କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା ପାଇଁ ଶନିବାର ତାଙ୍କ ନାଁ ସୁପାରିସ କରିଛି ପ୍ରଦେଶ କଂଗ୍ରେସ। ଏନେଇ ଏଆଇସିସିକୁ ପ୍ରସ୍ତାବ ଦିଆଯାଇଛି। ଏଆଇସିସି ବିଧିବଦ୍ଧ ନିଷ୍ପତ୍ତି ନେବ ବୋଲି କଂଗ୍ରେସ ପ୍ରଭାରୀ ଅଜୟ କୁମାର ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ମହମ୍ମଦ ମୋକିମ୍‌ ୨୦୧୯ ନିର୍ବାଚନରେ କଂଗ୍ରେସରୁ କଟକ-ବାରବାଟୀ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ହେଲେ ସେ ଓଆରଏଚ୍‌ଡିସି ଦୁର୍ନୀତି ମାମଲାରେ ଛନ୍ଦି ହୋଇପଡ଼ିଥିଲେ। ୨୦୨୪ ନିର୍ବାଚନରେ ପ୍ରାର୍ଥୀ ହେବା ନେଇ ଆଶଙ୍କା ଦେଖାଦେଇଥିଲା। ଯେଉଁଥିପାଇଁ ତାଙ୍କ ସ୍ଥାନରେ ଝିଅ ସୋଫିଆ ନିର୍ବାଚନ ମଇଦାନକୁ ଓହ୍ଲାଇ ପାରନ୍ତି ବୋଲି ଏକପ୍ରକାର ସ୍ପଷ୍ଟ ହୋଇଗଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

ଦିଗପହଣ୍ଡିରେ ‘ଆସ ସ୍କୁଲ ଯିବା’ ସଚେତନତା ସଭା ଅନୁଷ୍ଠିତ

ଦିଗପହଣ୍ଡି,୨୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ୟାପୀଠ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ‘ଆସ ସ୍କୁଲ ଯିବା’ ସଚେତନତା ସଭା ସୋମବାର...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

ଡାକକୋଟା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ‘ପିଏମ୍ ଶ୍ରୀ ଉତ୍ସବ’ ପାଳିତ

ଥୁଆମୂଳ ରାମପୁର,୨୨।୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ଡାକକୋଟା ସ୍ଥିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ‘ପିଏମ୍ ଶ୍ରୀ...

ପରିମଳ କର୍ମଚାରୀଙ୍କ ଅନର୍ଦ୍ଦିିଷ୍ଟ କାଳ କାର୍ଯ୍ୟବନ୍ଦ ଆନ୍ଦୋଳନ

କବିସୂର୍ଯ୍ୟନଗର,୨୨ା୧୨(କୃପାସିନ୍ଧୁ ସ୍ୱାଇଁ): ୧୦ ମାସର ବକେୟା ଦରମା ପ୍ରଦାନ ଓ ଛଟେଇ ନିଷ୍ପତ୍ତି ପ୍ରତ୍ୟାହାର ଦାବିନେଇ କବିସୂର୍ଯନଗର ଏନ୍‌ଏସିର ପରିମଳ କର୍ମଚାରୀମାନେ ଅନର୍ଦ୍ଦିିଷ୍ଟ କାଳ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri