Posted inଜାତୀୟ

ମୁଁ ଯୁଆଡ଼େ ଯାଏ ଖାଲି ମୋଦି-ମୋଦି ଇକୋ ହୁଏ: ଶାହା

ହାଇଦ୍ରାବାଦ,୯ା୫: ତେଲେଙ୍ଗନାର ଭୋଙ୍ଗୀର ଲୋକ ସଭା ନିର୍ବାଚନମଣ୍ଡଳୀରେ ଏକ ସମାବେଶକୁ ସମ୍ବୋଧିତ କରି ଗୁରୁବାର ଶାହା କହିଛନ୍ତି, ଏହି ନିର୍ବାଚନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ଭାରତୀୟ ଗ୍ୟାରେଣ୍ଟି’ ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଚାଇନା ଗ୍ୟାରେଣ୍ଟି’ ମଧ୍ୟରେ ହୋଇଛି।
ସେ ଆହୁରି ମଧ୍ୟ କହିଛନ୍ତି, ମୁଁ ଯେଉଁଆଡ଼େ ଯାଏ, କେବଳ ମୋଦି-ମୋଦି ଇକୋ ଶୁଣିବାକୁ ପାଇଥାଏ। ତେଲେଙ୍ଗନା ‘ପଦ୍ମ’ ବାଛିବା ପାଇଁ ନିଷ୍ପତ୍ତି ନେଇଛି, ତେଲେଙ୍ଗନାବାସୀଙ୍କ ଭଲପାଇବା ଏବଂ ଆଶୀର୍ବାଦ ଆମକୁ ଅଧିକ ଆସନ ଜିତାଇବ। ୨୦୧୯ରେ ତେଲେଙ୍ଗନାର ଲୋକମାନେ ଆମକୁ ୪ଟି ସିଟ୍‌ ଦେଇ ଆଶୀର୍ବାଦ ଦେଇଛନ୍ତି ଏବଂ ଏଥର ମୁଁ ନିଶ୍ଚିତ ଯେ ଆମେ ତେଲେଙ୍ଗନାରେ ୧୦+ସିଟ୍‌ ଜିତିବାକୁ ଯାଉଛୁ। ତେଲେଙ୍ଗନାର ଏହି ‘ଦୁଇ ଅଙ୍କ ବିଶିଷ୍ଟ ସ୍କୋର’ ନିଶ୍ଚିତ ଭାବରେ ମୋଦି ଜୀଙ୍କୁ ୪୦୦ରୁ ଅଧିକ ଆସନ ଦେବ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ଲହରି ଜାରି, ଗାଡ଼ି ଚଳାଚଳରେ ବାଧକ ସାଜିଛି କୁହୁଡ଼ି

ଦାରିଙ୍ଗବାଡ଼ି,୨୬ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଶୀତ ଲହରି ଜାରି ରହିଛି। ଶୁକ୍ରବାର ତାପମାତ୍ରା ୬.୫ ଡିଗ୍ରୀ ରହିଛି। ତେବେ କୁହୁଡି ଯୋଗୁ ଶୀତ...

ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ପରଲୋକ, ୨୦୦୪ ରୁ ୨୦୦୯ ଯାଏଁ ଥିଲେ….

ଭୁବନେଶ୍ବର,୨୬।୧୨:  ପୂର୍ବତନ ବିଧାୟକାଙ୍କ ପରଲୋକ । ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କର ଦେହାନ୍ତ ହୋଇଛି । ଭୁବନେଶ୍ବର ସ୍ଥିତ ବାସଭବନରେ ପରଲୋକ ହୋଇଥିବା ସୂଚନା ରହିଛି...

ବଡ଼ଧରଣର ଭିଜିଲାନ୍ସ ରେଡ୍: ଏକକାଳୀନ ଫରେଷ୍ଟରଙ୍କ ୫ଟି ଠିକଣାରେ ଚଢ଼ାଉ

ଭୁବନେଶ୍ୱର,୨୬।୧୨: ଆୟ ବହିର୍ଭୂତ ସମ୍ପତ୍ତି (DA) ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ଶୁକ୍ରବାର କୋରାପୁଟ ଫରେଷ୍ଟ ଡିଭିଜନ୍‌ର ଫରେଷ୍ଟର ନିରଞ୍ଜନ ଶତପଥୀଙ୍କର ୫ଟି...

ଐତିହ୍ୟ-ପାରମ୍ପରିକ ଲୋକକଥାର କାହାଣୀ କହେ ଯୋଗୀମଠ ଜଳପ୍ରପାତ, ବିଡିଓ କହିଲେ ରାସ୍ତା ସହ…

ଦାରିଙ୍ଗବାଡ଼ି,୨୬ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଏକାଧିକ ପର୍ଯ୍ୟଟନକ୍ଷେତ୍ର ରହିଛି। ସେଥିମଧ୍ୟରୁ ଯୋଗୀମଠ ଜଳପ୍ରପାତ ଅନ୍ୟତମ। ତେବେ ଯୋଗୀମଠ ଜଳପ୍ରପାତରେ ପହଞ୍ଚିବା ପାଇଁ ସବୁଦିନିଆ...

ମାଲକାନଗିରି ବ୍ଲକ୍ ଜେଇଙ୍କ ଘରେ ଭିଜିଲାନ୍ସ ରେଡ୍‌, ଏକକାଳୀନ ୪ଟି ସ୍ଥାନରେ ଚଢ଼ାଉ

ମାଲକାନଗିରି,୨୬।୧୨: ସକାଳୁ ସକାଳୁ ଭିଜିଲାନ୍ସ ଚଢ଼ାଉ । ମାଲକାନଗିରି ବ୍ଲକ୍ ଜେଇଙ୍କ ଘରେ ଭିଜିଲାନ୍ସ ରେଡ୍‌ କରିଛି । ନିହାର ସରକାରଙ୍କ ନାମରେ ପୂର୍ବରୁ ଦୁର୍ନୀତି...

ଡେଲିଭରୀ କର୍ମଚାରୀଙ୍କ ଦେଶବ୍ୟାପୀ ଧର୍ମଘଟ: ଏହି ଦୁଇଦିନ ହେବ ସେବା ପ୍ରଭାବିତ

ନୂଆଦିଲ୍ଲୀ,୨୬।୧୨: ସ୍ୱିଗି (Swiggy), ଜୋମାଟୋ (Zomato), ଜେପ୍ଟୋ (Zepto), ବ୍ଲିଙ୍କିଟ୍ (Blinkit), ଆମାଜନ (Amazon), ଫ୍ଲିପକାର୍ଟ (Flipkart) ସମେତ ବିଭିନ୍ନ ଇ-କମର୍ସ ଏବଂ ଫୁଡ୍ ଡେଲିଭରୀ...

ଘରେ ରୋଷେଇ କରୁଥିବାବେଳେ ଯୁବତୀଙ୍କୁ ଏକୁଟିଆ ପାଇ ବଳାତ୍କାର କଲେ ଯୁବକ, ସୁଇସାଇଡ୍‌ ନୋଟ୍‌ ଲେଖି ନେଲେ ଏମିତି ନିଷ୍ପତ୍ତି…

ଚାନ୍ଦବାଲି,୨୬।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲିରେ ଜଣେ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ଘଟଣା ସାରା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଥିବା ବେଳେ ଚାନ୍ଦବାଲିରେ...

ଶୀତ ମଧ୍ୟରେ ଆସୁଛି ଲଘୁଚାପ: ନୂଆବର୍ଷରେ ହେବ ଘନୀଭୂତ

ଭୁବନେଶ୍ୱର,୨୬।୧୨: ଆସନ୍ତା ଡିସେମ୍ବର ୩୧ ତାରିଖ ବେଳକୁ ଦକ୍ଷିଣ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି, ଯାହା ପରବର୍ତ୍ତୀ ସମୟରେ ଲଘୁଚାପରେ ପରିଣତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri