ପ୍ରସିଦ୍ଧ ଅଭିନେତ୍ରୀଙ୍କ ପରଲୋକ

ମାଲାୟାଲମ ଅଭିନେତ୍ରୀ କନକଲତାଙ୍କର ଦେହାନ୍ତ ହୋଇଛି। ସେ ତିରୁଭାନନ୍ତପୁରମରେ ଥିବା ତାଙ୍କ ବାସଭବନରେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁବେଳକୁ ତାଙ୍କ ୬୩ ବର୍ଷ ହୋଇଥିଲା। ସେ ଗତ ତିନିବର୍ଷ ଧରି ଅନିଦ୍ରା ସମସ୍ୟା ସହ ସଂଘର୍ଷ କରୁଥିଲେ। ଏହି ଅଭିନେତ୍ରୀ ଡିମେନ୍ସିଆ ନାମକ ଏକ ରୋଗରେ ପୀଡିତ ଥିଲେ। ଫଳରେ ତାଙ୍କ ମସ୍ତିଷ୍କ ସଙ୍କୁଚିତ ହେବାକୁ ଲାଗିଲା। ଏମଆରଆଇ କରିବା ପରେ ସେ ଏ ବିଷୟରେ ଜାଣିବାକୁ ପାଇଥିଲେ।
କନକଲତା ପ୍ରାୟ ୩୮ ବର୍ଷ ଅଭିନୟ କ୍ଷେତ୍ରରେ କାର୍ଯ୍ୟ କରିଥିଲେ। ତାଙ୍କର ପ୍ରଥମ ଚଳଚ୍ଚିତ୍ର ଥିଲା ‘ଅନାରର୍ଥୁପଟ୍ଟୁ’, ଯଦିଓ ଏହି ଚଳଚ୍ଚିତ୍ର କେବେ ରିଲିଜ ହୋଇ ନ ଥିଲା। ଏହା ପରେ ସେ ‘ଚିଲୁ’ ଚଳଚ୍ଚିତ୍ରରେ ଡେବ୍ୟୁ କରିଥିଲେ। ଏହି ଅଭିନେତ୍ରୀ ମାଲାୟାଲମ ଏବଂ ତାମିଲରେ ୩୬୦ରୁ ଅଧିକ ଚଳଚ୍ଚିତ୍ରରେ କାମ କରିଛନ୍ତି ଏବଂ ଟିଭିରେ ମଧ୍ୟ ଅନେକ ଖ୍ୟାତି ଅର୍ଜନ କରିଛନ୍ତ। କନକଲତାଙ୍କୁ ଶେଷ ଥର ପାଇଁ ‘ପୁକ୍କାଲମ’ରେ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କୁ ଧକ୍କା, ମୁଥ ମାରିଲେ ରବୀନା, ଭାଇରାଲ ହେଉଛି ଭିଡିଓ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ରବୀନା ଟଣ୍ଡନଙ୍କ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି  ଭିଡିଓରେ ରବୀନା ଠେଲାପେଲା କରୁଥିବା ଦେଖିବାକୁ ମିଳିଛି। ଏହି ଘଟଣା...

ଶୁବମନ ଗିଲ୍‌ଙ୍କୁ ବିବାହ କରିବେ ରିଦ୍ଧିମା, ମୁହଁ ଖୋଲିଲେ ଅଭିନେତ୍ରୀ…

ମୁମ୍ବାଇ: ଭାରତୀୟ କ୍ରିକେଟର ଶୁବମନ ଗିଲ୍‌ଙ୍କ ନା ସଚିନ ତେନ୍ଦୁଲକରଙ୍କ ଝିଅ ସାରା ଏବଂ ସୈଫ୍‌ ଅଲ୍ଲୀଙ୍କ ଝିଅ ସାରା ଅଲି ଖାନ୍‌ଙ୍କ ସହ ଜଡ଼ିତ...

ଅଭିନେତ୍ରୀ ହେଲେ ମଲାଲା!

ମୁମ୍ବାଇ,୧।୬: ‘ନୋବେଲ ଶାନ୍ତି ପୁରସ୍କାର’ ଜିତିଥିବା ମଲାଲା ୟୁସୁଫଜାଇ ଅଭିନୟରେ ଡେବ୍ୟୁ କରିଛନ୍ତି। ସେ ବ୍ରିଟିଶ ସିଟକମ ‘ଓ୍ବି ଆର ଲେଡି ପାର୍ଟସ’ର ଦ୍ୱିତୀୟ ସିଜନରେ...

ସଲମାନଙ୍କ ଉପରେ ଆକ୍ରମଣ କରିବାର ଥିଲା ଯୋଜନା, ପାକିସ୍ତାନରୁ ମଗାଯାଇଥିଲା ଅସ୍ତ୍ରଶସ୍ତ୍ର

ମୁମ୍ବାଇ,୧।୬: ବଲିଉଡ ଅଭିନେତା ସଲମାନ ଖାଁ ଲଗାତାର ବିପଦରେ ଅଛନ୍ତି। ତାଙ୍କୁ ପୁଣି ଥରେ ଆକ୍ରମଣ କରିବା ପାଇଁ ଏକ ଷଡଯନ୍ତ୍ର ରଚାଯାଇଥିଲା। ତେବେ ମୁମ୍ବାଇ...

କାନ୍ସ ଫିଲ୍ମ ଫେଷ୍ଟିଭାଲରେ ମଡେଲଙ୍କୁ ଅସଦାଚରଣ କଲେ ସୁରକ୍ଷାକର୍ମୀଙ୍କ

ପ୍ୟାରିସ,୧।୬: ୟୁକ୍ରେନର ଜଣେ ମଡେଲ (ସାୱା ପଣ୍ଟିଜସ୍କା) କାନ୍ସ ଫିଲ୍ମ ଫେଷ୍ଟିଭାଲର ଆୟୋଜକଙ୍କ ବିରୋଧରେ ଆଇନଗତ ଅଭିଯୋଗ ଆଣିଛନ୍ତି। ଅଭିଯୋଗ ହୋଇଛି ଯେ ରେଡ କାର୍ପେଟରେ...

ଅଲଗା ହେଲେ ମଲାଇକା-ଅର୍ଜୁନ, ୫ ବର୍ଷର ସମ୍ପର୍କରେ ପଡ଼ିଲା ପୂର୍ଣ୍ଣଚ୍ଛେଦ!

ବମ୍ବେ: ଦୀର୍ଘ ପାଞ୍ଚ ବର୍ଷ ଧରି ପରସ୍ପରକୁ ଡେଟ୍‌ କରିବା ପରେ ବ୍ରେକ୍‌ଅପ୍‌ କରିଛନ୍ତି ବଲିଉଡର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ମଲାଇକା ଅରୋରା ଏବଂ ଅର୍ଜୁନ...

ଏହି ଅଭିନେତ୍ରୀଙ୍କୁ ସମନ ପଠାଇଲା ଇଡି

କୋଲକାତା,୩୧ା୫: ପଶ୍ଚିମବଙ୍ଗ ରାଶନ ଦୁର୍ନୀତି ମାମଲାରେ ଆଉ ଜଣେ ଅଭିନେତ୍ରୀଙ୍କୁ ସମନ ପଠାଇଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)। ବେଙ୍ଗଲ ଅଭିନେତ୍ରୀ ଋତୁପର୍ଣ୍ଣା ସେନଗୁପ୍ତାଙ୍କୁ ଇଡି ସମନ ପଠାଇଛି।...

‘ପୁଷ୍ପା ୨: ଦି ରୁଲ୍‌’ର ୨ୟ ଗୀତ ଅଙ୍ଗାରୋ ରିଲିଜ୍‌

ମୁମ୍ବାଇ: ଅଲ୍ଲୁ ଅର୍ଜୁନ ଏବଂ ରଶ୍ମିକା ମନ୍ଦନାଙ୍କ ଅଭିନୀତ ‘ପୁଷ୍ପା ୨: ଦି ରୁଲ୍‌’ ହେଉଛି ଚଳିତ ବର୍ଷର ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ରମାନଙ୍କ ମଧ୍ୟରୁ ଅନ୍ୟତମ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri