ଜିରିଡା ପୋଲ ଉପରୁ ୪୦ ଫୁଟ ତଳକୁ ଡେଇଁ ପଡ଼ିଲେ ମହିଳା, ତାପରେ…

ଉଦଳା,୧୧।୨(ସନ୍ତୋଷ କୁମାର ବାଚ୍ଛିନୀ): ପୋଲ ଉପରୁ ନଦୀକୁ ଡେଇଁ ପଡିଲେ ମହିଳା। ନଦୀରେ ଥିବା ମାଛ ଧରାଳି ତାଙ୍କୁ ଉଦ୍ଧାର କରିଛନ୍ତି । ଏଭଳି ଘଟଣା ଘଟିଛି ଉଦଳା ଥାନା ଜିରିଡା ନଦୀ ପୋଲରେ…

ଗୁଗ୍‌ଲକୁ ପଚାରିଲେ ଚୋରି କରିବାର ଉପାୟ, ଲୁଟେରା ପରେ ଯାହା କଲେ ଜାଣିଲେ…

ଜୟପୁର,୧୧ା୨: ଅନେକ ସମୟରେ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା କାହାଣୀଗୁଡ଼ିକ ସିଧାସଳଖ କୌଣସି ଫିଲ୍ମର ସିନ୍‌ ପରି ମନେହୁଏ। ଜୟପୁରରଏକି ଚୋରି ଘଟଣା ଠିକ୍‌ ଫିଲ୍ମର କାହାଣୀ ପରି। ଚୋରମାନେ କୌଣସି ଭିତିରି ସୂଚନା…

ଭାରତ-ପାକିସ୍ତାନ ମ୍ୟାଚ ପୂର୍ବରୁ ଭାରତୀୟ ଟିମରେ ଖେଳିଗଲା ଖୁସିର ଲହରି!

ନୂଆଦିଲ୍ଲୀ,୧୧।୨: ଭାରତୀୟ ଦଳ ଗୁରୁବାର T20 ବିଶ୍ୱକପ 2026 ରେ ନାମ୍ବିଆର ମୁକାବିଲା କରିବ। ତା’ପରେ ଭାରତୀୟ ଦଳ ଫେବୃଆରୀ ୧୫ରେ ପାକିସ୍ତାନ ସହିତ ମୁକାବିଲା କରିବ। ଏହି ମ୍ୟାଚ କଲମ୍ବୋର ଆର. ପ୍ରେମଦାସା…

ଝାଡ଼େଶ୍ୱର ବାବାଙ୍କୁ ଜଳ ଅର୍ପଣ କଲେ ଗାୟକ ସୋନୁ ନିଗମ, ବିମାନବନ୍ଦରରୁ…

ଝାରସୁଗୁଡା,୧୧।୨(ଆଶିଷ ରଞ୍ଜନ ଦାଶ): ହିନ୍ଦୀ ସହିତ ବିଭିନ୍ନ ଭାଷାରେ ଲୋକପ୍ରିୟ ଭଜନ, ଦେଶାତ୍ମବୋଧକ ତଥା ପ୍ରସିଦ୍ଧ ଚଳଚ୍ଚିତ୍ରରେ ଗୀତ ଗାଇଥିବା ପ୍ରସିଦ୍ଧ ଗାୟକ ସୋନୁ ନିଗମ ବୁଧବାର ଝାରସୁଗୁଡା ଗସ୍ତରେ ଆସିଛନ୍ତି । ବୁଧବାର…

ଜଳିଲା କୁଲଡିହା ଅଭୟାରଣ୍ୟ

ନୀଳଗିରି,୧୧।୨: ବାଲେଶ୍ୱର ଜିଲା କୁଲଡିହା ଅଭୟାରଣ୍ୟରେ ବୁଧବାର ନିଆଁ ଲାଗିଛି। ଅଭୟାରଣ୍ୟର ମିରିଗିଡ଼ି ନିକଟ ପାହାଡ଼ ଉପରେ ଏକାଧିକ ସ୍ଥାନରେ ଅଗ୍ନିକାଣ୍ଡ ଘଟିଛି। କେଉଁ ପରିସ୍ଥିତିରେ ନିଆଁ ଲାଗିଲା ତାହା ଜଣାପଡିନାହିଁ। ଅନ୍ୟପକ୍ଷେ ବନ…

ଥାଇଲ୍ୟାଣ୍ଡ ସ୍କୁଲରେ ଫୁଟିଲା ଗୁଳି, ବହୁ ପରିଶ୍ରମ ପରେ ବନ୍ଧୁକଧାରୀଙ୍କୁ ଧରିଲା ପୋଲିସ

ବ୍ୟାଙ୍କକ,୧୧।୨: ବୁଧବାର ସାରେ ଥାଇଲ୍ୟାଣ୍ଡର ଦକ୍ଷିଣ ପ୍ରଦେଶ ସୋଙ୍ଗ୍ଖଲାର ଏକ ସ୍କୁଲରେ ଗୁଳି ଚଳାଇ ଅନେକ ଛାତ୍ର ଏବଂ ଶିକ୍ଷକଙ୍କୁ ବନ୍ଧକ କରିନେଇଛନ୍ତି। ସ୍ଥାନୀୟ କର୍ତ୍ତୃପକ୍ଷ ସୋସିଆଲ ମିଡିଆରେ ଏହା ନିଶ୍ଚିତ କରିଛନ୍ତି। ରଏଟର୍ସ…

ଟି-୨୦ ବିଶ୍ୱକପ୍: ଆହତ ହେଲେ ଅଷ୍ଟ୍ରେଲିଆ ଅଧିନାୟକ, ଷ୍ଟିଭ୍ ସ୍ମିଥ୍‌ଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୧୧।୨: ଟି-୨୦ ବିଶ୍ୱକପ୍‌ରେ ଅଷ୍ଟ୍ରେଲିଆର ଅସୁବିଧା ଥମିବାର ନାଁ ନେଉନାହିଁ। ଜସ୍ ହାଜେଲଉଡ୍ ଏବଂ ପ୍ୟାଟ୍ କୁମିନ୍ସ ଆଗରୁ ଆହତ ଥିବାବେଳେ ଏବେ ଅଧିନାୟକ ମିଚେଲ ମାର୍ଶ ମଧ୍ୟ ଆହତ ହୋଇଛନ୍ତି। ବୁଧବାର ଆୟର୍ଲାଣ୍ଡ ବିପକ୍ଷ ମ୍ୟାଚ୍‌ରେ ମାର୍ଶଙ୍କ ଅନୁପସ୍ଥିତିରେ ଟ୍ରାଭିସ୍…

କନକ ବର୍ଦ୍ଧନ ସିଂଦେଓଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ନିର୍ବାଚନୀ ମାମଲା ଉପରେ ରୋକ…

କଟକ,୧୧।୨:  କନକ ବର୍ଦ୍ଧନ ସିଂଦେଓଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି । ତାଙ୍କ ବିରୋଧରେ ହାଇକୋର୍ଟରେ ଚାଲିଥିବା ନିର୍ବାଚନୀ ମାମଲା ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ । ଏହା ସହ ବିଜେଡିର ପରାଜିତ ପ୍ରାର୍ଥୀ ସରୋଜ ମେହେରଙ୍କୁ ଜବାବ ଦାଖଲ ପାଇଁ ସୁପ୍ରିମକୋର୍ଟ ନୋଟିସ…

“ଭାରତ ମାତାଙ୍କୁ ବିକ୍ରି କରିବାକୁ ଲାଜ ଲାଗୁନି ?” କେନ୍ଦ୍ରକୁ ରାହୁଲଙ୍କ କଡ଼ା ପ୍ରଶ୍ନ

ନୂଆଦିଲ୍ଲୀ,୧୧।୨: ଆମେରିକା ସହ ସାମ୍ପ୍ରତିକ ବାଣିଜ୍ୟ ଚୁକ୍ତିକୁ ନେଇ ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଲୋକସଭାରେ ନିଜର ବକ୍ତବ୍ୟ ରଖି ରାହୁଲ କହିଛନ୍ତି ଯେ, ସରକାର ଦେଶର ସ୍ୱାର୍ଥକୁ ବଳି ଦେଇ ଭାରତକୁ “ବିକ୍ରି” କରିଦେଇଛନ୍ତି। ଆମେରିକୀୟ…

SA vs AFG: ହାର ମାନିଲା ଆଫଗାନିସ୍ତାନ, ୨ଟି ସୁପର ଓଭର ମୁକାବିଲାରେ ବାଜି ମାରିଲା ସାଉଥ ଆଫ୍ରିକା

ଅହମ୍ମଦାବାଦ,୧୧।୨: ଅହମ୍ମଦାବାଦ ଗ୍ରାଉଣ୍ଡରେ ଟି-୨୦ ବିଶ୍ୱକପ୍ ୨୦୨୬ର ସବୁଠାରୁ ରୋମାଞ୍ଚକର ମ୍ୟାଚ୍ ଦେଖିବାକୁ ମିଳିଛି। ଗୋଟିଏ ନୁହେଁ, ବରଂ ଦୁଇଟି ସୁପର ଓଭର ପରେ ଦକ୍ଷିଣ ଆଫ୍ରିକା ଆଫଗାନିସ୍ତାନ ବିପକ୍ଷରେ ଏକ ସ୍ମରଣୀୟ ବିଜୟ ହାସଲ କରିଛି। ନିର୍ଦ୍ଧାରିତ ଓଭରରେ ମ୍ୟାଚ୍…

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ରାଜ୍ୟରେ ହାତୀ ସଂଖ୍ୟା ବଢ଼ିବା…

ଭୁବନେଶ୍ବର,୧୧।୨: ଦିନକୁ ଦିନ ହାତୀ ଆକ୍ରମଣରେ ମନୁଷ୍ୟଙ୍କ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଯାହାକି ଏକ ପ୍ରକାର ଚିନ୍ତାର କାରଣ ସାଜିଛି । ତେବେ ଆଜି ଏନେଇ ମୁହଁ ଖୋଲିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ…

ଟି-୨୦ ବିଶ୍ୱକପ୍‌ରେ ପ୍ରଥମ: ଦକ୍ଷିଣ ଆଫ୍ରିକା-ଆଫଗାନିସ୍ତାନ ମଧ୍ୟରେ ୨ ସୁପର ଓଭର, ଜାଣନ୍ତୁ କିଏ ମାରିଲା ବାଜି

ଅହମ୍ମଦାବାଦ,୧୧।୨: ଅହମ୍ମଦାବାଦରେ ଦକ୍ଷିଣ ଆଫ୍ରିକା ଏବଂ ଆଫଗାନିସ୍ତାନ ମଧ୍ୟରେ ଏକ ରୋମାଞ୍ଚକ ମ୍ୟାଚ୍ ଖେଳା ଯାଇଥିଲ। ପ୍ରଥମେ ବ୍ୟାଟିଂ କରି ଦକ୍ଷିଣ ଆଫ୍ରିକା ୨୦ ଓଭରରେ ୬ ଉଇକେଟ ହରାଇ ୧୮୭ ରନ କରିଥିଲା। ଜବାବରେ ଆଫଗାନିସ୍ତାନ ୧୮୮ ରନ ଲକ୍ଷ୍ୟକୁ…

ପିଲା ଏବେ ଭାବପ୍ରବଣ

ଗୋଟିଏ ସପ୍ତାହ ଭିତରେ ଦୁଇଟି ଆତ୍ମହତ୍ୟାଜନିତ ଘଟଣା ଏବେ ଦେଶର ବିବେକକୁ ଦୋହଲାଇ ଦେଇଛି। ୪ ଫେବୃଆରୀରେ ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ବହୁତଳ ପ୍ରାସାଦର ୯ମ ମହଲାରୁ ୩ ଭଉଣୀ ତଳକୁ ଡେଇଁ ଆତ୍ମହତ୍ୟା କରିଥିଲେ। ୧୨, ୧୪ ଓ ୧୬…

ବାଜି ମାରିଲା ପାକିସ୍ତାନ, ଭାରତକୁ ପକାଇଲା ପଛରେ…

ନୂଆଦିଲ୍ଲୀ,୧୧।୨: ଫେବୃଆରୀ ୧୦ ତାରିଖରେ ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚ ପରେ, ଟୁର୍ନାମେଣ୍ଟର ପଏଣ୍ଟ ଟେବୁଲ ସମ୍ପୂର୍ଣ୍ଣ ବଦଳି ଯାଇଛି। ଗ୍ରୁପ A ରେ, ପାକିସ୍ତାନ କେବଳ ଯୁକ୍ତରାଷ୍ଟ୍ରକୁ ୩୨ ରନରେ ପରାସ୍ତ କରି ଦ୍ୱିତୀୟ ବିଜୟ ହାସଲ କରିନଥିଲା, ବରଂ ଭାରତକୁ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ସରକାରଙ୍କ କସରତ

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ବିଧାନସଭାରେ ବଜେଟ ଅଧିବେଶନ ୧୭ରୁ ଆରମ୍ଭ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ କସରତ ଗତ ଦେଢ଼ମାସ ଧରି ଚାଲିଛି। ଏହି ପରିପ୍ରେକ୍ଷୀରେ ରାଜ୍ୟବାସୀଙ୍କୁ କିଭଳି ମୌଳିକ ସୁବିଧା ସୁଯୋଗ…

ଗୁରୁବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ: ପ୍ରଭାବିତ ହୋଇପାରେ ସେବା, ସତର୍କ କଲା SBI

ମୁମ୍ବାଇ,୧୧।୨: ଗୁରୁବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ ପାଇଁ ବିଭିନ୍ନ ବ୍ୟାଙ୍କ କର୍ମଚାରୀ ସଙ୍ଘ ଆହ୍ୱାନ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜର ଗ୍ରାହକମାନଙ୍କୁ ସତର୍କ କରାଇଛି। ଧର୍ମଘଟ ଯୋଗୁଁ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୦ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨ ଫେବୃଆରୀ , ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଜାନୁଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri