Odisha Elections 2024

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ମୃତକମାନେ ଦର୍ଲିପାଲି ଅଞ୍ଚଳର ହୋଇଥିବା ଜଣାପଡ଼ିଛି।

ଗୁରୁବାର ବିଳମ୍ବିତ ରାତିରେ ୩ଜଣ ଯୁବକ ଏକ ବାଇକ୍‌ରେ ଯାଉଥିବା ସମୟରେ ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ବିପରୀତ ଦିଗରୁ ଆସୁଥିବା ଟ୍ରକ୍‌ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ୩ଜଣଙ୍କର ମୃତ୍ୟୁ ଘଟିଥିଲା। ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିବା ବେଳେ ଆଜି ସକାଳୁ ସ୍ଥାନୀୟ ଲୋକେ କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟାର ଆସିବାର କୌଣସି ପୂର୍ବାନୁମାନ କରାଯାଇ ନାହିଁ: ପାଣିପାଗ ବିଭାଗ

ଭୁବନେଶ୍ୱର,୧୯ା୫: ରବିବାର ଭୁବନେଶ୍ୱର ଆଇଏମଡି ନିର୍ଦ୍ଦେଶକ ମନୋରାମା ମହାନ୍ତି ସୂଚନା ଦେଇଛନ୍ତି ଯେ ବାତ୍ୟା ସୃଷ୍ଟି ହେବାର କୌଣସି ପୂର୍ବାନୁମାନ କରାଯାଇ ନ ଥିବାରୁ ଭୟଭୀତ...

ମାଟି ଅତଡ଼ା ଧସି ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

କୋରାପୁଟ,୧୯ା୫(ଅମିତାଭ ବେହେରା): କୋରାପୁଟ ଜିଲାର ଦଶମନ୍ତପୁର ବ୍ଲକର ଲାଠିଗୁଡ଼ା ଗ୍ରାମ ନିକଟରେ ଏକ ପାହାଡ଼ରୁ ମାଟି ଅତଡ଼ା ଧସି ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ...

‘ୱାର୍ଡମେମ୍ବର ନିର୍ବାଚନ ଲଢ଼ିନାହାନ୍ତି, ମୋତେ ପଚାରୁଛନ୍ତି କ’ଣ କରିଛ’: ଅପରାଜିତା

ଭୁବନେଶ୍ୱର,୧୯।୫: ବିଭିନ୍ନ ପ୍ରସଙ୍ଗକୁ ନେଇ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଭାଜପା ନେତ୍ରୀ ତଥା ଭୁବନେଶ୍ୱର ଲୋକ ସଭା ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ।...

ଆନନ୍ଦପୁରବାସୀଙ୍କୁ ମୁଖ୍ୟମନ୍ତ୍ରୀ ଦେଲେ ଏସବୁ ପ୍ରତିଶ୍ରୁତି, କହିଲେ ବିଜେଡି ଆସିଲେ…

ହାଟଡିହୀ,୧୯ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀ ବ୍ଲକ ଛେନାପଦୀଠାରେ ନିର୍ବାଚନୀ ପ୍ରଚାର ଏବଂ ବୈଠକରେ ଯୋଗ ଦେଇ ବିଜେଡିକୁ ଆଶୀର୍ବାଦ କରିବାକୁ...

ପୁଣି ଓଡ଼ିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧି, ଲଗାତର ତିନିଦିନ କରିବେ ପ୍ରଚାର

ଭୁବନେଶ୍ୱର,୧୯।୫: ପୁଣି ଓଡ଼ିଶା ଗସ୍ତରେ ଆସି ପ୍ରଚାର କରିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଏଥର ରାହୁଲ ଓଡ଼ିଶାରେ ବଡ଼ ଛାପ ଛାଡିବାକୁ ଯୋଜନା କରିଛନ୍ତି।...

ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ହତ୍ୟା କଲେ ଦୁର୍ବୃତ୍ତ

ପାରଳାଖେମୁଣ୍ଡି,୧୯ା୫(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୁରାଣ୍ଡି ଥାନା ଅନ୍ତର୍ଗତ ସରଦାପୁର ବ୍ରିଜ୍‌ ପାଖରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତ ଯୁବକଙ୍କ ନାଁ ପ୍ରଶାନ୍ତ ଜେନା(୨୩)।...

ନିର୍ବାଚନୀ ଇସ୍ତାହାର ପ୍ରକାଶ କଲା ମୋରଡ଼ା ଭାଜପା, ଏଥିରେ ରହିଛି ୧୫ ବଡ଼ ପ୍ରତିଶ୍ରୁତି…

ମୋରଡ଼ା,୧୯ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀରେ ଆସନ୍ତା ଜୁନ୍‌ ୧ରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଏଥିପାଇଁ ଭାଜପା ସଜବାଜ ହେବା...

ପୁରୀରେ ରୋଡ ଶୋ’ ପୂର୍ବରୁ ମହାପ୍ରଭୁଙ୍କୁ ଦର୍ଶନ କରିବେ ପ୍ରଧାନମନ୍ତ୍ରୀ ମୋଦି

ପୁରୀ,୧୯।୫: ରବିବାର ତୃତୀୟ ଥର ପାଇଁ ପ୍ରଚାରରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିବେ। ଶ୍ରୀଜିଉଙ୍କ ଦର୍ଶନ ସହ ଶ୍ରୀକ୍ଷେତ୍ରରେ ରୋଡ୍‌ ସୋ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri