗତ ଅଭିନେତା ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ: ରାଷ୍ଟ୍ରପତିଙ୍କଠାରୁ ପୁରସ୍କାର ନେଲେ ପତ୍ନୀ ହେମା ମାଳିନୀ

ନୂଆଦିଲ୍ଲୀ,୨୫।୫: ଦିବଙ୍ଗତ ଅଭିନେତା ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ପ୍ରଦାନ କରାଯାଇଛି। ସୋମବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ହେମା ମାଲିନୀଙ୍କୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି। ଧର୍ମେନ୍ଦ୍ରଙ୍କ ଝିଅ ତଥା ଅଭିନେତ୍ରୀ ଇଶା ଦେଓଲ ସମାରୋହରେ ଭାବପ୍ରବଣ ଦେଖାଯାଇଥିଲେ। ପୁରସ୍କାର ଗ୍ରହଣ…

ବଢୁଛି ବିଜୟ ଥଲାପତିଙ୍କ ଶକ୍ତି: ୩ AIDMK ବିଧାୟକ ଦଳ ଛାଡି TVKରେ ସାମିଲ

ଚେନ୍ନାଇ,୨୫।୫: ତାମିଲନାଡୁରେ AIADMKର ତିନି ଜଣ ବିଦ୍ରୋହୀ ବିଧାୟକ ପଦବୀରୁ ଇସ୍ତଫା ଦେଇଛନ୍ତି। ଏହି ତିନି ଜଣ ବିଧାୟକ ସି.ଭି. ଶାନମୁଗମ ଏବଂ ଏସ.ପି. ଭେଲୁମଣିଙ୍କ ନେତୃତ୍ୱାଧୀନ ବିଦ୍ରୋହୀ ଗୋଷ୍ଠୀର ଅଂଶ ଥିଲେ। ସୋମବାର ସେମାନେ ତାମିଲନାଡୁ ବିଧାନସଭା ବାଚସ୍ପତି ଜେସିଡି…

ଲୋକଙ୍କ ସମସ୍ୟା ଶୁଣିଲେ : ସମସ୍ୟାର ତ୍ବରିତ୍ ସମାଧାନ ନିର୍ଦ୍ଦେଶ ଦେଲେ ଏଡିଏମ୍

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):  ବରଗଡ଼ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଶିବିରରେ ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଲାଟ କୁମାର ଲୁହା, ବରଗଡ଼…

ନକଲି ଆଇନଜୀବୀ

ଦେଶରେ ଥିବା ଆଇନଜୀବୀଙ୍କ ଶିକ୍ଷାଗତ ଯୋଗ୍ୟତା ଯାଞ୍ଚ ଲାଗି ବାର୍‌ କାଉନ୍‌ସିଲ୍‌ ଅଫ୍‌ ଇଣ୍ଡିଆ (ବିସିଆଇ) ପକ୍ଷରୁ ୨୦୨୫ ଜାନୁଆରୀରେ ଏକ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଏଥିରେ ବିଭିନ୍ନ ରାଜ୍ୟ ବାର୍‌ କାଉନ୍‌ସିଲକୁ ଆଇନଜୀବୀଙ୍କ ଯୋଗ୍ୟତାକୁ ସିଦ୍ଧ କରୁଥିବା ଏକ ଫର୍ମ…

Petrol-Diesel Price Hike: ଗ୍ରାହକଙ୍କୁ ଜୋରଦାର ଝଟକା, ୧୦ ଦିନରେ ପୁଣିଥରେ ବଢିଲା ତୈଳ ଦର

ନୂଆଦିଲ୍ଲୀ,୨୫।୫: ଆଜି ଅର୍ଥାତ ସୋମବାର ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ୨୫ ମଇ, ୨୦୨୬ ସକାଳ ୬ଟାରୁ ନୂଆ ଦର ଲାଗୁ ହେବା ପରେ, ଦିଲ୍ଲୀରେ ପେଟ୍ରୋଲର ମୂଲ୍ୟ ୨.୬୧ ବୃଦ୍ଧି ପାଇ ଲିଟର…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୪ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୦ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୭ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୫ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୦ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ମେ ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri