ବିଜେଡି ଛାଡ଼ିଲେ ରବିନାରାୟଣ

ଭୁବନେଶ୍ୱର,୩ା୫: ଶୁକ୍ରବାର ବିଜେଡି ଛାଡ଼ିଛନ୍ତି ପୂର୍ବତନ ବିଧାୟକ ରବିନାରାୟଣ ମହାପାତ୍ର। ସେ ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ନୟାଗଡ଼ ଜିଲାର ରଣପୁର ବିଧାୟକ ଥିଲେ। ୨୦୧୨ରୁ ୨୦୧୪ ପର୍ଯ୍ୟନ୍ତ ସେ ବିଜେଡିର ରାଜ୍ୟ ସଭା ସଦସ୍ୟ ଭାବେ ସେ ଓଡ଼ିଶାକୁ ପ୍ରତିନିଧିତ୍ୱ କରିଥିଲେ। ରବି ନାରାୟଣ ଟିକେଟ୍‌ ଆଶାୟୀ ଥିବା ବେଳେ ଦଳ ତାଙ୍କୁ ଟିକେଟ୍‌ ଦେଇ ନ ଥିବାରୁ ଏଥିରେ ସେ ବିମୁଖ ହୋଇ ଦଳ ଛାଡ଼ିଥିବା କୁହାଯାଉଛି।

୪ ଜୁଲାଇ ୧୯୫୭ରେ ନୟାଗଡ଼ରେ ଜନ୍ମିତ ରବିନାରାୟଣ ଜଣେ ଟାଣୁଆ ରାଜନେତା। ସେ ପ୍ରଥମେ ଜନତା ଦଳରେ ତାଙ୍କର ରାଜନୈତିକ କ୍ୟାରିୟର ଆରମ୍ଭ କରିଥିଲେ। ୨୦୧୪ରେ ସେ ରଣପୁର ବିଧାନସଭା ନିର୍ବାଚନ ମଣ୍ଡଳରୁ ବିଜୟ ଲାଭ କରି ବିଧାୟକ ହୋଇଥିଲେ। ସେ ୨୦୧୯ ପର୍ଯ୍ୟନ୍ତ ରଣପୁର ବିଧାୟକ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….

ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା...

କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ

ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...

ଚିଲିକାରେ ଭସାପୋଲ ଅଘଟଣ ପରେ ବଡ଼ ନିଷ୍ପତ୍ତି, ୧୧ଟା ଯାଏ ଡ଼ଙ୍ଗା…

କୃଷ୍ଣପ୍ରସାଦ: ଗୁରୁବାର ଚିଲିକାରେ ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କର ଜୀବନ ଯାଇଥିଲା । ଏହାପରେ ଆଜି ବଡ଼ ନିଷ୍ପତ୍ତି ନିଆଯାଇଛି । ଦିନ ୧୧ଟା ଯାଏଁ...

ସ୍ବାଧୀନତାର ୭୯ ବର୍ଷ ପରେ ପହଞ୍ଚିନି ବିକାଶ: ଆଜିବି ବି ଡିବିରି ଆଲୁଅରେ ପାଠ ପଢୁଛନ୍ତି ପିଲା

ଥୁଆମୂଳ ରାମପୁର,୨।୧ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ସରକାରୀ ବିକାଶର ଏକ ନଗ୍ନ ଚିତ୍ର ସାମ୍ନାକୁ ଆସିଛି। ବ୍ଲକ କାର୍ଯ୍ୟାଳୟଠାରୁ...

ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା: ଏଥର ଓଏଏସ୍, ଓଏଫ୍‌ସ୍ଏସ୍, ଓଆରଏସ ପଦବି ନାହିଁ

ଭୁବନେଶ୍ବର,୨।୧: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା-୨୦୨୫ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ ଓଏଏସ୍ (OAS), ଓଏଫ୍‌ଏସ୍ (OFS) ଏବଂ...

ଆହୁରି ଥରାଇବ ଶୀତ: ଆଗାମୀ ୪ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨ା୧(ବନ୍ଦନା ସେଠୀ):ନୂଆବର୍ଷରେ ଥରିଲା ସାରା ଓଡ଼ିଶା। ପ୍ରବଳ ଥଣ୍ଡା ସାଙ୍ଗକୁ ରାଜ୍ୟର ଏକାଧିକ ଅଞ୍ଚଳ ଘନ କୁହୁଡି ଆସ୍ତରଣରେ ଭରି ରହିଥିଲା। ରାଜଧାନୀ ଭୁବନେଶ୍ୱରରେ ମଧ୍ୟ...

୨ January ୨୦୨୬ Rashifal: ଆଜି ଏହି ୩ ରାଶିର ବ୍ୟକ୍ତିଙ୍କୁ ମିଳିବ ଖୁସି ଖବର, ଖାସ୍ ହେବ..

ଆଜି ପୌଷ ଶୁକ୍ଳ ପକ୍ଷର ଚତୁର୍ଦ୍ଦଶୀ ତିଥି ଏବଂ ଶୁକ୍ରବାର। ଚତୁର୍ଦ୍ଦଶୀ ତିଥି ଆଜି ସନ୍ଧ୍ୟା ୬ଟା୫୪ ପର୍ଯ୍ୟନ୍ତ ରହିବ। ଆଜି ଶୁକ୍ଳ ଯୋଗ ଅପରାହ୍ନ...

ଜ୍ୱାଇଁଙ୍କୁ ବିଷ ପିଆଇଦେଲେ ଶ୍ୱଶୁରଘର ଲୋକେ, ଭିଡିଓ ଦେଖିଲେ ଆଖିରୁ…

ନୟାଗଡ଼/ରଣପୁର,୨।୧ (ଲୋକନାଥ ମିଶ୍ର /ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ଥାନା ଖତିଆ ଗାଁର ବିପିନ ବିହାରୀ ଭୂୟାଁ(୩୦)ଙ୍କୁ ଶ୍ୱଶୁର ଘର ଲୋକେ ବିଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri