ପ୍ରାର୍ଥୀଙ୍କ ଡିଜିଟାଲ ପ୍ରଚାର ସମ୍ପର୍କରେ ତଥ୍ୟ ରଖିବାକୁ ଜିଲାପାଳଙ୍କୁ ଚିଠି

କଟକ,୫ା୫(ଶିଳ୍ପା ପ୍ରିୟଦର୍ଶିନୀ)ନିର୍ବାଚନ ସମ୍ପର୍କୀତ ଡିଜିଟାଲ ପ୍ରଚାର ଖବର ଗତ ୩୦ତାରିଖରେ ଧରିତ୍ରୀରେ ପ୍ରକାଶ ପାଇଥିଲା। ସେହିଦିନ ଓଏସ୍‌ଡିର ଯୁଗ୍ମ ସମ୍ପାଦକ ରାମଚନ୍ଦ୍ର କିସ୍କୁ ୩୦ ଜିଲାର ଜିଲାପାଳଙ୍କୁ ଚିଠି ନଂ. ୭୪୮୦ ଦ୍ୱାରା ନିର୍ବାଚନ ସମୟରେ ପ୍ରାର୍ଥୀ ଡିଜିଟାଲ ପ୍ରଚାର ମାଧ୍ୟମରେ କେତେ ଟଙ୍କା ଖର୍ଚ୍ଚ କରୁଛନ୍ତି ସେ ସମ୍ପର୍କରେ ନଜର ରଖିବା ପାଇଁ ସୂଚାଇ ଦେଇଛନ୍ତି। ସୂଚନାନୁଯାୟୀ, ପ୍ରାର୍ଥିପତ୍ର ଦାଖଲ ସମୟରେ ପ୍ରାର୍ଥୀ ନିର୍ବାଚନ ପ୍ରଚାର ନେଇ ଏକ ଅର୍ଥରାଶୀ ଉଲ୍ଲେଖ କରିଥାନ୍ତି। ହେଲେ ଚଳିତ ନିର୍ବାଚନରେ ପ୍ରାର୍ଥୀମାନେ ଡିଜିଟାଲ୍‌ ପ୍ରଚାରକୁ ଅଧିକ ଗୁରୁତ୍ୱ ଦେଉଥିବା ଦେଖିବାକୁ ମିଳୁଛି। ବିଭିନ୍ନ ଓ୍ବେବ୍‌ ଚ୍ୟାନେଲ୍‌ ଜରିଆରେ ନିଜ ସପକ୍ଷରେ ପ୍ରଚାର କରୁଛନ୍ତି। ତେଣୁ ଡିଜିଟାଲ ପ୍ରଚାରରେ ପ୍ରାର୍ଥୀ କେତେ ଟଙ୍କା ଖର୍ଚ୍ଚ କରୁଛନ୍ତି ସେ ସମ୍ପର୍କରେ ଅବଗତ ରହିବାକୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ନେତାଙ୍କ ବଡ଼ ଖୁଲାସା, ଏଥିପାଇଁ ହାରିଗଲୁ…

ଭୁବନେଶ୍ୱର,୧୮।୬: ରାଜ୍ୟରେ ଶୋଚନୀୟ ଭାବେ ପରାଜିତ ହୋଇଛି ବିଜେଡି। ତେବେ ଏହି ଅପ୍ରତ୍ୟାଶିତ ପରାଜୟକୁ ହଜମ କରିପାରୁ ନାହାନ୍ତି ଦଳୀୟ ନେତା। ତେବେ ପରାଜୟର କାରଣ...

ଆକାଉଣ୍ଟକୁ ଆସିନାହିଁ କି ପିଏମ୍‌ କିଶାନ ଟଙ୍କା? ଏଠାରେ କରନ୍ତୁ ଅଭିଯୋଗ, ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ପିଏମ୍‌ କିଶାନ ସମ୍ମାନ ନିଧି ଯେଜନାର ୧୭ତମ କିସ୍ତି ଜାରି କରିଛନ୍ତି। ଦେଶର ପ୍ରାୟ ୯.୨୬ କୋଟି କୃଷକଙ୍କ...

ସ୍କୁଲ ଛୁଟିକୁ ନେଇ ଆସିଲା ବଡ଼ ଖବର

ଭୁବନେଶ୍ୱର,୧୮।୬: ପୁଣି ବଢିଲା ଖରାଛୁଟି। ସାରା ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଥିବାରୁ ସ୍କୁଲ ଖୋଲିବ କି ନାହିଁ ଏନେଇ ନିଷ୍ପତ୍ତି ନେବାକୁ ସବୁ...

ଶିଶୁଙ୍କ ଠାରେ ବେଶୀ ବ୍ୟାପୁଛି ଡିପଥେରିଆ: ଜାଣନ୍ତୁ ଟୀକା ନେବା କାହିଁକି ଜରୁରୀ

ଭୁବନେଶ୍ୱର,୧୮।୬: ରାଜ୍ୟରେ ଭୟାନକ ରୂପ ନେଲାଣି ଡିପଥେରିଆ। ରାୟଗଡ଼ା ପରେ କୋରାପୁଟ ଓ କଳାହାଣ୍ଡି ଜିଲାକୁ ମାଡ଼ିଲାଣି ଏହି ରୋଗ । ବର୍ତ୍ତମାନ ସୁଦ୍ଧା ୩...

ଡ୍ରେନ୍‌ରେ ପଡ଼ି ନାବାଳକଙ୍କ ମୃତ୍ୟୁ ଘଟଣା: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ୪ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ୱର,୧୮।୬(ଅସମାପିକା ସାହୁ): ରାଜଧାନୀ ଭୁବନେଶ୍ୱରରେ ମୁକୁଳା ଡ୍ରେନ୍‌ରେ ପଡ଼ି ନାବାଳକ ମୃତ୍ୟୁ ଘଟଣାକୁ ନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ମୃତକଙ୍କ...

ଏମ୍‌କେସିଜି ଶିଶୁ ବିଭାଗରେ ୪ ଡିପ୍‌ଥେରିଆ ରୋଗୀ

ବ୍ରହ୍ମପୁର,୧୮ା୬(ସୁବାସ ଚନ୍ଦ୍ର ପାଢ଼ୀ): ରାୟଗଡ଼ା ଓ କୋରାପୁଟ ଜିଲାରେ ଡିପ୍‌ଥେରିଆ ରୋଗରେ ଆକ୍ରାନ୍ତ ୪ ଶିଶୁଙ୍କ ବର୍ତ୍ତମାନ ବ୍ରହ୍ମପୁରସ୍ଥିତ ମହାରାଜା କୃଷ୍ଣ ଚନ୍ଦ୍ର ଗଜପତି (ଏମ୍‌କେସିଜି)ମେଡିକାଲ...

ଆଜି ଓଡ଼ିଶା ଚାଷୀଙ୍କ ଆକାଉଣ୍ଟକୁ ଆସିଛି କିଶାନ ଟଙ୍କା; ଜାଣି ନ ଥିଲେ ଏହି ଉପାୟରେ ଶୀଘ୍ର ଯାଞ୍ଚ କରନ୍ତୁ ବାଲାନ୍ସ 

ନୂଆଦିଲ୍ଲୀ,୧୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ୟ ଥର ପାଇଁ ଦାୟିତ୍ୱ ଗ୍ରହଣ କରିବା ପରେ ଜୁନ୍‌ ୧୮ରେ ଚାଷୀଙ୍କ ଆକାଉଣ୍ଟକୁ ପିଏମ୍‌-କିଶାନ ଯୋଜନାର ୧୭ତମ କିସ୍ତି...

ଡ୍ରେନ୍‌ରେ ଭାସି ଯାଇଥିବା ନାବାଳକଙ୍କ ମୃତ୍ୟୁ

ଭୁବନେଶ୍ୱର,୧୮।୬: ଡ୍ରେନ୍‌ରେ ଭାସି ଯାଇଥିବା ନାବାଳକଙ୍କ ମୃତ୍ୟୁ ହୋଇଛି। କ୍ୟାପିଟାଲ ହସ୍ପିଟାଲରେ ଡାକ୍ତର ମୃତ ଘୋଷଣା କରିଛନ୍ତି। ବର୍ଷା ପାଣିରେ ମୁକୁଳା ଡ୍ରେନ୍‌ରେ ଭାସି ନାବାଳକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri