Odisha Elections 2024

ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଧାୟିକା ପ୍ରାର୍ଥୀନୀ ଲଳିତା ନାଏକଙ୍କ ପଦଯାତ୍ରା

କେସିଙ୍ଗା,୨୭।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକର ବାଲସି ଗ୍ରାମ ପଞ୍ଚାୟତରେ ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଜେଡି ଦଳର ବିଧାୟିକା ପ୍ରାର୍ଥୀନୀ ଲଳିତା ନାଏକ ଶନିବାର ପ୍ରବଳ ଗ୍ରୀଷ୍ମପ୍ରବାହରେ ପଦଯାତ୍ରା କରି ଭୋଟ ଭିକ୍ଷା କରିଛନ୍ତି। ବାଲସି ଗ୍ରାମ ପଞ୍ଚାୟତର କୋକୋଡ଼ମାଲ ଗ୍ରାମରୁ ପଦଯାତ୍ରା ଆରମ୍ଭ କରି ମଶାଣିବନ୍ଧ ଗ୍ରାମ ଦେଇ ବାଲସି ଗ୍ରାମ ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିରରେ ଏକ ସଭାର ଆୟୋଜନ କରାଯାଇଥିଲା।

ଏହି ସଭାରେ ଲଳିତା ଜନସାଧାରଣଙ୍କୁ ଅନୁରୋଧ କରି ଶଙ୍ଖ ଚିହ୍ନରେ ଭୋଟ ଜିତାଇବା ପାଇଁ ଅନୁରୋଧ କରିଥିଲେ। ଏହି ଅଞ୍ଚଳରେ ଥିବା ବିଭିନ୍ନ ସମସ୍ୟାକୁ ସମାଧାନ କରିବି ବୋଲି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟ୍‌ ଦେଲେ ମନ୍ତ୍ରୀ ଟୁକୁନି ସାହୁ

ଟିଟିଲାଗଡ଼,୨୦ା୫(ଶରତ ମିଶ୍ର): ବଲାଙ୍ଗୀର ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବା ଧାଡ଼ି...

ଦେଶବାସୀଙ୍କୁ ଏମିତି ଅପିଲ୍‌ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୦।୫: ଲୋକ ସଭା ନିର୍ବାଚନରେ ପଞ୍ଚମ ପର୍ଯ୍ୟାୟରେ ମତଦାନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୋଟରଙ୍କୁ ନିବେଦନ କରିଛନ୍ତି। ସେ ଲୋକମାନଙ୍କୁ ନିବେଦନ କରି କହିଛନ୍ତି,...

ଭୋଟ୍‌ ଦେଲେ ଅର୍ଥମନ୍ତ୍ରୀ

ଭଞ୍ଜନଗର,୨୦ା୫(ବାବୁଲା ପ୍ରଧାନ): ଅର୍ଥମନ୍ତ୍ରୀ ତଥା ଭଞ୍ଜନଗର ବିଧାୟକ ପ୍ରାର୍ଥୀ ବିକ୍ରମ କେଶରୀ ଆରୁଖ ସୋମବାର ନିଜ ଗ୍ରାମ ଅଗଝୋଳରେ ମତଦାନ ସାବ୍ୟସ୍ତ କରିଛନ୍ତି। ବିକ୍ରମ ସପ୍ତମଥର...

ଜଳସେଚନ, ଓଭର ବ୍ରିଜ ଦାବିରେ ଭୋଟ ବର୍ଜନ: ଭୋଟରଙ୍କ ଅପେକ୍ଷାରେ ପୋଲିଂ ଅଧିକାରୀ

ଲୋଇସିଂହା,୨୦।୫(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ହୀରାପୁର ପଞ୍ଚାୟତ ସଦର ଗାଁ ହୀରାପୁର ଓ ବାରଡୋଲ ଗ୍ରାମବାସୀ ଲୋୟର ସୁକତେଲ ପ୍ରକଳ୍ପରୁ ଜଳସେଚନ ଓ ରେଲୱେ...

ସକାଳ ୯ଟା ସୁଦ୍ଧା ବରଗଡ଼ ଜିଲାରେ ମତଦାନ ହାର:ଭଟଲିରେ ସର୍ବାଧିକ, ବିଜେପୁରରେ ସର୍ବନିମ୍ନ

ବରଗଡ଼,୨୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ର ଗୁଡିକରେ ମତଦାତାଙ୍କ ଲମ୍ବା ଧାଡ଼ି...

ଚାଲିଛି ଗଣତନ୍ତ୍ରର ମହାପର୍ବ: ଭୋଟ ଦେବାକୁ ପ୍ରବଳ ଭିଡ଼

ଫୁଲବାଣୀ, ୨୦।୫(ରାକେଶ କୁମାର ରାଉତ):ସାଧାରଣ ନିର୍ବାଚନର ଦିତୀୟ ପର୍ଯ୍ୟାୟରେ କନ୍ଧମାଳ ସଂସଦୀୟ କ୍ଷେତ୍ରରେ ଭୋଟ ଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ସକାଳ ୭ଟାରୁ ଭୋଟ ଦାନ...

ମହାନଦୀ ପ୍ରସଙ୍ଗରେ ଭାଜପାକୁ ଟାର୍ଗେଟ କଲେ ପାଣ୍ଡିଆନ

ଭୁବନେଶ୍ୱର,୨୦।୫: ପୁଣି ଭିଡିଓ ଜାରି କରି ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ଏଥିରେ ସେ ମହାନଦୀକୁ ପ୍ରସଙ୍ଗ କରି...

ସସ୍ତ୍ରୀକ ଭୋଟ୍‌ ଦେଲେ କଂଗ୍ରେସ ପ୍ରାର୍ଥୀ ନିପନ ଦାଶ

ବରଗଡ଼,୨୦ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବା ଧାଡ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri