୧୦ ବର୍ଷ ଅପେକ୍ଷାର ଅନ୍ତ, ଅଷ୍ଟ୍ରେଲିଆ ମାଟିରେ ଟି-୨୦ ସିରିଜ ଜିତି ଇତିହାସ ରଚିଲା ଭାରତ

ଆଡିଲେଡ,୨୧।୨: ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ ଦଳ ଜବରଦସ୍ତ ପ୍ରଦର୍ଶନ କରି ଟି-୨୦ ସିରିଜକୁ ୨-୧ରେ ନିଜ ନାମରେ କରିଛି। ଶନିବାର ୨୧ ଫେବୃଆରୀରେ ଆଡିଲେଡ୍‌ଠାରେ ଖେଳାଯାଇଥିବା ନିର୍ଣ୍ଣାୟକ ମ୍ୟାଚ୍ରେ ହରମନପ୍ରୀତ…

ଅଭିଷେକଙ୍କ ଫର୍ମକୁ ନେଇ ମୁହଁ ଖୋଲିଲେ ଅଧିନାୟକ ସୂର୍ଯ୍ୟକୁମାର

ଅହମଦାବାଦ,୨୧ା୨: ଭାରତୀୟ ଓପନର ଅଭିଷେକ ଶର୍ମା ୩ ମ୍ୟାଚ୍‌ରେ ୩ ଥର ଖାତା ଖୋଲିବାରେ ବିଫଳ ହେବା ସତ୍ତ୍ୱେ ତାଙ୍କ ଫର୍ମ ଦଳ ପାଇଁ ଚିନ୍ତାର କାରଣ ନୁହେ ଁବୋଲି ଭାରତୀୟ ଦଳର ଅଧିନାୟକ…

ଧାଓ୍ବନଙ୍କ ନୂଆ ଇନିଂସ: ପ୍ରେମିକାଙ୍କ ସହ ଧୁମ୍‌ଧାମରେ ବିବାହ ଶେଷ; ବରଯାତ୍ରୀରେ ସାମିଲ ହେଲେ ଏହି କ୍ରିକେଟର; ଦେଖନ୍ତୁ Photos 

ନୂଆଦିଲ୍ଲୀ,୨୧।୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ଓପନର୍‌ ଶିଖର ଧାଓ୍ବନ ନିଜ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ଶନିବାର ୨୧ ଫେବୃଆରୀରେ ସେ ନିଜର ବାନ୍ଧବୀ ସୋଫି ଶାଇନ (Sophie…

ମେଟ୍ରିକ୍‌ ପରୀକ୍ଷା ଦେବାକୁ ଟ୍ରାକ୍ଟରରେ ଗଲେ ଛାତ୍ର

ବାଲିଗୁଡ଼ା,୨୧ା୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୁଆଗାଁ ସ୍ଥିତ ପି.ଏମ୍‌.ଶ୍ରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀର ଛାତ୍ରମାନେ ପରୀକ୍ଷା ଦେବାକୁ ଟ୍ରାକ୍ଟର ଯୋଗେ କୁଡୁତୁଲି ଉଚ୍ଚ ବିଦ୍ୟାଳୟରେ ପହଞ୍ଚିଥିଲେ। ବିଦ୍ୟାଳୟରୁ ପରୀକ୍ଷା କେନ୍ଦ୍ର…

ପୁଣି ପ୍ରେମରେ ଉବୁଟୁବୁ ମଲାଇକା? ରୋମ୍‌ରୁ ଭାଇରାଲ ହେଲା ଡାଇମଣ୍ଡ ମର୍ଚ୍ଚାଣ୍ଟଙ୍କ ସହ ରୋମାଣ୍ଟିକ୍‌ ଫଟୋ

ମୁମ୍ବାଇ: ବଲିଉଡର ଫିଟନେସ୍‌ କୁଇନ୍‌ ତଥା ଖ୍ୟାତନାମା ଆଇଟମ୍‌ ଗର୍ଲ ମଲାଇକା ଅରୋରା ପୁଣିଥରେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ଅଭିନେତା ଅର୍ଜୁନ କପୁରଙ୍କ ସହ ବ୍ରେକଅପ ପରେ ଏବେ ମଲାଇକାଙ୍କ ନାଁ…

ଜଙ୍ଗଲରେ ଭୋଜି ମନା

ଅନୁଗୋଳ,୨୧।୨: ଗ୍ରୀଷ୍ମ ଋତୁରେ ଜଙ୍ଗଲ ନିଆଁ ରୋକିବାକୁ ଅନୁଗୋଳ ଉପଜିଲାପାଳଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏନେଇ ଉପଜିଲାପାଳଙ୍କ ପକ୍ଷରୁ ଶନିବାର ଏକ କଟକଣା ଜାରି କରାଯାଇଛି। ଜାରି କଟକଣାରେ ଅନୁଗୋଳ ଅଧୀନ…

ଭାରତ-ବ୍ରାଜିଲ ସମ୍ପର୍କରେ ନୂଆ ଅଧ୍ୟାୟ: ବାଣିଜ୍ୟ ଚୁକ୍ତି ସ୍ବାକ୍ଷରିତ

ବ୍ରାସିଲିଆ,୨୧।୨: ଭାରତ-ବ୍ରାଜିଲ ସମ୍ପର୍କରେ ଏକ ନୂତନ ଅଧ୍ୟାୟ ଯୋଡି ହୋଇଛି। ଉଭୟ ଦେଶ ମଧ୍ୟରେ ଏକ ବାଣିଜ୍ୟ ଚୁକ୍ତି ସ୍ବାକ୍ଷରିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବ୍ରାଜିଲ ରାଷ୍ଟ୍ରପତି ଲୁଇଜ ଇନାସିଓ ଲୁଲା ଡା ସିଲଭାଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା…

ଥରିଲା ପାକିସ୍ତାନ, ରିକ୍ଟର ସ୍କେଲରେ ତୀବ୍ରତା ରହିଛି…

ଇସଲାମାବାଦ,୨୧ା୨: ଶନିବାର ପାକିସ୍ତାନରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ୩.୯ ତୀବ୍ରତାର ଏକ ଭୂକମ୍ପ ରେକର୍ଡ କରାଯାଇଛି। ଭାରତର ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି। NCS ଅନୁଯାୟୀ, ଭୂକମ୍ପର କେନ୍ଦ୍ରସ୍ଥଳ ଭୂମିରୁ…

ଆତଙ୍କବାଦୀ ଟାର୍ଗେଟ୍‌ରେ ରାଜଧାନୀ: ବଢିଲା ସୁରକ୍ଷା

ନୂଆଦିଲ୍ଲୀ,୨୧।୨: ସୁରକ୍ଷା ଏଜେନ୍ସିଗୁଡ଼ିକ ପୁଣି ଥରେ ଜାତୀୟ ରାଜଧାନୀ ଦିଲ୍ଲୀରେ ଆତଙ୍କବାଦୀ ସତର୍କତା ଜାରି କରିଛନ୍ତି। ଗୋଇନ୍ଦା ସୂତ୍ରରୁ ଜଣାପଡିଛି ଯେ, ଲସ୍କର-ଏ-ତୋଇବା (LeT) ଆତଙ୍କବାଦୀମାନେ ଲାଲକିଲ୍ଲା ନିକଟରେ ବିସ୍ଫୋରଣ ଯୋଜନା କରୁଛନ୍ତି। ଚାନ୍ଦନୀ ଚୌକରେ ଥିବା ଏକ ପ୍ରମୁଖ ମନ୍ଦିର…

ପତ୍ନୀଙ୍କୁ ଚାପୁଡ଼ା ମାରିବା ନିଷ୍ଠୁରତା ନୁହେଁ…. କାହିଁକି ଏଭଳି କହିଲେ ହାଇକୋର୍ଟ ଜାଣନ୍ତୁ

ଚଣ୍ଡିଗଡ଼,୨୧।୨: ଗୁଜରାଟ ହାଇକୋର୍ଟଙ୍କ ଏକ ନିଷ୍ପତ୍ତି ବର୍ତ୍ତମାନ ଦେଶବ୍ୟାପୀ ଆଲୋଚନାର ବିଷୟ ପାଲଟିଛି । କେତେକ ଏହାକୁ ଧାର୍ମିକ ବୋଲି କହୁଥିବା ବେଳେ ଅନ୍ୟମାନେ ଏହାକୁ ସମ୍ପୂର୍ଣ୍ଣ ଭୁଲ ବୋଲି କହୁଛନ୍ତି । ହାଇକୋର୍ଟ ତାଙ୍କ ରାୟରେ କହିଛନ୍ତି ଯେ ସ୍ୱାମୀ…

ତୁମମାନଙ୍କ ଯୋଗୁ ମୋ ବାପା ହଇରାଣ ହେଲେ….ଶଙ୍ଖ ଭବନରୁ ଆସିଲା ପୁଣି ଏକ ରୋଚକ ଘଟଣା

ଭୁବନେଶ୍ୱର, ୨୧।୨(ସୁନିତ୍‌ ମିଶ୍ର):ବିଜେଡି ଭିତରେ ଅସନ୍ତୋଷ ଥମିବାର ନାଁ ଧରୁନାହିଁ। ପ୍ରତିଦିନ ନେତାମାନେ ପରସ୍ପର ବିରୋଧରେ ବିଷ ଓକାଳିବାରେ ଲାଗିଛନ୍ତି। ଏବେ ସେହି ଧାରା ତୀବ୍ର ହେବାରେ ଲାଗିଛି। ଏପରି ଏକ ଘଟଣା ଶୁକ୍ରବାର ଶୁଣିବାକୁ ମିଳିଛି। ଆସନ୍ତା ୨୪ ତାରିଖରେ…

ସୁପ୍ରିମକୋର୍ଟରୁ ଝଟକା ପରେ ଟ୍ରମ୍ପଙ୍କ ପ୍ରତିଶୋଧ! ବିଶ୍ବବ୍ୟାପୀ ୧୦% ଟାରିଫ୍ ଲଗାଇଲେ…

ନୂଆଦିଲ୍ଲୀ,୨୧।୨: ସୁପ୍ରିମକୋର୍ଟରେ ଟ୍ରମ୍ପଙ୍କ ପରାଜୟ ପରେ, ଆମେରିକା ରାଷ୍ଟ୍ରପତି ତାଙ୍କର ବାଣିଜ୍ୟ ନୀତିକୁ ଆହୁରି ତୀକ୍ଷ୍ଣ କରିଛନ୍ତି । ବିଦେଶୀ ସାମଗ୍ରୀ ଉପରେ ଟ୍ରମ୍ପ୍‌ଙ୍କ ୧୦% ନୂଆ ଟାରିଫ୍ ଘୋଷଣା କରିଛନ୍ତି । ଏହି ଶୁଳ୍କ ଆଗାମୀ ପାଞ୍ଚ ମାସ ପାଇଁ…

ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୪୮ ଘଣ୍ଟା ମଧ୍ୟରେ…

ଭୁବନେଶ୍ୱର, ୨୧ା୨ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ୪୮ ଘଣ୍ଟାରେ ଏହାର ସ୍ଥିତି ଓ ପ୍ରଭାବ ସ୍ପଷ୍ଟ ହେବ। ଏବେ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିଛି। ଆଗାମୀ ୨ଦିନ ଏଭଳି ସ୍ଥିତି ଲାଗି ରହିବ। ତେବେ ୨୩…

ସୁପ୍ରିମକୋର୍ଟଙ୍କ ଉପରେ ବର୍ଷିଲେ ଟ୍ରମ୍ପ, କହିଲେ ବ୍ୟାକଅପ୍ ପ୍ଲାନ ପ୍ରସ୍ତୁତ…

ନୂଆଦିଲ୍ଲୀ,୨୧।୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆମେରିକାର ସୁପ୍ରିମକୋର୍ଟଙ୍କ ଶୁଳ୍କ ଉପରେ ନିଷ୍ପତ୍ତିକୁ କଡ଼ା ସମାଲୋଚନା କରିଛନ୍ତି । ଟ୍ରମ୍ପ କହିଛନ୍ତି ଯେ କୋର୍ଟଙ୍କ ନିଷ୍ପତ୍ତି ନିରାଶାଜନକ। “ଏହା ଅତ୍ୟନ୍ତ ନିରାଶାଜନକ, ଆମେ ଏପରି ନିଷ୍ପତ୍ତି ଆଶା କରିନଥିଲୁ। ସୁପ୍ରିମକୋର୍ଟ ଆମ…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ ଶୁଳ୍କକୁ ବେଆଇନ ଘୋଷଣା କରି ରଦ୍ଦ କରିଛନ୍ତି। ମୁଖ୍ୟ ବିଚାରପତି ଜନ ରବର୍ଟସ୍‌ଙ୍କ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ପ୍ରତିଷ୍ଠା ନେଇ ବଜେଟରେ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରାଯାଇଛି। ରାଜ୍ୟର ୩ଟି ଜିଲା…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୦ ଫେବୃଆରୀ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୩ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୨ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ଫେବୃଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri