ପୁଣି ମହାକାଶ ଯିବେ ଭାରତୀୟ ବଂଶୋଦ୍ଭବ ସୁନୀତା ୱିଲିୟମ୍ସ: ପ୍ରଥମ ମହିଳା ଭାବେ ରଚିବେ ଇତିହାସ

ଓ୍ବାଶିଂଟନ୍‌,୬।୫: ଭାରତୀୟ ବଂଶୋଦ୍ଭବ ସୁନୀତା ୱିଲିୟମ୍ସ ପୁଣି ଥରେ ମହାକାଶକୁ ଯିବାକୁ ପ୍ରସ୍ତୁତ ହେଉଛନ୍ତି। ଏଥର ବଚ ୱିଲମୋର ମଧ୍ୟ ତାଙ୍କ ସହ ରହିବେ। ଦୁଇ ଅଭିଜ୍ଞ ନାସା ମହାକାଶଚାରୀ ସମସ୍ତେ ବୋଇଙ୍ଗର ଷ୍ଟାରଲିନର୍‌ ମହାକାଶଯାନରେ ମହାକାଶକୁ ଯିବେ। ଏହା ପ୍ରଥମ ମାନବ ମହାକାଶଯାନ ହେବ, ଯାହା ମେ ୭ରେ ଉଡ଼ିବ। ନାସା ଅନୁଯାୟୀ, ୟୁନାଇଟେଡ ଲଞ୍ଚ ଆଲାଇନ୍ସ ଆଟଲାସ ଭି ରକେଟ ଏବଂ ବୋଇଙ୍ଗ ଷ୍ଟାରଲିନର୍‌ ମହାକାଶଯାନ କେନେଡି ସ୍ପେସ ସେଣ୍ଟରରୁ ମେ ୭ ସକାଳ ୮.୦୭ରେ ଉତକ୍ଷେପଣ କରାଯିବ।
ଏହି ମିଶନ ପରିଚାଳନା କରିବାକୁ ଯାଉଥିବା ସୁନୀତା ୱିଲିୟମ୍ସ କହିଛନ୍ତି, ସେ ଟିକେ ନର୍ଭସ ଅଛନ୍ତି। କିନ୍ତୁ ନୂତନ ମହାକାଶଯାନରେ ଉଡ଼ିବାକୁ ଉତ୍ସାହିତ ଅଛନ୍ତି। ଯେତେବେଳେ ମୁଁ ଅନ୍ତର୍ଜାତୀୟ ସ୍ପେସ ଷ୍ଟେସନରେ ପହଞ୍ଚିବି, ସେତେବେଳେ ଏହା ଘରକୁ ଫେରିବା ପରି ହେବ।
ଏହାସହ ସୁନୀତା ୱିଲିୟମ୍ସ ପୁଣି ଥରେ ଇତିହାସ ସୃଷ୍ଟି କରିବେ। ସେ ପ୍ରଥମ ମହିଳା ହେବେ ମାନବ ମହାକାଶଯାନର ପ୍ରଥମ ମିଶନରେ ଉଡ଼ିବେ। ସେ ୨୦୦୬ ଏବଂ ୨୦୧୨ରେ ଦୁଇଥର ମହାକାଶକୁ ଯାଇଛନ୍ତି। ୱିଲିୟମ୍ସ ଦୁଇଟି ମିଶନରେ ମହାକାଶରେ ସମୁଦାୟ ୩୨୨ ଦିନ ବିତାଇଛନ୍ତି, ଯାହା ଏକ ରେକର୍ଡ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀନଲ୍ୟାଣ୍ଡକୁ ନେଇ ଡାଭୋସରେ ଟ୍ରମ୍ପଙ୍କ ଚରମବାଣୀ: ୟୁରୋପରେ ଉତ୍ତେଜନା

ନୂଆଦିଲ୍ଲୀ।୧: ସ୍ୱିଜରଲ୍ୟାଣ୍ଡର ଡାଭୋସରେ ଆୟୋଜିତ ବିଶ୍ୱ ଅର୍ଥନୈତିକ ଫୋରମ (WEF) ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି।...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri