Odisha Elections 2024

ସୀମାରେ ଯାଞ୍ଚ: ପିକ୍‌ଅପ୍‌ ଭ୍ୟାନରୁ ୩.୬୯ଲକ୍ଷ ଜବତ

ନୂଆପଡ଼ା,୨୭ା୪ (ମକାରୁ ବେମାଲ): ସାଧାରଣ ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବା ଲକ୍ଷ୍ୟ ନେଇ ପୋଲିସ ପ୍ରଶାସନ, ଅବକାରୀ ଓ ବନ ବିଭାଗ ପକ୍ଷରୁ ଆନ୍ତଃ ରାଜ୍ୟ ସୀମା ସିଲ କରାଯାଇ ଯାଞ୍ଚ ଜାରି ରହିଛି। ଏହି କ୍ରମରେ ନୂଆପଡ଼ା ଜିଲା ଖରିଆର ରୋଡ ଜୋଙ୍କ ନଦୀକୂଳ ଜଲାରାମ ମନ୍ଦିର ପାଖରେ ଓଡ଼ିଶା-ଛତିଶଗଡ଼ ସୀମା ସିଲ୍‌ କରାଯାଇ ସମସ୍ତ ଯାନବାହନ ତନଖି କରାଯାଉଛି। ଗୁରୁବାର ସନ୍ଧ୍ୟାରେ ପୋଲିସ, ଅବକାରୀ ଓ ବନ ବିଭାଗର ମିଳିତ ଯାଞ୍ଚ ସମୟରେ ଏକ ପିକ୍‌ଅପ ଭ୍ୟାନରେ ଥିବା ମହମ୍ମଦ ଆକବର (୩୧)ଙ୍କଠାରୁ ୩ ଲକ୍ଷ ୬୯ ହଜାର ଟଙ୍କା ଜବତ କରାଯାଇଛି। ଆକବରଙ୍କ ଘର ଛତିଶଗଡ ଦୁର୍ଗ ଖୁର୍ସିପୁର ଥାନା ବାଲାଜୀ ନଗର ଗ୍ରାମର ବୋଲି ଜଣାପଡିଛି। ସେ ଏତେ ଟଙ୍କା କେଉଁଠୁ ଆଣିଲେ ଓ କୁଆଡେ ଯାଉଥିଲେ ସେ ନେଇ ଠିକ୍‌ ଉତ୍ତର ଦେଇ ନ ପାରିବାରୁ ତାଙ୍କୁ ଜୋଙ୍କ ଥାନାରେ ଅଟକ ରଖି ପଚାରାଉଚରା କରାଯାଉଛି ବୋଲି ଥାନା ଅଧିକାରୀ ଗୁରୁଦେବ କର୍ମୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶାଢ଼ି ବାଣ୍ଟି ଧରାପଡ଼ିଲେ ୨ଯୁବକ

ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସୋମବାର ସାଧାରଣ ନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ ହେବ। ତେବେ ଭୋଟରଙ୍କୁ ନିଜ ସପକ୍ଷକୁ ଟାଣିବା ପାଇଁ ମତଦାନ ପୂର୍ବରୁ...

କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା, ବଜ୍ରପାତରେ…

ଆସିକା,୧୯ା୫(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଳା କୋଟିନଡା ଥାନା ଅନ୍ତର୍ଗତ ହୁମୁକି ଗ୍ରାମରେ ରବିବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ସହ ବଜ୍ରପାତ ହୋଇଥିଲା।...

ଗରମ ପେଜ ପଡ଼ି ପୋଲିଂ କର୍ମଚାରୀ ଆହତ

ଆସିକା/ଧରାକୋଟ,୧୯ା୫(ସୁରେନ୍ଦ୍ର ନାଥ ସାହୁ/ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଅଧୀନ ମଛାକୋଟ ପଞ୍ଚାୟତର ମଥୁରା ପଦନାପୁର ଗ୍ରାମର ଏକ ବୁଥରେ ଅଘଟଣ ଘଟିଛି।...

ଗାଁକୁ ଗାଁ ବୁଲି ଭୋଟ ଭିକ୍ଷା କଲେ ସୂର୍ଯ୍ୟବଂଶୀ

ଧାମନଗର,୧୯।୫(ଦେବେନ୍ଦ୍ର ଆନ୍ଦିଆ)-ଧାମନଗର ବିଧାନସଭା ଆସନ ପାଇଁ ଦ୍ୱିତୀୟ ଥର ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଅସୁରାଳି ଜୋନ୍‌ରେ ନିର୍ବାଚନ ପ୍ରଚାରକୁ ଜୋରଦାର...

ବିଜେଡି ନିର୍ବାଚନୀ ସଭାରେ ବିଡିଓଙ୍କ ଉପସ୍ଥିତି : ଅଭିଯୋଗ ଆଣିଲା ବିରୋଧୀ

ହାଟଡିହୀ,୧୯।୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ହାଟଡିହୀ ବ୍ଲକ ଛେନାପଦୀଠାରେ ରବିବାର ବିଜେଡି ପକ୍ଷରୁ ଏକ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ...

“ଯଦି ସୁଯୋଗ ମିଳେ, ମନା କରିବି ନାହିଁ”: ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ନେଇ ଜୁଏଲ ଓରାମଙ୍କ ବୟାନ

ଭୁବନେଶ୍ୱର,୧୯ା୫: ଓଡ଼ିଶାରେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ହେବ ତାକୁ ନେଇ କଳ୍ପନା ଜଳ୍ପନା ଚାଲିଥିବା ବେଳେ ସୁନ୍ଦରଗଡ଼ ଏମପି ତଥା ଭାଜପାର ଲୋକ ସଭା...

ନିଆଁ ଲାଗି ଜଳିଗଲା ୨ ବଖରା ଘର: ଲିଭାଇବା ବେଳେ ୨ ଆହତ

ବାସୁଦେବପୁର,୧୯।୫(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକା ସୁରେଶ୍ୱରପୁର ଗ୍ରାମର ୮ ନଂ. ୱାର୍ଡରେ ରବିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟି ଶାନ୍ତିଲତା ବେହେରାଙ୍କ ୨...

ପୋଲିଂ ଟିମରେ କର୍ତ୍ତବ୍ୟରତ ଶିକ୍ଷକଙ୍କ ମୃତ୍ୟୁ

ବଲାଙ୍ଗୀର, ୧୯ା୫( ସୁନୀଲ କୁମାର ମହାନ୍ତି): ନିର୍ବାଚନ ପାଇଁ ପୋଲିଂ ଡ୍ୟୁଟିରେ ଥିବା ଜଣେ ଶିକ୍ଷକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ ଶିକ୍ଷକଙ୍କ ନାଁ ସୁଶୀଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri