ଜନଗଣନା ପାଇଁ ପ୍ରସ୍ତୁତି ଜୋରଦାର: ଗଣନାକାରୀ, ପର୍ଯ୍ୟବେକ୍ଷକଙ୍କୁ ତାଲିମ

ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ ତାଲିମ କର୍ମଶାଳା ଆରମ୍ଭ ହୋଇଛି। ତହସିଲଦାର…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର ସ୍ବର୍ଣ୍ଣ ମନ୍ଦିର (Golden Temple) ପରିଦର୍ଶନ…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ ପୁଣି ଥରେ ସ୍ବାଭାବିକ ହେବାକୁ ଯାଉଛି।…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ ଘଟିଛି ହତ୍ୟା ଘଟଣା। ଗୁଣିଗାରେଡ଼ି ଓ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ବରଣ କରିଛନ୍ତି। ମୃତକ ଜଣକ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା ମିଳି ପାରିଲା ନାହିଁ। ଶେଷରେ ସୋମବାର…

ବଢ଼ିଲା ଗ୍ୟାସ୍‌ ଦର: ଜାଣନ୍ତୁ କେତେ ହେଲା ସିଲିଣ୍ଡର

ନୂଆଦିଲ୍ଲୀ,୧।୪:କମର୍ସିଆଲ LPG ଦର ବଢ଼ାଇଛନ୍ତି କେନ୍ଦ୍ର ସରକାର। କମର୍ସିଆଲ LPG ସିଲିଣ୍ଡର ପିଛା ଦର ୧୯୫ ଟଙ୍କା ୫୦ ପଇସା ବୃଦ୍ଧି ହୋଇଛି। ନୂଆଦିଲ୍ଲୀରେ ୧୯ କେଜି କମର୍ସିଆଲ LPG ଦର ୨୦୭୮ ଟଙ୍କା ୫୦ ପଇସାରେ ପହଞ୍ଚିଛି। ଭୁବନେଶ୍ୱରରେ ୧୯…

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ ବୟସ ୨୦୨୬ ଏପ୍ରିଲ ୧ ସୁଦ୍ଧା ୨୧ ବର୍ଷରୁ ୬୦ ବର୍ଷ ମଧ୍ୟରେ…

ଆଜିଠୁ ଜନଗଣନା: ଏପ୍ରିଲ ୧ରୁ ଅଗଷ୍ଟ ୩୧ ମଧ୍ୟରେ…

ନୂଆଦିଲ୍ଲୀ,୧ା୪:ଜନଗଣନା-୨୦୨୭ ବୁଧବାରଠାରୁ ଆରମ୍ଭ ହେଉଛି। ପ୍ରତି ୧୦ ବର୍ଷରେ ଜନଗଣନା କରାଯାଉଥିବାବେଳେ ଶେଷଥର ପାଇଁ ୨୦୧୧ରେ ହୋଇଥିଲା। କୋଭିଡ୍‌ ମହାମାରୀକୁ ନେଇ ୨୦୨୧ରେ ଜନଗଣନା ସ୍ଥଗିତ ରହିଥିଲା। ଭାରତର ମହାପଞ୍ଜିକାର ତଥା ଜନଗଣନା ଆୟୁକ୍ତ ମୃତ୍ୟୁଞ୍ଜୟ କୁମାର ନାରାୟଣଙ୍କ ସୂଚନା ଅନୁଯାୟୀ,…

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା ଇଣ୍ଟରନ୍ୟାଶନାଲ ଆଟମିକ୍‌ ଏନର୍ଜି ଏଜେନ୍ସି (ଆଇଏଇଏ) ମଧ୍ୟ ଅଭିଯୋଗ ସମ୍ପର୍କର ସ୍ପଷ୍ଟ କରିନାହିଁ।…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା ସଂଘର୍ଷପୂର୍ଣ୍ଣ ମ୍ୟାଚରେ ଗୁଜରାଟ ଟାଇଟନ୍ସକୁ ୩ ଉଇକେଟରେ ପରାସ୍ତ କରିଛି। ଯୁବ ବ୍ୟାଟର…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ ନେଇ ବିବୃତି ରଖିବା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଆଶ୍ୱାସନା…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର ବନ୍ଧୁ ଦେଶମାନଙ୍କୁ ଏକ ଶକ୍ତ ସନ୍ଦେଶ ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି…

ନିର୍ବାଚନ ପରେ

ଭାରତୀୟ ଅର୍ଥନୀତି ଏକ ଖରାପ ସମୟ ଦେଇ ଗତି କରୁଛି। ୩୦ ମାର୍ଚ୍ଚରେ ଭାରତୀୟ ମୁଦ୍ରା ଖୁବ୍‌ ତଳକୁ ଯାଇ ଏକ ଆମେରିକୀୟ ଡଲାର ତୁଳନାରେ ବିନିମୟ ମୂଲ୍ୟ ୯୫ ଟଙ୍କା ୨୧ ପଇସାରେ ପହଞ୍ଚତ୍ଛି। ପଶ୍ଚିମ ଏସିଆରେ ଯୁଦ୍ଧଜନିତ ସଙ୍କଟ…

କେବେ ସରିବ ଇରାନ-ଇସ୍ରାଏଲ ଯୁଦ୍ଧ? ଇରାନ ପ୍ରଧାନମନ୍ତ୍ରୀ ଦେଲେ ବଡ଼ ଅପଡ଼େଟ୍

ତେହରାନ,୩୧।୩: ଇରାନ-ଇସ୍ରାଏଲ ବିବାଦ ଆରମ୍ଭ ହେବାର ଗୋଟିଏ ମାସ ବିତିଗଲାଣି, ତଥାପି ମିଶାଇଲ୍ ଏବଂ ଡ୍ରୋନର ଆକ୍ରମଣ କମିବାର କୌଣସି ସଙ୍କେତ ଦେଖାଯାଉନାହିଁ । ଆମେରିକା କିମ୍ବା ଇସ୍ରାଏଲ ପଛକୁ ହଟିବାକୁ ପ୍ରସ୍ତୁତ ନାହାଁନ୍ତି, ଏବଂ ଇରାନ ମଧ୍ୟ ପ୍ରତିଶୋଧ ନେବାକୁ…

ଇଣ୍ଡୋନେସିଆରେ ବୁଡ଼ିଲା ଡଙ୍ଗା, ୨୭ ନିଖୋଜ

ଜାକର୍ତ୍ତା,୩୧।୩: ଇଣ୍ଡୋନେସିଆର ଏକ ଦୁର୍ଗମ ଗ୍ରାମକୁ ଯାଉଥିବା ଏକ ଡଙ୍ଗା ଖରାପ ପାଗରେ ଫସିଯିବା ପରେ ବୁଡ଼ି ଯାଇଥିବା ଖବର ମିଳିଛିା। ଏହି ଘଟଣାରେ ୨୭ ଜଣ ଲୋକ ନିଖୋଜ ଅଛନ୍ତି, ଏବଂ ସେମାନଙ୍କୁ ଖୋଜିବା ପାଇଁ ଉଦ୍ଧାରକାରୀ ଦଳ ନିୟୋଜିତ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୩୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୯ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୬ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri