ପୁଣି ସୀମାନ୍ତ ଗାଁରେ ଆଧାର କାର୍ଡ ଅପଡେଟ୍‌ କରିବାକୁ ଆନ୍ଧ୍ରର ପ୍ରଚେଷ୍ଟା, ଓଡ଼ିଶା ସରକାରଙ୍କୁ ଏକପ୍ରକାର ଖୋଲା ଚ୍ୟାଲେଞ୍ଜ…

ପଟ୍ଟାଙ୍ଗି,୨୯।୧(ଶରତ କୁମାର ଧଳ): ଓଡ଼ିଶାର ସୀମାନ୍ତ ଗ୍ରାମରେ ପଡୋଶୀ ଆନ୍ଧ୍ର ଅନୁପ୍ରବେଶ କରି ଲୋକଙ୍କୁ ପ୍ରଲୋଭିତ କରୁଥିଲେ ମଧ୍ୟ ଏହାର ପ୍ରଭାବ ଓଡିଶା ଉପରେ ପଡୁନାହିଁ । ଏହିପରି ଦୃଶ୍ୟ ପୁଣି କୋରାପୁଟ ଜିଲାର…

ସ୍ବାସ୍ଥ୍ୟସେବାରେ ଅବଦାନ ପାଇଁ ପୁରସ୍କୃତ ହେଲେ କର୍ମଚାରୀ

ଭବାନୀପାଟଣା,୨୯ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ହଲଠାରେ ଜିଲାସ୍ତରୀୟ ଆଶା, ଗାଁ କଲ୍ୟାଣ ସମିତି, ମହିଳା ଆରୋଗ୍ୟ ସମିତି ଏବଂ ଜନ ଆରୋଗ୍ୟ ସମିତି ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସ୍ବାସ୍ଥ୍ୟ…

ଚାଇନାର ବଡ଼ କାର୍ଯ୍ୟାନୁଷ୍ଠାନ: ‘ମିଙ୍ଗ୍ ଫ୍ୟାମିଲି’ର ୧୧ ଜଣଙ୍କୁ ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ,୨୯।୧: ଅନଲାଇନ୍ ସ୍କାମ୍ ସିଣ୍ଡିକେଟକୁ ବଡ ଝଟକା ଦେଲେ ଚାଇନା ସରକାର । ମ୍ୟାନ୍‌ମାରରେ ଚାଲିଥିବା ବିଶ୍ୱସ୍ତରୀୟ ଏହି ଅପରାଧିକ ସିଣ୍ଡିକେଟ୍ ବିରୋଧରେ ଚାଇନା ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ବିଲିୟନ…

ବୟକଟ ଖେଳ ଶେଷ: ୨ରେ କଲମ୍ବୋରେ ପହଞ୍ଚିବ ପାକିସ୍ତାନ ଦଳ

ଲାହୋର,୨୯ା୧: ଆସନ୍ତା ୭ ତାରିଖରୁ ଆରମ୍ଭ ହେବାକୁ ଥିବା ଟି୨୦ ବିଶ୍ୱକପ ଲାଗି ପାକିସ୍ତାନ ଦଳ ଆସନ୍ତା ୨ ତାରିଖରେ ଶ୍ରୀଲଙ୍କାର କଲମ୍ବୋ ଅଭିମୁଖେ ଯାତ୍ରା କରିବ ବୋଲି ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)…

ମୁଣ୍ଡକୁ ଚଢ଼ିଗଲା ରାଗ, ପାରିବାରିକ ବିବାଦ ପରେ ସ୍ତ୍ରୀଙ୍କ ବେକ-ମୁଣ୍ଡକୁ ହାଣିଦେଲେ ସ୍ବାମୀ  

ରାୟଗଡା,୨୯।୧(ଆଶିଷ ରଞ୍ଜନ ପଣ୍ଡା)- ପାରିବାରିକ ବିବାଦରୁ ପତ୍ନୀକୁ ହତ୍ୟା କଲା ସ୍ବାମୀ। ରାୟଗଡା ଜିଲା କୁମ୍ବିକୋଟା ଫାଣ୍ଡି ଅଞ୍ଚଳରେ ପତ୍ନୀ ଶୋଇଥିବା ବେଳେ ସ୍ବାମୀ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଭଳି ଅଭାବନୀୟ ଘଟଣା…

୨୦ ଲକ୍ଷ ଟଙ୍କା ଆତ୍ମସାତ: ସମବାୟ ସମିତିର ପୂର୍ବତନ ସମ୍ପାଦକ ଗିରଫ

ବାଲେଶ୍ୱର,୨୯।୧: ସରକାରୀ ଟଙ୍କା ହେରଫେର କରି ଗିରଫ ହେଲେ ସମବାୟ ସମିତିର ପୂର୍ବତନ ସମ୍ପାଦକ। ଫସଲ ବୀମା ଯୋଜନାରେ ବ୍ୟାପକ ସରକାରୀ ଅର୍ଥ ହରିଲୁଟ କରିବା ଅଭିଯୋଗରେ ଭିଜିଲାନ୍ସ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ…

ଭୁବନେଶ୍ୱରରେ ଡେଲିଭରି ବୟଙ୍କୁ ମାରି ଫିଙ୍ଗିଦେଲେ ! ବିଲ ଭିତରୁ ମୃତଦେହ ଉଦ୍ଧାର

ଭୁବନେଶ୍ୱର,୨୯।୧(ତ୍ରିନାଥ ମହାନ୍ତି): ମଞ୍ଚେଶର ଥାନା ଅନ୍ତର୍ଗତ ପାଣ୍ଡରା ନିକଟରେ ଥିବା ବିଲ ମଝିର ଏକ ପାଚେରୀ କଡ଼ରୁ ଜଣେ ଡେଲିଭରୀ ବଏଙ୍କ ସନ୍ଦେହ ଜନକ ମୃତଦେହ ଜବତ ହୋଇଛି। ବେକରେ ଗାମୁଛା ବନ୍ଧା ହୋଇ ଏକ ଗଛରେ ଝୁଲୁଥିବାର ଦେଖିବାକୁ ମିଳିଛି।…

ଯୌତୁକ ପାଇଁ ଗର୍ଭବତୀ ମହିଳା କମାଣ୍ଡୋଙ୍କୁ ଡମ୍ବେଲ୍‌ରେ ପିଟି ପିଟି ହତ୍ୟା କଲେ ସ୍ୱାମୀ

ନୂଆଦିଲ୍ଲୀ,୨୯।୧: ରାଜଧାନୀ ଦିଲ୍ଲୀରୁ ଏକ ଲୋମ ଟାଙ୍କୁରା ଘଟଣା ସାମ୍ନାକୁ ଆସିଛି। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍‌ରେ କାର୍ଯ୍ୟରତ ୨୭ ବର୍ଷୀୟା ମହିଳା କମାଣ୍ଡୋ କାଜଲଙ୍କୁ ତାଙ୍କ ସ୍ୱାମୀ ଡମ୍ବେଲ୍‌ରେ ପିଟି ପିଟି ନିର୍ମମ ଭାବେ ହତ୍ୟା କରିଥିବା ଅଭିଯୋଗ ହୋଇଛି।…

ଭିଜିଲାନ୍ସ ଜାଲରେ ଏସସିବି ମେଡିକାଲର ସହକାରୀ ପ୍ରଫେସର: ୨.୬୩ ଲକ୍ଷ ଟଙ୍କା ଜବତ

କଟକ,୨୯।୧: ଭିଜିଲାନ୍ସ ଜାଲରେ ପଡିଲେ ଏସସିବି ମେଡିକାଲର ଡାକ୍ତର ସନାତନ ବେହେରା। ଚିକିତ୍ସା ସରଞ୍ଜାମ ଯୋଗାଉଥିବା ବିଡରଙ୍କ ଠାରୁ ଲାଞ୍ଚ ନେଇ ଧରାପଡିଲେ। ଗୁରୁବାର ଅପରାହ୍ନରେ ତାଙ୍କ ନିକଟରୁ ୨,୬୩,୦୦୦ ଟଙ୍କା ସନ୍ଦେହଜନକ ନଗଦ ଅର୍ଥ ଜବତ କରାଯାଇଛି। ହେପାଟୋଲୋଜି ବିଭାଗର…

‘ଡିଜିଟାଲ୍ ନିଶା’ରେ ଭାରତୀୟ ଯୁବପିଢ଼ି: ଚିନ୍ତା ପ୍ରକଟ କଲେ ସରକାର

ନୂଆଦିଲ୍ଲୀ,୨୯।୧: ଦିନକୁ ଦିନ ଭାରତୀୟ ଯୁବପିଢ଼ିଙ୍କ ଡିଜିଟାଲ ନିଶା ବଢ଼ିବାରେ ଲାଗିଛି। ସଂସଦରେ ଉପସ୍ଥାପିତ ଅର୍ଥନୈତିକ ସର୍ଭେ ୨୦୨୫-୨୬ ରିପୋର୍ଟରେ ଏହି ଧାରାକୁ ‘ଉଦ୍‌ବେଗଜନକ’ ବୋଲି ଦର୍ଶାଯାଇଛି। ବିଶେଷ କରି ଶିଶୁ ଏବଂ କିଶୋରମାନଙ୍କ ମଧ୍ୟରେ ଦ୍ରୁତ ଗତିରେ ବଢୁଥିବା ଡିଜିଟାଲ୍…

ଭାରତରେ ନୂଆ ମାଇଲଖୁଣ୍ଟ ଅତିକ୍ରମ କଲା ଡିଜିଟାଲ୍ ବିପ୍ଳବ: ୬୧% ବ୍ୟବହାରକାରୀ ଦେଖୁଛନ୍ତି ସର୍ଟ-ଭିଡିଓ

ନୂଆଦିଲ୍ଲୀ,୨୯।୧: ଭାରତରେ ଡିଜିଟାଲ୍ ବିପ୍ଳବ ଏକ ନୂଆ ମାଇଲଖୁଣ୍ଟ ଅତିକ୍ରମ କରିଛି। ‘ଇଣ୍ଟରନେଟ୍ ଆଣ୍ଡ ମୋବାଇଲ୍ ଆସୋସିଏସନ୍ ଅଫ୍ ଇଣ୍ଡିଆ’ (IAMAI) ରିପୋର୍ଟ ଅନୁଯାୟୀ, ୨୦୨୫ ସୁଦ୍ଧା ଭାରତରେ ସକ୍ରିୟ ଇଣ୍ଟରନେଟ୍ ବ୍ୟବହାରକାରୀଙ୍କ ସଂଖ୍ୟା ୯୫ କୋଟି ଟପିଛି। ଭାରତର ମୋଟ…

ନୂଆ UGC ନିୟମରେ ରୋକ ଲଗାଇଲେ ସୁପ୍ରିମକୋର୍ଟ, ସିଜେଆଇ କହିଲେ…

ନୂଆଦିଲ୍ଲୀ,୨୯ା୧: ସୁପ୍ରିମକୋର୍ଟ ନୂଆ ୟୁଜିସି ନିୟମକୁ ଚ୍ୟାଲେଞ୍ଜ କରି ଆଜି ଅର୍ଥାତ୍‌ ଜାନୁଆରୀ ୨୯ରେ ଆବେଦନଗୁଡ଼ିକର ଶୁଣାଣି କରି ସ୍ଥଗିତାଦେଶ ଜାରି କରିଛନ୍ତି। ଶୁଣାଣି ସମୟରେ ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ  ମନ୍ତବ୍ୟ ଦେଇଥିଲେ ଯେ, ଆମକୁ ଏକ ଜାତିହୀନ ସମାଜ ଆଡ଼ିକୁ…

Economic Survey 2026: ବଜେଟ୍ ପୂର୍ବରୁ ଖୁସିଖବର, ଜିଡିପି ଅଭିବୃଦ୍ଧି…

ନୂଆଦିଲ୍ଲୀ,୨୯।୧: କେନ୍ଦ୍ରୀୟ ବଜେଟ ପୂର୍ବରୁ ସଂସଦରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପିତ ହୋଇଛି । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏହାକୁ ଉପସ୍ଥାପନ କରିଛନ୍ତି । ଏହି ଗୁରୁତ୍ୱପୂର୍ଣ୍ଣ ଦଲିଲ୍ ସ୍ପଷ୍ଟ ଭାବରେ ସୂଚିତ କରୁଛି ଯେ ବିଶ୍ୱସ୍ତରୀୟ ଚ୍ୟାଲେଞ୍ଜ ସତ୍ତ୍ୱେ ଭାରତର ଅଭିବୃଦ୍ଧି…

‘Reform, Perform, and Transform…’ ବଜେଟ ପୂର୍ବରୁ ଦେଶକୁ କି ବାର୍ତ୍ତା ଦେଲେ ମୋଦି? ଜାଣନ୍ତୁ ସବିଶେଷ ତଥ୍ୟ

ନୂଆଦିଲ୍ଲୀ,୨୯।୧: ଦେଶର ରାଜନୈତିକ ଏବଂ ଅର୍ଥନୈତିକ ଦିଗ ନିର୍ଣ୍ଣୟ କରୁଥିବା ସଂସଦର ବଜେଟ ଅଧିବେଶନ ଆରମ୍ଭ ହୋଇଛି। ଏହି ଅଧିବେଶନରେ ଅନେକ ଗୁରୁତ୍ୱପୂର୍ଣ୍ଣ ବିଲ, ପ୍ରମୁଖ ଅର୍ଥନୈତିକ ନିଷ୍ପତ୍ତି ଏବଂ ସରକାର ଏବଂ ବିରୋଧୀ ଦଳ ମଧ୍ୟରେ ଉଷ୍ମ ବିତର୍କ ହେବ।…

ପଞ୍ଚଭୂତରେ ବିଲୀନ ହେଲେ ଅଜିତ ପାୱାର, ମୁଖାଗ୍ନି ଦେଲେ…

ମୁମ୍ବାଇ,୨୯।୧: ମହାରାଷ୍ଟ୍ରର ପୁଣେ ଜିଲାର ବାରାମତିର ବିଦ୍ୟା ପ୍ରତିଷ୍ଠାନରେ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଶେଷ କୃତ୍ୟ ସମ୍ପନ୍ନ ହୋଇଛି। ବୁଧବାର ବାରାମତି ବିମାନବନ୍ଦର ନିକଟରେ ରନୱେରୁ ମାତ୍ର ୨୦୦ ମିଟର ଦୂରରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହେବାରୁ ଅଜିତଙ୍କ ମୃତ୍ୟୁ…

ଏହି ୩ IASଙ୍କୁ ମିଳିବ ଏସିଏସ୍‌ ପାହ୍ୟା: ଖୁବ୍‌ଶୀଘ୍ର IAS ସ୍ତରରେ ହେବ ବଡ଼ଧରଣର ଅଦଳବଦଳ

ଭୁବନେଶ୍ୱର,୨୯ା୧(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ୩ ଜଣ ବରିଷ୍ଠ ଭାରତୀୟ ପ୍ରଶାସନିକ ସେବା(ଆଇଏଏସ୍‌) ଅଧିକାରୀଙ୍କୁ ଖୁବ୍‌ଶୀଘ୍ର ଅତିରିକ୍ତ ମୁଖ୍ୟ ଶାସନ ସଚିବ(ଏସିଏସ୍‌) ପାହ୍ୟା ମିଳିବ। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଗୋପବନ୍ଧୁ ଏକାଡେମୀର ଡାଇରେକ୍ଟର ଜେନେରାଲ ତଥା…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୮ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଜାନୁଆରୀ ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri