ଖାଲି ବସ୍ତା ଯୋଗାଣରେ ବ୍ୟାପକ ଦୁର୍ନୀତି: ଅଭିଯୋଗ ଆଣିଲା ରାଜ୍ୟ ମିଲ ମାଲିକ ସଂଘ

କେସିଙ୍ଗା,୧୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ରେ ଥିବା ରାଇସ ମିଲ ଗୁଡିକୁ ରାଜ୍ୟ ଯୋଗାଣ ବିଭାଗ ପକ୍ଷରୁ ଯୋଗାଉଥିବା ନୂଆ ଖାଲି ବସ୍ତା ନିମ୍ନମାନର ବୋଲି ରାଜ୍ୟ ମିଲ ମାଲିକ ସଂଘ ଅଭିଯୋଗ…

ବିଜୟଙ୍କ ବଡ଼ ବିଜୟ, ବିଧାନସଭାରେ ପାଇଲେ ୧୪୪ ବିଧାୟକଙ୍କ ସମର୍ଥନ

ଚେନ୍ନାଇ,୧୩।୫: ବିଜୟ ଥାଲାପଥୀ ତାମିଲନାଡୁ ବିଧାନସଭାରେ ଅଗ୍ନି ପରୀକ୍ଷା ଫ୍ଲୋର ଟେଷ୍ଟ ସଫଳତାର ସହ ପାସ କରିଛନ୍ତି। ବିଜୟ ସରକାର ଫ୍ଲୋର ଟେଷ୍ଟରେ 144 ବିଧାୟକଙ୍କ ସମର୍ଥନ ପାଇଥିଲେ, ଯେତେବେଳେ ପ୍ରମୁଖ ବିରୋଧୀ ଦଳଗୁଡ଼ିକ…

ଭିଣୋଇଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଗିରଫ ହେଲେ ଶଳା

ମହାକାଳପଡ଼ା, ୧୩ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ଖରିନାସି ଗ୍ରାମର ମନୋରଞ୍ଜନ ଗିରିଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରିବା ଘଟଣାରେ ପୋଲିସ ତାଙ୍କ ଶାଳକ ନାରାୟଣ…

ସୁନା ଉପରେ ଆମଦାନୀ ଶୁଳ୍କ ବଢାଇଲେ ସରକାର, ଏବେ କ’ଣ ପେଟ୍ରୋଲ-ଡିଜେଲର ବି ବଢିବ ଦାମ୍‌? ଜାଣନ୍ତୁ ତାଜା ଅପଡେଟ

ନୂଆଦିଲ୍ଲୀ,୧୩।୫: ପଶ୍ଚିମ ଏସିଆରେ ଚାଲିଥିବା ସଙ୍କଟ ମଧ୍ୟରେ ଏବଂ ବ୍ୟାପକ କଟକଣା ଅଭିଯାନର ଅଂଶ ସୱରୂପ ଆଗାମୀ ବର୍ଷ ପାଇଁ ଅଣ-ଅତ୍ୟାବଶ୍ୟକୀୟ ସୁନା କ୍ରୟ କରିବାରୁ ନିବୃତ୍ତ ରହିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

ଲୋକଙ୍କୁ ଅପିଲ୍‌ ପରେ ନିଜେ ବଡ଼ ନିଷ୍ପତ୍ତି ନେଲେ ପ୍ରଧାନମନ୍ତ୍ରୀ ମୋଦି: ହ୍ରାସ କଲେ…

ନୂଆଦିଲ୍ଲୀ,୧୩।୫:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଦକ୍ଷେପ ଅନୁଯାୟୀ, ତାଙ୍କ ସରକାରୀ କାରଗେଡ ଗାଡ଼ି ସଂଖ୍ୟା ଯଥେଷ୍ଟ ହ୍ରାସ ପାଇଛି। ପଶ୍ଚିମ ଏସିଆର ସଙ୍କଟକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ମୋଦି ଦେଶର ନାଗରିକଙ୍କୁ ନିବେଦନ କରିଥିଲେ। ନିଜେ…

ଠାକୁରାଣୀ ଯାତ୍ରାରେ ଅଘଟଣ:ବିଦ୍ୟୁତ ଆଘାତରେ ଚାଲିଗଲା ଜଣଙ୍କ ଜୀବନ

ଦିଗପହଣ୍ଡି,୧୩।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗ୍ରାମରେ ମା’ ସୁବର୍ଣ୍ଣରେଖା ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ମହୋତ୍ସବ ଉଦଯାପନୀ ଦିବସ ମଙ୍ଗଳବାର ବିଳମ୍ବିତ ରାତି ପ୍ରାୟ ସାଢେ ୧ଟାରେ ଘଟିଯାଇଛି ଅଘଟଣ।…

ଏନ୍‌ଇଇଟି ବାତିଲ

ମେଡିକାଲ, ଇଞ୍ଜିନିୟରିଂ ଭଳି ଅତି ପ୍ରତିଦ୍ୱନ୍ଦ୍ୱିତାମୂଳକ ପ୍ରବେଶିକା ପରୀକ୍ଷାରେ ବାରମ୍ବାର ଅନିୟମିତତା ଦେଖାଦେବା ଦେଶର ଶିକ୍ଷା ବ୍ୟବସ୍ଥା ଓ ପରିଚାଳନା ସହିତ ଶିକ୍ଷା ମନ୍ତ୍ରଣାଳୟର ଅପାରଗତାକୁ ବାରମ୍ବାର ପଦାରେ ପକାଉଛି। ସଦ୍ୟ ଘଟଣା ହେଲା ୩ ମେ’ ୨୦୨୬ରେ ସର୍ବଭାରତୀୟ ସ୍ତରରେ…

ସୁନା-ରୁପାକୁ ନେଇ କେନ୍ଦ୍ର ସରକାର କଲେ ବଡ଼ ଘୋଷଣା: ମୋଦିଙ୍କ ଅପିଲ ପରେ…

ନୂଆଦିଲ୍ଲୀ,୧୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ନାଗରିକମାନଙ୍କୁ ଅତି କମରେ ଗୋଟିଏ ବର୍ଷ ପାଇଁ ସୁନା କିଣିବାରୁ ନିବୃତ୍ତ ରହିବାକୁ ନିବେଦନ କରିଛନ୍ତି। ଏହି ସମୟରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ସରକାର ସୁନା ଏବଂ ରୂପା ସମେତ ମୂଲ୍ୟବାନ ଧାତୁ ଉପରେ…

ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣା ପ୍ରଶ୍ନ ଶୁଣି ଏମିତି ପ୍ରତିକ୍ରିୟା ଦେଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,୧୩ା୫(ସୁନିତ୍‌ ମିଶ୍ର):ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ହେବା ଘଟଣାକୁ ନେଇ ଦେଶବ୍ୟାପୀ ଛାତ୍ରୀଛାତ୍ରମାନେ ଜୋର୍‌ଦାର ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାଦ୍ୱାରା ଦେଶର ୨୨ ଲକ୍ଷରୁ ଊର୍ଦ୍ଧ୍ୱ ପରୀକ୍ଷାର୍ଥୀଙ୍କ ପରିଶ୍ରମ ଏବଂ ଭବିଷ୍ୟତ ସହ ବିଶ୍ୱାସଘାତକତା ହୋଇଥିବା ଚର୍ଚ୍ଚା ହେଉଛି। ଚଳିତ ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ହେବା…

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅର ଅକାଳ ମୃତ୍ୟୁ: ହଠାତ୍‌ ଘଟିଲା…

ଲକ୍ଷ୍ନୌ,୧୩।୫: ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ତଥା ଅପର୍ଣ୍ଣା ଯାଦବଙ୍କ ସ୍ବାମୀ ପ୍ରତୀକ ଯାଦବଙ୍କ ଦେହାନ୍ତ ହୋଇଛି। ସେ ଲକ୍ଷ୍ନୌର ଏକ ହସ୍ପିଟାଲରେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି। ରିପୋର୍ଟ ଅନୁଯାୟୀ ତାଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ୍‌ ଖରାପ ହୋଇଯାଇଥିଲା। ଚିକିତ୍ସା ସତ୍ତ୍ୱେ…

ୟୁପିରେ ଆରମ୍ଭ ହୋଇପାରେ ଅନଲାଇନ କ୍ଲାସ ଓ ୱାର୍କ ଫ୍ରମ ହୋମ୍‌! ଆକ୍ସନରେ ଯୋଗୀ ସରକାର

ଲକ୍ଷ୍ନୌ,୧୨।୫: ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ। ମଙ୍ଗଳବାର ଦିନ ‘୫ କାଳିଦାସ ମାର୍ଗ ’ ସ୍ଥିତ ନିଜ ସରକାରୀ ବାସଭବନରେ ଅଧିକାରୀମାନଙ୍କ ସହ ଏହି ବୈଠକ କରୁଛନ୍ତି। ଏହି ବୈଠକରେ ରାଜ୍ୟରେ ଅନଲାଇନ କ୍ଲାସ ଏବଂ…

NEET- UG ୨୦୨୬ ପରୀକ୍ଷା ବାତିଲ: ବର୍ଷିଲେ ରାହୁଲ, ମୋଦିଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୧୨।୫: NEET-UG ୨୦୨୬ ପରୀକ୍ଷା ବାତିଲକୁ ନେଇ ରାହୁଲ ଗାନ୍ଧୀ କେନ୍ଦ୍ର ସରକାର ଏବଂ ଭାଜପାକୁ କଡ଼ା ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଯେ ଭ୍ରଷ୍ଟ ଭାଜପା ନେତୃତ୍ୱାଧୀନ ବ୍ୟବସ୍ଥା ଦ୍ୱାରା ୨୨ ଲକ୍ଷରୁ ଅଧିକ ଛାତ୍ରୀଛାତ୍ରଙ୍କ କଠିନ ପରିଶ୍ରମ,…

୭ ବିନ୍ଦୁ

ଗତ ରବିବାର ୧୦ ମେ’ ସନ୍ଧ୍ୟାରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭାଷଣ ସବୁ ଶ୍ରେଣୀ ପାଇଁ ଥିବା ଭଳି ମନେହେଲା। ସ୍ବୀକାର କରିବାକୁ ହେବ ଯେ, ବିଗତ ଦଶନ୍ଧିବ୍ୟାପୀ ଭାରତର ଅର୍ଥନୀତି ଦୁର୍ବଳରୁ ଦୁର୍ବଳତର ହେବାରେ ଲାଗିଛି। ସେଥିପାଇଁ…

ଇରାନ ଶାନ୍ତି ପ୍ରସ୍ତାବକୁ ଟ୍ରମ୍ପ୍‌ଙ୍କ ପ୍ରତ୍ୟାଖ୍ୟାନ

ଓ୍ବାଶିଂଟନ,୧୨ା୫(ପି.ଟି.): ମଧ୍ୟପ୍ରାଚ୍ୟ ଯୁଦ୍ଧ ବନ୍ଦ ଲାଗି ଆମେରିକା ପ୍ରସ୍ତାବ ଉପରେ ଇରାନ ଦେଇଥିବା ଜବାବକୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଆଦୌ ଗ୍ରହଣୀୟ ନୁହେଁ କହି ପ୍ରତ୍ୟାଖ୍ୟାନ କରିଦେଇଛନ୍ତି। ତେବେ ଟ୍ରମ୍ପ୍‌ ଏହା ଉପରେ ଅଧିକ କିଛି କହି ନ ଥିବାବେଳେ ସାମରିକ…

ଟ୍ରମ୍ପଙ୍କ ସହ ବିଶ୍ୱାସଘାତକତା କଲେ ଶେହବାଜ-ମୁନିର! ଶାନ୍ତି ସ୍ଥାପନକାରୀ ଆଳରେ ଆମେରିକାର ପିଠିରେ ଭୁସୁଛନ୍ତି ଛୁରି

ଓ୍‌ବାଶିଂଟନ୍‌,୧୨।୫: ଆମେରିକା ଏବଂ ଇରାନ ମଧ୍ୟରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଏକ ଆଶ୍ଚର୍ଯ୍ୟଜନକ ରିପୋର୍ଟ ପ୍ରକାଶ ପାଇଛି, ଯେଉଁଥିରେ ଆମେରିକୀୟ ଅଧିକାରୀଙ୍କ ଉଦ୍ଧୃତି ଦିଆଯାଇଛି ଯେ ପାକିସ୍ତାନ ଇରାନୀ ସାମରିକ ଜେଟକୁ ଏହାର ଏୟାରବେସରେ ଡକିଂ କରିବାକୁ ଅନୁମତି ଦେଇଛି। ଏହା…

ପୂର୍ବତନ ଟିଏମସି ମନ୍ତ୍ରୀ ସୁଜିତ ବୋଷ ଗିରଫ: ନିଯୁକ୍ତି ଦୁର୍ନୀତି ମାମଲାରେ ବାନ୍ଧିଲା ED

କୋଲକାତା,୧୧।୫: ପଶ୍ଚିମବଙ୍ଗରେ ପୌରପାଳିକା ନିଯୁକ୍ତି ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ପୂର୍ବତନ ଟିଏମସି ମନ୍ତ୍ରୀ ସୁଜିତ ବୋଷଙ୍କୁ ଗିରଫ କରିଛି। ଘଣ୍ଟା ଘଣ୍ଟା ଧରି କଠୋର ପଚରାଉଚରା ପରେ ତାଙ୍କୁ ସଲ୍ଟ ଲେକର CGO କମ୍ପ୍ଲେକ୍ସ ମଧ୍ୟରେ ଥିବା ED…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୧୨ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୦ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୮ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୬ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୫ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୪ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୩ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧ ମେ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୯ ଏପ୍ରିଲ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri