Posted inରାଜ୍ୟ

ତାତିରୁ ଆଶ୍ବସ୍ତି ଆଣିଦେବ କାଳବୈଶାଖୀ, ପୂର୍ବାନୁମାନ କଲା ପାଣିପାଗ ବିଭାଗ

ଭୁବନେଶ୍ୱର, ୨୭।୪: ରାଜ୍ୟରେ ସୂର୍ଯ୍ୟଦେବଙ୍କ ପ୍ରକୋପ ଜାରି ରହିଛି। ସକାଳ ୮ ଟା ଡେଇଁଲେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର ଆକଳନ ଅନୁଯାୟୀ ଆସନ୍ତ ୩ ଦିନ ପର୍ଯ୍ୟନ୍ତ ଏଥିରୁ ତ୍ରାହି ମିଳିବାର ନାହିଁ। ତେବେ ଆସନ୍ତା ୨ ତାରିଖରେ କିଛି ଜିଲାରେ କାଳବୈଶାଖୀ ସହ ସ୍ବଳ୍ପ ଧରଣର ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି।

ଏହା ପୂର୍ବରୁ ୨୯ ତାରିଖରେ କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା ଏବଂ କୋରାପୁଟ ଜିଲାର କିଛି ସ୍ଥାନରେ କାଳବୈଶାଖୀ ସାଙ୍ଗକୁ କିଛି କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ କିଛି ସ୍ଥାନରେ ବର୍ଷା ମଧ୍ୟ ହୋଇପାରେ।

ଜଳୁଛି ସାରା ଓଡ଼ିଶା। ପଶ୍ଚିମା ଓ ଉତ୍ତର-ପଶ୍ଚିମା ଶୁଷ୍କ ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆସନ୍ତା ୪ଦିନ ରାଜ୍ୟରେ ତାତିରୁ ନିସ୍ତାର ନାହିଁ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ରବିବାର ବିଭାଗ ପକ୍ଷରୁ ଭୀଷଣ ଗରମ ହେବା ନେଇ ୮ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି।

ସେହିଭଳି ସୋମବାର ପାଇଁ ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ଖୋର୍ଦ୍ଧା, ନୟାଗଡ, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ, କେନ୍ଦୁଝର, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, ମୟୁରଭଞ୍ଜ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ପ୍ରତିକ ଯାଦବଙ୍କ ବିସ୍ଫୋରକ ପୋଷ୍ଟ ପରେ ବି ଚୁପ ଅଛନ୍ତି ଅପର୍ଣ୍ଣା, ଇନଷ୍ଟ୍ରାଗ୍ରାମରେ ଭାଜପା ଅଧ୍ୟକ୍ଷଙ୍କୁ ଜଣାଇଲେ ଶୁଭେଚ୍ଛା

ଲକ୍ଷ୍ନୌ,୨୧।୧: ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବ ଏବଂ ତାଙ୍କ ପତ୍ନୀ, ଉତ୍ତର ପ୍ରଦେଶ ରାଜ୍ୟ ମହିଳା କମିଶନର ଉପାଧ୍ୟକ୍ଷ...

ଟ୍ରେନରେ ମୋବାଇଲ ହଜି ଯାଇଛି କି? ମିଳିବ ଏମିତି, ସରକାର କହିଲେ ଟ୍ରିକ୍‌

ନୂଆଦିଲ୍ଲୀ,୨୧।୧: ଯଦି ଟ୍ରେନରେ କିମ୍ୱା ଷ୍ଟେସନରେ ଯାତ୍ରା କରିବା ସମୟରେ ଆପଣଙ୍କର ମୋବାଇଲ ଫୋନ ହଜିଯାଏ କିମ୍ୱା ଚୋରି ହୋଇଯାଏ, ତେବେ ଏହାକୁ ଫେରି ପାଇବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri