Odisha Elections 2024
Posted inଜାତୀୟ

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୨୬ା୪: ଶୁକ୍ରବାର ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେଉଛି। ଆଜି ସକାଳ ୭ଟାରୁ ୧୩ ଲୋକ ସଭା ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ଆରମ୍ଭ ହୋଇଛି ମତଦାନ। ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହେଉଥିବା ବେଳେ ୧୨୦୦ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ। ଏହି ପ୍ରାର୍ଥୀଙ୍କ ରାହୁଲ ଗାନ୍ଧୀ, ଓମ୍‌ ବିର୍ଲା, ହେମାଳିନୀ, ଶଶି ଥରୁର୍‌,ରାଜୀବ ଚନ୍ଦ୍ରଶେଖର, ଅରୁଣ ଗୋଭିଲଙ୍କ ଆଜି ଭାଗ୍ୟ ନିର୍ଦ୍ଧାରଣ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଆପଣ ‘ଜେଲ୍‌ର ଖେଳ’ ଖେଳୁଛନ୍ତି; କାଲି ସବୁ ନେତାଙ୍କୁ ନେଇ ଭାଜପା ମୁଖ୍ୟାଳୟ ଘେରିବାକୁ ଆସୁଛି: ମୋଦିଙ୍କୁ କହିଲେ କେଜ୍‌ରିଓ୍ବାଲ…

ନୂଆଦିଲ୍ଲୀ,୧୮।୫: ଏଏପି ଏମ୍‌ପି ସ୍ବାତୀ ମାଲିଓ୍ବାଲଙ୍କୁ ମାରପିଟ୍‌ ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ପିଏ ବିଭବ କୁମାରଙ୍କୁ ଗିରଫ କରାଯାଇଛି। ଏହାକୁ ନେଇ ପ୍ରଧାନମନ୍ତ୍ରୀ...

ଚା’ ବାଲାର ପୁଅ ପ୍ରଧାନମନ୍ତ୍ରୀ ହୋଇଥିବାରୁ ମୁଁ ଗର୍ବିତ: ପ୍ରିୟଙ୍କା ଗାନ୍ଧୀ

ନୂଆଦିଲ୍ଲୀ,୧୮।୫: ଲୋକ ସଭା ନିର୍ବାଚନ ମଧ୍ୟରେ ​​କଂଗ୍ରେସର ବରିଷ୍ଠ ନେତା ପ୍ରିୟଙ୍କା ଗାନ୍ଧୀ ବଡ ବୟାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ମନ୍ତବ୍ୟ ଉପରେ ସେ ପ୍ରତିକ୍ରିୟା...

ହୁଗୁଳି ଆସନରୁ ମମତାଙ୍କ ବଡ଼ କାର୍ଡ; ଭାଜପାକୁ ଟକ୍କର ଦେବେ ରଚନା ବାନାର୍ଜୀ 

କୋଲକାତା,୧୮।୫: ପଶ୍ଚିମବଙ୍ଗର ହୁଗୁଳି ଆସନରେ ହେବ ଜୋରଦାର ଲଢ଼େଇ। ଲୋକ ସଭା ନିର୍ବାଚନର ୫ମ ପର୍ଯ୍ୟାୟରେ ବଙ୍ଗାଳୀ ଫିଲ୍ମଜଗତର ଦୁଇ ଲୋକପ୍ରିୟ ଅଭିନେତ୍ରୀ ମୁହାଁମୁହିଁ ହେବେ।...

ଆସିଲା ସ୍ବାତୀ ମାଲିଓ୍ବାଲଙ୍କ ମେଡିକାଲ ରିପୋର୍ଟ, ଶରୀରର ୪ ସ୍ଥାନରେ ରହିଛି କ୍ଷତଚିହ୍ନ

ନୂଆଦିଲ୍ଲୀ,୧୮।୫: ଆମ୍‌ ଆଦମୀ ପାର୍ଟୀ ଏମ୍‌ପି ସ୍ବାତୀ ମାଲିଓ୍ବାଲଙ୍କ ମେଡିକାଲ ରିପୋର୍ଟ ସାମ୍ନାକୁ ଆସିଛି। ମେ’ ୧୩ରେ ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲଙ୍କ ଆବାସରେ ତାଙ୍କ ଉପରେ ହୋଇଥିବା...

ବାଲେଶ୍ୱରରେ ବର୍ଷିଲେ ସଚ୍ଚିନ ପାଇଲଟ, ଭାଜପା-ବିଜେଡିର ଚାଲିଛି ମଧୁଚନ୍ଦ୍ରିକା

ବାଲେଶ୍ୱର,୧୮।୫: ବାଲେଶ୍ୱରରେ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ସଚିନ ପାଇଲଟ । ବାଲେଶ୍ୱର ମିଶନ ପଡିଆରେ ଆୟୋଜିତ ସଂକଳ୍ପ ସମାବେଶରେ...

ବିଶ୍ୱର ସବୁଠୁ ଛୋଟ ମହିଳାଙ୍କୁ ଭେଟିଲେ ‘ଦ ଗ୍ରେଟ୍‌ ଖଲି’: ପରେ ଘଟିଲା….ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୧୮।୫: ଦେଶର ଜଣେ ଜଣାଶୁଣା କୁସ୍ତି ଖେଳାଳି ‘ଦ ଗ୍ରେଟ୍‌ ଖଲି’ କିଏ ବା ନ ଜାଣେ ନାହିଁ। ସେ ଅନେକ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଜିତିଛନ୍ତି।...

ଦିଲ୍ଲୀରେ ମତଦାନ ପୂର୍ବରୁ ଭୋଟ ଦେଲେ ହମିଦ ଅଂସାରୀ, ମୁରଲି ମନୋହର ଯୋଶୀ, ମନମୋହନ ସିଂ

ନୂଆଦିଲ୍ଲୀ,୧୮।୫: ଦିଲ୍ଲୀର ୭ଟି ଲୋକ ସଭା ଆସନ ପାଇଁ ଭୋଟ ଆସନ୍ତା ୨୫ରେ ଅନୁଷ୍ଠିତ ହେବ। ଏଥିରେ ସାଧାରଣ ଲୋକଙ୍କ ଅଂଶଗ୍ରହଣ ବୃଦ୍ଧି ପାଇଁ ନିର୍ବାଚନ...

ମହାରାଷ୍ଟ୍ରରେ ଇଣ୍ଡିଆ ମେଣ୍ଟ କେତେ ଆସନରେ ଜିତିବ ଭବିଷ୍ୟବାଣୀ କଲେ ଖାର୍ଗେ

ମୁମ୍ବାଇ,୧୮।୫: ଲୋକ ସଭା ନିର୍ବାଚନ ୨୦୨୪ପାଇଁ ପଞ୍ଚମ ପର୍ଯ୍ୟାୟ ଭୋଟ ପୂର୍ବରୁ I.N.D.I.A ସହଯୋଗୀ ଦଳର ନେତାମାନେ ଶନିବାର (୧୮ ମେ ୨୦୨୪) ମୁମ୍ବାଇରେ ମିଳିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri