ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ ଭିତରେ ପ୍ରଧାନମନ୍ତ୍ରୀ ମଧ୍ୟ ପ୍ରତିଦିନ ଘନଘନ ରାଲି କରୁଛନ୍ତି ଏବଂ ବିଭିନ୍ନ ଗଣମାଧ୍ୟମକୁ ସାକ୍ଷାତକାର ଦେଉଛନ୍ତି।
ଏହି କ୍ରମରେ ନିକଟରେ ଏକ ସାକ୍ଷାତକାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ପ୍ରସଙ୍ଗରେ ଏକ ବଡ଼ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି, ବିଜୁ ଜନତା ଦଳ ଆମକୁ ପ୍ରସଙ୍ଗ ଅନୁଯାୟୀ ସମର୍ଥନ ଦେଉଥିଲା। ଏଭଳି ଅନେକ ଦଳ ଆମକୁ ପ୍ରସଙ୍ଗ ଭିତ୍ତିକ ସମର୍ଥନ କରନ୍ତି। ବିଜେଡି ସହ ଆମର ସଂପର୍କ ରାଜ୍ୟରେ ସମ୍ପୂର୍ଣ୍ଣ ଭିନ୍ନ। ଓଡ଼ିଆ ଭାଷା ଏବଂ ଅସ୍ମିତା ଏବେ ସଂକଟରେ ରହିଛି। ଓଡ଼ିଶାବାସୀ ଏହାକୁ ଆଉ ବରଦାସ୍ତ କରିବେ ନାହିଁ। ଓଡ଼ିଶାରେ ଯେତେ ପ୍ରାକୃତିକ ସଂପଦ ଅଛି, ସେହି ଦୃଷ୍ଟିରୁ ରାଜ୍ୟ ଏବେ ନମ୍ବର ୧ ହେବା କଥା। କିନ୍ତୁ ଏବେ ରାଜ୍ୟର ସ୍ଥିତି ବିଷୟରେ ସମସ୍ତେ ଜାଣନ୍ତି। ତେଣୁ ରାଜ୍ୟରେ ଭାଜପା ସରକାରକୁ ଆସିବା ନିହାତି ଜରୁରୀ। ଭାଜପା ସରକାର ଗଢିଲେ ଆମେ ଓଡ଼ିଶାକୁ ଏକ ନୂଆ ଉଚ୍ଚତାକୁ ନେଇଯିବୁ ବୋଲି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ବିମାନ କର୍ମଚାରୀଙ୍କ ଖୋଲାଚିଠି ଭାଇରାଲ, ଏଥିରେ ଲେଖାଅଛି…

ନୂୂଆଦିଲ୍ଲୀ,୬ା୧୨: ଦେଶର ଅନେକ ବିମାନବନ୍ଦରରେ ବହୁ ବିମାନ ବାତିଲ ହେବା ପରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି କର୍ମଚାରୀମାନେ ଅସନ୍ତୋଷ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri