ଓଡିଶା ଆସୁଛନ୍ତି ମୋଦି, ୫ରେ ୩ବଡ଼ ନେତାଙ୍କ ହାଇଭୋଲଟେଜ ପ୍ରଚାର

ଭୁବନେଶ୍ୱରଳ,୩।୫: ନିର୍ବାଚନ ପାଇଁ ରାଜ୍ୟ ରାଜନୀତି ସରଗରମ ଥିବାବେଳେ ଜୋରଦାର ପ୍ରଚାର ପାଇଁ ଲାଗି ପଡିଛନ୍ତି ୩ ଦଳ। ଅନ୍ୟପଟେ ଦଳର ହେଭିଓ୍ବେଟ ନେତା ବ୍ୟାକ୍‌ ଟୁ ବ୍ୟାକ୍‌ ଓଡିଶା ଆସୁଛନ୍ତି। ଏହାରି ଭିତରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ବର ଏମପି ଅପରାଜିତା ଷଡ଼ଙ୍ଗୀ । ସେ ତାଙ୍କ ସୋସିଆଲ ମିଡିଆରେ ସୂଚନା ଦେଇ କହିଛନ୍ତି, ଆସନ୍ତା ୫ ତାରିଖ ରାତି ୭ଟା ସମୟରେ ଭୁବନେଶ୍ବରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

କେବଳ ମୋଦି ନୁହଁନ୍ତି, ଶନିବାର ଓଡ଼ିଶା ଆସିବେ ବୈଦେଶିକ ମନ୍ତ୍ରୀ ଏସ.ଜୟଶଙ୍କର। ବୈଦେଶିକ ମନ୍ତ୍ରୀ ୪ ଓ ୫, ଦୁଇଦିନ ଓଡିଶାରେ ରହିବେ। ଭୁବନେଶ୍ୱର, କଟକ ଏବଂ ସମ୍ବଲପୁରରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବେ। ସେହିପରି ତାଙ୍କ ପଛକୁ ୫ରେ ଭାଜପା ଅଧ୍ୟକ୍ଷ ଜେପି ନଡ୍ଡା ଓଡ଼ିଶା ଆସିବେ। ଏହି ସମୟରେ ସେ ଭୁବନେଶ୍ୱରରେ ପ୍ରମୁଖ ନେତାଙ୍କ ସହ ଆଲୋଚନା କରିବେ । କଟକରେ ମଧ୍ୟ ନଡ୍ଡାଙ୍କ କାର୍ଯ୍ୟକ୍ରମ ରହିଥିବା ଭାଜପା ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ୩ ଦିନ ଶୀତରେ ଥରିବେ ରାଜ୍ୟବାସୀ, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୯ା୧୨: ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ...

ମା’ ସୁରେଶ୍ଵରୀଙ୍କ ଐତିହାସିକ ଘାଟ ଯାତ୍ରାରେ ଜନସମାଗମ, ବଳି ଦେଲେ ମାନସିକ ପୂରଣ ହୋଇଥିବା ବ୍ୟକ୍ତି

ରିଷିଡା ୨୯/୧୨(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା କେଉଁଟ କୈବର୍ତ୍ତ ଆଞ୍ଚଳିକ ସମାଜ ତରଫରୁ ତେରେସିଂହା ଆମପାଲି ନଦୀ ଘାଟ ଠାରେ ଐତିହାସିକ...

ଆରାବଳି ମାମଲା: ରାୟ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

ନୂଆଦିଲ୍ଲୀ,୨୯ା୧୨: ଆରାବଳି ମାମଲା ରାୟ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି। ନଭେମ୍ବର ୨୦ ରାୟ ଉପରେ ଏହି ରହିତାଦେଶ ଦେଇଛନ୍ତି ମାନ୍ୟବର କୋର୍ଟ। ପରିବେଶବିତ୍‌ଙ୍କୁ...

ନର୍ସିଂ ହୋମରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୧୬ ଜଣ ବୃଦ୍ଧାବୃଦ୍ଧ

ନୂଆଦିଲ୍ଲୀ,୨୯।୧୨: ଇଣ୍ଡୋନେସିଆର ଏକ ନର୍ସିଂ ହୋମରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି, ଯେଉଁଥିରେ ୧୬ ଜଣଙ୍କର ମୃତ୍ୟୁ ହୋଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।...

ବିମାନବନ୍ଦରରେ ୨ଯୁବକଙ୍କୁ ବାଂଲାଦେଶୀ କହି ମାଡ଼ିବସିଲେ, ପରେ…

ଭୁବନେଶ୍ୱର,୨୯।୧୨: ବାଂଲାଦେଶୀ ଭାଭିଲେ ଆଉ ମାଡ଼ିବସିଲେ। ଆମ ହିନ୍ଦୁ ମାନଙ୍କୁ ବାଂଲାଦେଶରେ ଅମାନୁଷିକ ଭାବେ ହତ୍ୟା କରୁଛ କହି ଦୁଇ ଯୁବକଙ୍କୁ ବାଂଲାଦେଶୀ ସନ୍ଦେହରେ ଭୁବନେଶ୍ୱର...

ଆକ୍ସନ ମୋଡରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ବାଲି ବୋଝେଇ ଟ୍ରାକ୍ଟର ଧରି ପୋଲିସକୁ ଜିମା ଦେଲେ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ରାଜ୍ୟ ଖଣି, ଇସ୍ପାତ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ...

ରାଜ୍ୟ ଭାଜପାର ୪ ସାଧାରଣ ସମ୍ପାଦକଙ୍କୁ ନେଇ ବସିଲା ବଡ଼ ବୈଠକ: ଆସିପାରେ…

ଭୁବନେଶ୍ୱର,୨୯।୧୨: ଭାଜପା ରାଜ୍ୟ କାର୍ଯ୍ୟାଳୟରେ ସାଙ୍ଗଠନିକ ସ୍ଥିତିକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ରାଜ୍ୟ ଭାଜପାର ୪ ସାଧାରଣ ସମ୍ପାଦକଙ୍କୁ ନେଇ ଏହି ବୈଠକ ବସିଛି।...

ମାନସିକ ଭାରସାମ୍ୟ ହରାଇ କୀଟନାଶକ ପିଇଦେଲେ ଯୁବକ, ଚାଲିଗଲା ଜୀବନ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ମାନସିକ ଭାରସାମ୍ୟ ହରାଇ ଘରେ ଥିବା କୀଟନାଶକ ପିଇଦେଲେ ଯୁବକ । ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନୂଆମୌଳାଭଞ୍ଜା ଗ୍ରାମରୁ ସାମ୍ନାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri