Odisha Elections 2024

ପ୍ଲାଷ୍ଟିକ୍‌ କପ୍‌ରେ ଚା’ ପିଉଥିଲେ ହୁଅନ୍ତୁ ସାବଧାନ…

କେତେକଙ୍କର ଚା’ ପିଇବା ଅଭ୍ୟାସ ଥାଏ। ତେବେ ବାହାରେ ପ୍ଲାଷ୍ଟିକ୍‌ କପ୍‌ରେ ଚା’ ପିଉଥିଲେ ସାବଧାନତା ଅବଲମ୍ବନ କରିବା ଆବଶ୍ୟକ। କାରଣ ଏହା ମଧ୍ୟରେ ଥିବା ପ୍ଲାଷ୍ଟିକ୍‌ କୋଟିଂ ତାପମାତ୍ରା ଯୋଗୁ ଏକ ପ୍ରକାର ପ୍ରତିକ୍ରିୟା କରିଥାଏ। ଏଥିରୁ ସୃଷ୍ଟି ହେଉଥିବା ରାସାୟନିକ କ୍ରିୟା ଯୋଗୁ ୫୨ ପ୍ରକାର କର୍କଟ ରୋଗ ସୃଷ୍ଟି ହୋଇଥାଏ। ଏନେଇ ଆମେରିକା କେମିକାଲ ରିସର୍ଚ୍ଚ ସେଣ୍ଟର ପକ୍ଷରୁ ହୋଇଥିବା ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ ରହିଛି। ସେହିପରି ପଲିଥିନ୍‌ ପେପରରେ ଖାଦ୍ୟ ଖାଇବା ଦ୍ୱାରା ମଧ୍ୟ ଏସବୁ କର୍କଟ ରୋଗ ଦେଖାଦେବା ଆଶଙ୍କା ରହିଥାଏ ବୋଲି ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେଉଁଠି ଅଛନ୍ତି ଇରାନ ରାଷ୍ଟ୍ରପତି? ଦୁର୍ଘଟଣା ଗ୍ରସ୍ତ ହେଲିକପ୍ଟର ସହ ହୋଇ ପାରୁନାହିଁ ସମ୍ପର୍କ

ତେହେରାନ,୧୯।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କୁ ନେଇ ଯାଉଥିବା ହେଲିକପ୍ଟର ରବିବାର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା, ଏହା ପରେ ଜରୁରୀକାଳୀନ ପରିସ୍ଥିତିରେ ଏହାକୁ ଅବତରଣ...

ୟୁକ୍ରେନ୍‌ର ୧୦୩ ଡ୍ରୋନ୍‌, ୧୨ ମିଶାଇଲ୍‌କୁ ଖସାଇଲା ରୁଷିଆ

ମସ୍କୋ,୧୯ା୫: ରୁଷିଆର ଏୟାର ଡିଫେନ୍ସ ଗତ ୨୪ ଘଣ୍ଟା ମଧ୍ୟରେ ୟୁକ୍ରେନ୍‌ର ୧୦୩ଟି ଡ୍ରୋନ୍‌ ଓ ୧୨ଟି ଆମେରିକା ନିର୍ମିତ ଏଟିଏସିଏମ୍‌ଏସ ମିଶାଇଲ ଖସାଇଥିବା ରବିବାର...

ବ୍ରିଟେନରେ ଶୁଭିଲା ‘ଅବକି ବାର ୪୦୦ ପାର୍‌’

ଲଣ୍ଡନ,୧୯।୫: ଏଥର ବ୍ରିଟେନର ସଂସଦ ମଇଦାନରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସ୍ଲୋଗାନ ‘ଅବକି ବାର୍‌ ୪୦୦ ପାର୍‌’ ଶୁଣଇବାକୁ ମିଳିଛି। ଭାରତୀୟ ମହିଳାମାନେ ଶନିବାର ବ୍ରିଟିଶ ସଂସଦ...

ଇରାନ ରାଷ୍ଟ୍ରପତିଙ୍କୁ ନେଇ ଯାଉଥିବା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

ତେହେରାନ,୧୯।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କୁ ନେଇ ଯାଉଥିବା ହେଲିକପ୍ଟର ରବିବାର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି, ଏହା ପରେ ଜରୁରୀକାଳୀନ ପରିସ୍ଥିତିରେ ଅବତରଣ କରାଯାଇଥିଲା।...

ଘରେ ଭୁଲ୍‌ରେ ବି ରଖନ୍ତୁ ନାହିଁ ଏସବୁ ଜିନିଷ; ମାଡ଼ିଆସିବ ବିପଦ, ବଢ଼ିବ ଅଶାନ୍ତି…

ଜାଣତରେ ହେଉ ଅବା ଅଜାଣତରେ ଆମ ଘରେ ଏମିତି କିଛି ଜିନିଷ ରହିଯାଇଥାଏ; ଯାହା ଗୃହରେ ନକାରାତ୍ମକ ଶକ୍ତିକୁ ବୃଦ୍ଧି କରିବାରେ ସାହାଯ୍ୟ କରିଥାଏ। ଫଳରେ...

ମହିଳା ସଂସଦୀୟ ପ୍ରତିନିଧିତ୍ୱ କ୍ଷେତ୍ରରେ ପାକିସ୍ତାନ-ବାଂଲାଦେଶଠାରୁ ବି ପଛରେ ଭାରତ

ନୂଆଦିଲ୍ଲୀ,୧୯ା୫: ଲୋକ ସଭା ନିର୍ବାଚନ ପ୍ରାୟ ଶେଷ ପର୍ଯ୍ୟାୟରେ। ଫଳାଫଳ ପାଇଁ ଆଉ ୧୫ ଦିନ ବାକି ଅଛି। ସମସ୍ତ ଦଳ ସେମାନଙ୍କର ବିଜୟ ଦାବି...

ବାସ୍ତୁ ଅନୁଯାୟୀ ଘରର କେଉଁ ରୁମ୍‌ରେ କି ରଙ୍ଗ ଦେଲେ ଶୁଭ? ବଢ଼ିବ ସୁଖଶାନ୍ତି, ଦୂର ହେବ…

ଘରକୁ ଆକର୍ଷଣୀୟ କରିବା ପାଇଁ ଏହାର ପ୍ରତି ରୁମ୍‌ ତଥା କାନ୍ଥ ଓ ଛାତରେ ଆମେ ବିଭିନ୍ନ ପ୍ରକାରର ରଙ୍ଗ ଦେଇଥାଉ। କିନ୍ତୁ ବାସ୍ତୁଶାସ୍ତ୍ର ଅନୁଯାୟୀ,...

ଆଜି ମହାକାଶ ଯିବେ ପ୍ରଥମ ଭାରତୀୟ ସ୍ପେସ୍‌ ଟୁରିଷ୍ଟ ଗୋପୀଚାନ୍ଦ

ଓ୍ବାଶିଂଟନ,୧୯ା୫: ଜେଫ୍‌ ବେଜୋସ୍‌ଙ୍କ ବ୍ଲ୍ୟୁ ଅରିଜିନ ମିଶନରେ ପ୍ରଥମ ଭାରତୀୟ ସ୍ପେସ୍‌ ଟୁରିଷ୍ଟ ଭାବେ ଗୋପୀଚାନ୍ଦ ଥୋକାତୁରା ରବିବାର ମହାକାଶକୁ ଯାତ୍ରା କରିବେ। ପାଇଲଟ ଗୋପୀଚାନ୍ଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri