ଜସପ୍ରିତ ବୁମରା ଏବଂ ଅକ୍ଷର ପଟେଲଙ୍କ ଦରମା ବଢ଼ାଇବ BCCI, ମିଳିବ ଏତେ କୋଟି

ନୂଆଦିଲ୍ଲୀ,୧୮।୩: ଜସପ୍ରିତ ବୁମରାହ ଏବଂ ଅକ୍ଷର ପଟେଲ ନିରନ୍ତର ଭଲ ପ୍ରଦର୍ଶନ କରିଆସୁଛନ୍ତି । ଏହା ସତ୍ତ୍ୱେ, କେନ୍ଦ୍ରୀୟ ଚୁକ୍ତିନାମା ଅନୁଯାୟୀ ସେମାନଙ୍କର ଦରମା ହ୍ରାସ କରାଯାଇଥିଲା। ବର୍ତ୍ତମାନର ରିପୋର୍ଟ ଅନୁସାରେ ସେମାନଙ୍କ ଦରମା…

ବାଘ ଗାଈକୁ ମାରି ଖାଇବା ଘଟଣା ପରେ ବନ ବିଭାଗ ଲଗାଇଲା ୪ ଟ୍ରାପ କ୍ୟାମେରା

ମୋହନା,୧୮।୩( ମନ୍ମଥ ମିଶ୍ର ): ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ ପରେ ବୁଧବାର ଚନ୍ଦ୍ରଗିରି ବନାଞ୍ଚଳ ଅଧିକାରୀ ୪ ଗୋଟି…

କାଳବୈଶାଖୀ: ବର୍ଷା ସହ କୁଆପଥର ମାଡ଼

କୋକସରା,୧୮ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକର ଲଡୁଗାଁ, ବରାଡଙ୍ଗା, ଆମପାଣି ପଞ୍ଚାୟତ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା ହୋଇଛି। ରାସ୍ତାରେ ୪/୫ ଇଞ୍ଚର କୁଆପଥର ଆସ୍ତରଣ ଦେଖିବାକୁ…

ଇରାନକୁ ସାହାଯ୍ୟର ହାତ ବଢାଇଲା ଭାରତ, ଯୁଦ୍ଧ ପାଇଁ ପଠାଇଲା…ଚମକି ପଡିଲା ଆମେରିକା!

ନୂଆଦିଲ୍‌ଲୀ,୧୮।୩: ଭାରତ ଇରାନକୁ ସହାୟତା ପ୍ରଦାନ କରିଛି, ଯାହା ବର୍ତ୍ତମାନ ଆମେରିକା ଏବଂ ଇସ୍ରାଏଲ ସହିତ ବିବାଦରେ ଫସି ଯାଇଛି। ଭାରତରୁ ଚିକିତ୍ସା ସହାୟତାର ପ୍ରଥମ ପଠାଣ ଇରାନୀ ରେଡ କ୍ରିସେଣ୍ଟ ସୋସାଇଟିକୁ ହସ୍ତାନ୍ତର…

ଆତ୍ମବିଶ୍ୱାସ ରହିଲେ ସଫଳତା ମିଳିବ, ଛାତ୍ରୀଛାତ୍ରଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରି…

ଭଞ୍ଜନଗର,୧୮ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଶିକ୍ଷା ବିଭାଗ ଯୁକ୍ତ ୩ ଶେଷବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯିବା ସହ ଏକ ପାଠଚକ୍ର ଅନୁଷ୍ଠିତ ହୋଇଥିଲା।…

ହରମୁଜରେ ଫସିଗଲା ଭାରତର ୨୩୦୦ କୋଟି ଟଙ୍କାର LPG, ଆସିବାକୁ ଲାଗିବ…

ନୂଆଦିଲ୍ଲୀ,୧୮।୩: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ, ଭାରତର ଏଲପିଜି ସଙ୍କଟ ଆହୁରି ଗମ୍ଭୀର ହେବାରେ ଲାଗିଛି। କଳାବଜାରୀ ଏବଂ ଗଚ୍ଛିତ ରଖିବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏହା…

ଆମକୁ ଭଲ ପାଉଥିଲେ, କିନ୍ତୁ ମୋଦିଙ୍କୁ ବିବାହ କଲେ: ସଂସଦରେ କାହାକୁ ଏମିତି କହିଲେ ଖାର୍ଗେ

ନୂଆଦିଲ୍ଲୀ,୧୮।୩: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଅବସରପ୍ରାପ୍ତ ରାଜ୍ୟ ସଭା ଏମ୍‌ପିମାନଙ୍କୁ ବିଦାୟ ଦେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ରାଜନୀତି ଏବଂ ସାର୍ବଜନୀନ ଜୀବନରେ କାମ କରୁଥିବା ଲୋକମାନେ କେବେ କ୍ଳାନ୍ତ ହୁଅନ୍ତି ନାହିଁ କିମ୍ବା ପ୍ରକୃତରେ ଅବସର…

ଖାର୍ଗେଙ୍କୁ ପ୍ରଶଂସା କଲେ ମୋଦି: ସଂସଦରେ ଖେଲିଗଲା…

ନୂଆଦିଲ୍ଲୀ,୧୮।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାରେ ବିଦାୟୀ ସଂସଦ ସଦସ୍ୟମାନଙ୍କୁ ସମ୍ବୋଧିତ କରିଥିଲେ। ତାଙ୍କ ଭାଷଣରେ ସେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ, ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ.ଡି. ଦେବଗୌଡା ଏବଂ ଶରଦ ପାୱାରଙ୍କ ବିଷୟରେ ବିଶେଷ ଉଲ୍ଲେଖ କରିଥିଲେ।…

ଶେଷରେ ପୁଟିନଙ୍କ ସହ ଡିଲ୍‌ କରିବେ ଟ୍ରମ୍ପ! ଆଗକୁ ଯୁଦ୍ଧରେ ନୂଆ ମୋଡ…

ନୂଆଦିଲ୍ଲୀ,୧୮।୩: ମଧ୍ୟପ୍ରାଚ୍ୟରେ ହର୍ମୁଜକୁ ନେଇ ବୃଦ୍ଧି ପାଉଥିବା ଉତ୍ତେଜନା କେବଳ ତୈଳ ବଜାରକୁ ନୁହେଁ ବରଂ ବିଶ୍ୱ ରାଜନୀତିକୁ ମଧ୍ୟ ଦୋହଲାଇ ଦେଇଛି। ଏହି ସମୟରେ, ନାଟୋ ରାଷ୍ଟ୍ରଗୁଡ଼ିକ ପ୍ରତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବଢ଼ୁଥିବା ହତାଶା ଏବେ ସିଧାସଳଖ…

ଗୋଡ଼ ଖସିବ

ଆମେରିକା-ଇସ୍ରାଏଲ ମିଳିତ ଭାବେ ଇରାନ୍‌ ସହିତ ଯୁଦ୍ଧ କରୁଛନ୍ତି। ଇସ୍ରାଏଲ-ହମାସ୍‌ ସଂଘର୍ଷ ପ୍ରାୟ ଅଢ଼େଇ ବର୍ଷ ଧରି ଚାଲିଥିବା ବେଳେ ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ୪ ବର୍ଷ ଅତିକ୍ରମ କରିଗଲାଣି। ଇରାନ୍‌ ସହିତ ଲାଗି ରହିଥିବା ଯୁଦ୍ଧର ବ୍ୟାପକ ରୂପ ସହିତ ସିଧାସଳଖ…

୨୧ ଯାଏ ଝଡ଼ବର୍ଷା: ୬ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୩(ବନ୍ଦନା ସେଠୀ):ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ। ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ଓ ଝଟକା ପବନ ଅନୁଭୂତ ହେବ। ଏନେଇ ମଙ୍ଗଳବାର ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ…

ମଧ୍ୟପ୍ରାଚ୍ୟ ଯୁଦ୍ଧ ଅର୍ଗଳିରୁ ବାହାରିଆସିଲା ‘ନନ୍ଦାଦେବୀ’: ଚର୍ଚ୍ଚାରେ ଓଡ଼ିଆ ପୁଅ କ୍ୟାପ୍‌ଟେନ ଧୀରଜ ଅଗ୍ରୱାଲ

ବଲାଙ୍ଗୀର,୧୮ା୩(ବୀରେନ୍ଦ୍ର କୁମାର ଝାଙ୍କର):ମଧ୍ୟପ୍ରାଚ୍ୟରେ ଏବେ ଯୁଦ୍ଧର ଘନଘଟା। ଇରାନ୍‌-ଇସ୍ରାଏଲ-ଆମେରିକାର ଘମାଘୋଟ ଲଢ଼େଇ ା ଠିକ୍‌ ଏତିକିବେଳେ ଅତ୍ୟନ୍ତ ସମ୍ବେଦନଶୀଳ ମଧ୍ୟପ୍ରାଚ୍ୟର ହର୍ମୁଜ୍‌ ପ୍ରଣାଳୀ (ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌)ରେ ଅଟକି ରହିଥିଲା ଭାରତର ୨ ଏଲ୍‌ପିଜି ବୋଝେଇ ଜାହାଜ ‘ନନ୍ଦାଦେବୀ’ ଓ ‘ଶିବାଲିକ୍‌’।…

‘ମୋର ବିଜୟ କି ଲାଭ ଯଦି ଲଦାଖ ହାରିଯାଏ?’ ଜେଲରୁ ମୁକୁଳିବା ପରେ ମୁହଁ ଖୋଲିଲେ ସୋନମ ୱାଙ୍ଗଚୁକ

ୱାଶିଂଟନ,୧୭।୩: ପ୍ରାୟ ୧୭୦ ଦିନ କାରାଗାରରେ ବିତାଇବା ପରେ ଶନିବାର ଜେଲରୁ ମୁକୁଳିଛନ୍ତି ଲଦାଖର ବିଶିଷ୍ଟ ଶିକ୍ଷାବିତ୍ ତଥା ପରିବେଶ କର୍ମୀ ସୋନମ ୱାଙ୍ଗଚୁକ। କେନ୍ଦ୍ର ସରକାର ତାଙ୍କ ବିରୋଧରେ ଲାଗିଥିବା କଠୋର ଜାତୀୟ ସୁରକ୍ଷା ଆଇନ (NSA) ପ୍ରତ୍ୟାହାର କରିବା…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ କର୍ପୋରେସନ (PNSC)ର ମୁଖପାତ୍ର ଫାରୁକ ନିଜାମି କହିଛନ୍ତି ଯେ ପ୍ରାୟ 109,990 ଟନ…

ଇସ୍ରାଏଲ ଚାପରେ ଇରାନ ସହ ଯୁଦ୍ଧ ଆରମ୍ଭ କରିଛି ଆମେରିକା: ଇସ୍ତଫା ଦେଲେ ଟ୍ରମ୍ପଙ୍କ…

ୱାଶିଂଟନ,୧୭।୩: ଆମେରିକା ପ୍ରଶାସନରେ ଏକ ବଡ଼ ଧରଣର ବିଭ୍ରାଟ ଦେଖାଦେଇଛି। ଇରାନ ସହ ଚାଲିଥିବା ଯୁଦ୍ଧକୁ ବିରୋଧ କରି ଡୋନାଲ୍ଡ ଟ୍ରମ୍ପଙ୍କ ନ୍ୟାସନାଲ କାଉଣ୍ଟର ଟେରରିଜମ ସେଣ୍ଟର (NCTC) ର ନିର୍ଦ୍ଦେଶକ ଜୋ କେଣ୍ଟ ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି। ଇସ୍ରାଏଲ…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୧୪୫ତମ ରାଜ୍ୟସ୍ତରୀୟ ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ବୈଠକରେ ୨୩ଟି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୭ ମାର୍ଚ୍ଚ, ୨୦୨୬ )

View
Odisha: Today’s pics March 16, 2026

View
ଓଡ଼ିଶା: ଆଜିର ଫଟୋ (୧୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୯ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୮ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri