ଡବଲ ଇଞ୍ଜିନ୍‌ ଭୋଟ୍‌ ପାଇଁ କାମ କରେ, କାହିଁକି ଏମିତି କହିଲେ ପାଣ୍ଡିଆନ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଛତ୍ରପୁରରେ କାର୍ତ୍ତିକ ପାଣ୍ଡିଆନଙ୍କ ମାରାଥନ ପ୍ରଚାର। ସାଧାରଣ ସଭାରେ କାର୍ତ୍ତିକ ପାଣ୍ଡିଆନଙ୍କ ଉଦ୍‌ବୋଧନ ଦେଇ କହିଛନ୍ତି, ଡବଲ ଇଞ୍ଜିନ୍‌ ବୋଲି କିଛି ଲୋକ ପାଟି କରୁଛନ୍ତି। ଡବଲ ଇଞ୍ଜିନ୍‌ ସରକାରରେ ସର୍ବନିମ୍ନ ମଜୁରୀ ୩୨୦, ୩୬୦ ଓ ୩୮୦ । ଆମ ରାଜ୍ୟରେ ଯାହା ୪୫୦। ଡବଲ ଇଞ୍ଜିନ ସରକାର ଭତ୍ତା ଦେଉଛନ୍ତି ମାତ୍ର ୩୦୦ ଟଙ୍କା। ଆୟୁଷ୍ମାନ ଯୋଜନାର ବଜେଟ୍‌ ଦେଶ ପାଇଁ ୬ ହଜାର କୋଟି ଟଙ୍କା। ଓଡ଼ିଶାର ଭାଗ ପଡ଼ିବ ୩ଶହ କୋଟି ଟଙ୍କା। ଓଡ଼ିଶାରେ ବିଏସ୍‌କଓ୍ବୋଇ ବଜେଟ୍‌ କେବଳ ରାଜ୍ୟ ପାଇଁ ୫ ହଜାର କୋଟି। ନବୀନ ଇଞ୍ଜିନ୍‌ ସ୍ବଚ୍ଛତାର ଇଞ୍ଜିନ। ଡବଲ ଇଞିନ ଭୋଟ୍‌ ପାଇଁ କାମ କରେ। ନବୀନ ଇଞ୍ଜିନ ଦୁଃଖସୁଖରେ ରୁହେ। ନିର୍ବାଚନ ସମୟରେ ହିଁ ଡବଲ ଇଞ୍ଜିନ୍‌ କଥା ଶୁଭେ। ଅନ୍ୟ ଇଞ୍ଜିନ୍‌ କାମ ଦେବ ନାହିଁ। କାମ କରିବ କେବଳ ନବୀନ ଇଞ୍ଜିନ୍‌। ଛତିଶଗଡରେ ୫ ବର୍ଷ ତଳେ ଡବଲ ଇଞ୍ଜିନ୍‌ ବନ୍ଦ ହେଇଯାଇଛି,ରାଜସ୍ଥାନ,ହିମାଚଳ ପ୍ରଦେଶରେ ବି ଡବଲ ଇଞ୍ଜିନ୍‌ ବନ୍ଦ। କିନ୍ତୁ ଯେଉଁଠି ଡବଲ ଇଞ୍ଜିନ୍‌ ସରକାର ଆସେ,ସେଠାରେ ବିକାଶ ୨୦ ବର୍ଷ ପଛକୁ ଫେରିଆଯାଏ। ଯେଉଁଠି ଡବଲ ଇଞ୍ଜିନ୍‌ ସରକାର ଆସେ ସେଠି ଲୋନ୍‌ ବଢ଼ିଯାଏ। ସେଠି ସରକାର ଦରମା ଦେଇ ପାରେ ନାହିଁ। ଠକମାନଙ୍କୁ ଜେଲରେ ରଖିବା କଥା। ସେମାନଙ୍କୁ ଏମ୍‌ପି ପଠାଇବା କଥା ନୁହେଁ। ଗଞ୍ଜାମବାସୀ କେବେ ମଧ୍ୟ ସେହି ଭୁଲ୍‌ କରିବେନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri