ବଡ଼ ପେଟ ସମସ୍ୟା ନେଇ ଚିନ୍ତିତ କି … ପ୍ରତିଦିନ ପିଅନ୍ତୁ ଏହି ଜୁସ୍‌

ବର୍ତ୍ତମାନ ସମୟରେ ବଡ଼ ପେଟ ଏକ ମୁଖ୍ୟ ସମସ୍ୟା। ଆଧୁନିକ ଜୀବନଶୈଳୀ ହେଉ କିମ୍ବା ଗୋଟିଏ ଜାଗାରେ ବେଶି ସମୟ ବସି କାମ କରିବା ଫଳରେ ଅଧିକାଂଶ ଲୋକଙ୍କଠାରେ ଏହି ସମସ୍ୟା ଦେଖାଯାଉଛି। ଯଦି ଏହି ସମସ୍ୟା ଆପଣଙ୍କଠାରେ ରହିଛି, ତେବେ ଘରୋଇ ଉପାୟରେ ଏହାର ସମାଧାନ କରନ୍ତୁ।

ପେଟ କମ୍‌ କରିବାରେ କାକୁଡ଼ି ଓ ଲେମ୍ବୁପାଣିର ଭୂମିକା ଗୁରୁତ୍ୱପୂର୍ଣ୍ଣ। କାକୁଡ଼ି ଖାଇବା ଫଳରେ ଶରୀରରେ ଚର୍ବି ଅଂଶ କମ୍‌ ହୋଇଥାଏ। ସେହିପରି ଲେମ୍ବୁ ପେଟର ଚର୍ବି ଅଂଶକୁ କମ୍‌ କରିଥାଏ। ସେଥିପାଇଁ ପ୍ରତିଦିନ ରାତିରେ ଶୋଇବା ପୂର୍ବରୁ ଏକ ଗ୍ଲାସ୍‌ କାକୁଡ଼ି ଜୁସ୍‌ ପିଇବା ଫଳରେ ଏହି ସମସ୍ୟାରୁ ମୁକ୍ତି ମିଳିଥାଏ।

ଜୁସ୍‌ ପ୍ରସ୍ତୁତି ପାଇଁ ସାମଗ୍ରୀ:
୨ଟି କାକୁଡ଼ି
୨ଚାମଚ ଲେମ୍ବୁରସ
ଛୋଟ ଅଦା ଖଣ୍ଡ
ଅଳ୍ପ ଜିରା ପାଉଡର
୩/୪ ଟି ପୋଦିନାପତ୍ର
ସ୍ବାଦ ଅନୁସାରେ କଳା ଲୁଣ/ ସାଦା ଲୁଣ

ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ କାକଡ଼ିରୁ ଚୋପା ଛଡ଼ାଇ ସେଥିରେ ଅଦା ଓ ପୋଦିନା ପତ୍ର ପକାଇ ମିଶ୍ରଣ କରନ୍ତୁ। ଏଥିରେ ଲେମ୍ବୁରସ, ଜିରା ପାଉଡର, ସ୍ବାଦ ଅନୁସାରେ କଳା କିମ୍ବା ଧଳା ଲୁଣ ମିଶାଇ ଶୋଇବା ପୂର୍ବରୁ ପିଅନ୍ତୁ। ଫଳରେ ପେଟ କମ୍‌ ହୋଇଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବିପଦରେ ଫସିଛନ୍ତି କି? ଚାଣକ୍ୟଙ୍କ ଏହି ୫ କଥା ମାନିଲେ ଦୂର ହେବ ସମସ୍ତ ସଙ୍କଟ, ଜିତି ଯିବେ ପ୍ରତିଟି ବାଜି…

ଆଚାର୍ଯ୍ୟ ଚାଣକ୍ୟଙ୍କ ରଚିତ ‘ଚାଣକ୍ୟ ନୀତି’ରେ ମନୁଷ୍ୟ ଜୀବନକୁ ସଫଳ କରିବାକୁ ନେଇ ଅନେକ ନୀତି ବିଷୟରେ ଉଲ୍ଲେଖ ରହିଛି। ଏହାକୁ ସଠିକ୍‌ ଭାବେ ପାଳନ...

ଅତ୍ୟନ୍ତ ଶୁଭ ଜେଡ୍‌ ପ୍ଲାଣ୍ଟ: ଘରେ ଲଗାଇଲେ ବଢ଼େ ସୁଖସମୃଦ୍ଧି

ଜେଡ୍‌ ପ୍ଲାଣ୍ଟ ହେଉଛି ଏକପ୍ରକାର ଇଣ୍ଡୋର ପ୍ଲାଣ୍ଟ। ବାସ୍ତୁଶାସ୍ତ୍ର ଅନୁଯାୟୀ, ଏହି ପ୍ଲାଣ୍ଟକୁ ଲକି ପ୍ଳାଣ୍ଟ ତଥା ଫ୍ରେଣ୍ଡସିପ୍‌ ପ୍ଲାଣ୍ଟ ବି କୁହାଯାଇଥାଏ। କାରଣ ଏହି...

ଘରେ ଲଗାଇବେ ନାହିଁ କେଉଁ ଫଟୋ? ଦୁର୍ଭାଗ୍ୟକୁ ଡାକି ଆଣିବ…

ଘରର ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ଅନେକେ କାନ୍ଥରେ ସୁନ୍ଦର ଫଟୋମାନ ଲଗାଇଥାନ୍ତି। କିନ୍ତୁ ଏହି ଫଟୋ ଲଗାଇବାକୁ ନେଇ ମଧ୍ୟ ବାସ୍ତୁଶାସ୍ତ୍ରରେ କିଛିଟା ନିୟମ ରହିଛି।...

ଚାଣକ୍ୟ କୁହନ୍ତି ଏସବୁ ଖାଦ୍ୟ ଖାଇଲେ ମିଳିବ ୧୦ଗୁଣା ଅଧିକ ଶକ୍ତି, ବୃଦ୍ଧାବସ୍ଥାରେ ରୋଗ ପାଖ ମାଡ଼ିବନି…

ହିନ୍ଦୁ ଧର୍ମରେ ଅନେକ ଜିନିଷ ଅଛି ଯାହାକୁ ଖାଇବା ସମ୍ପୂର୍ଣ୍ଣ ନିଷେଧ ଏବଂ କିଛି ଜିନିଷ ଅଛି ଯାହାକୁ ଖାଇଲେ ୧୦ ଗୁଣ ଅଧିକ ଶକ୍ତି...

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri