ଆଉ ୮ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, ଜାଣନ୍ତୁ କାହାକୁ ମିଳିଲା ଟିକେଟ…

ଭୁବନେଶ୍ୱର,୨୭।୪: ଭାଜପା ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏଥିରେ ତେଲକୋଇରୁ ଫକୀର ମୋହନ ନାଏକ, ଚମ୍ପୁଆରୁ ମୁରଲୀ ମନୋହର ଶର୍ମା, ବସ୍ତାରୁ ରବିନ୍ଦ୍ର ଅଣ୍ଡିଆ , ବାସୁଦେବପୁରରୁ ବାଣୀକଲ୍ୟାଣ ମହାନ୍ତି, ହିନ୍ଦୋଳରୁ ସୀମାରାଣୀ ନାୟକ, ସାଲେପୁରରୁ ଅରିନ୍ଦମ ରାୟ, କେନ୍ଦ୍ରାପଡ଼ାରୁ ଗୀତାଞ୍ଜଳି ସେଠୀ, ଖୋର୍ଦ୍ଧାରୁ ପ୍ରଶାନ୍ତ କୁମାର ଜଗଦ୍ଦେବଙ୍କୁ ଟିକେଟ ମିଳିଛି।

Image

 

 


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୧: ବାଂଲାଦେଶର ବର୍ତ୍ତମାନର ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ମଙ୍ଗଳବାର (ଜାନୁଆରୀ ୨୦, ୨୦୨୬) ସେଠାରେ ନିଯୁକ୍ତ ଭାରତୀୟ ଅଧିକାରୀଙ୍କ ପରିବାରକୁ ଫେରାଇ ନେବାକୁ...

ମୋଦି କ୍ୟାବିନେଟର ଦୁଇଟି ବଡ଼ ନିଷ୍ପତ୍ତି, ଅଟଳ ପେନସନ ପାଣ୍ଠିକୁ ମଞ୍ଜୁରୀ, ଦ୍ୱିତୀୟ ପ୍ରମୁଖ ନିଷ୍ପତ୍ତି ବିଷୟରେ ଜାଣନ୍ତୁ

ନୂଆଦିଲ୍ଲୀ,୨୧।୧: ମୋଦି କ୍ୟାବିନେଟ ବୁଧବାର (୨୧ ଜାନୁଆରୀ) ଦିନ ଭାରତୀୟ କ୍ଷୁଦ୍ର ଶିଳ୍ପ ବିକାଶ ବ୍ୟାଙ୍କକୁ ଇକ୍ୱିଟି ସହାୟତା ମଞ୍ଜୁର କରିଛନ୍ତି। ଏହା ଅଟଳ ପେନସନ...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri