Posted inରାଜ୍ୟ

ରାଜନୀତିରୁ ନେଇଯିବେ ସନ୍ୟାସ, ଖୋଲା ଚ୍ୟାଲେଞ୍ଜ ଦେଲେ ପାଣ୍ଡିଆନ

ଭୁବନେଶ୍ୱର,୧୦।୫: ନିର୍ବାଚନୀ ସଭାରେ ବଡ ବୟାନ ଦେଇଛନ୍ତି ବିଜେଡି ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ। ଶୁକ୍ରବାର ଏକ ସମାବେଶକୁ ସମ୍ବୋଧନ ସମୟରେ ନାଁ ନ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ସେ କହିଛନ୍ତି ”ଯଦି ଆସନ୍ତା ଜୁନ୍ ୯ ରେ ୭୫% ସଂଖ୍ୟାଗରିଷ୍ଠତା ସହିତ ଆମ ମୁଖ୍ୟମନ୍ତ୍ରୀ ପୁଣିଥରେ ଶପଥ ଗ୍ରହଣ କରିବେ ନାହିଁ ତେବେ ମୁଁ ରାଜନୀତିରୁ ସନ୍ୟାସ ନେଇଯିବି”।

ଏହାପରେ ସେ କହିଥିଲେ ”ମୁଁ ମୁଖ୍ୟମନ୍ତ୍ରୀଙ୍କ ଚାମଚା ହେଇ ଦୃଢୋକ୍ତି ପ୍ରକାଶ କରୁଛି ଯେ, ଆମେ ପୁଣି କ୍ଷମତାକୁ ଆସିବୁ। ଆପଣ ଜଣେ ଆପଣଙ୍କର ଯଦି ଦମ୍ ଅଛି କେନ୍ଦ୍ରମନ୍ତ୍ରୀ ଯଦି ଭାଜପା ସରକାର ଆସିବ ନାହିଁ ସେ ରାଜନୀତିରୁ ସନ୍ୟାସ ନେବେ ବୋଲି କୁହନ୍ତୁ ବୋଲି ପାଣ୍ଡିଆନ ଆହ୍ୱାନ ଦେଇଥିଲେ”।

ଏହି ସମୟରେ କେନ୍ଦ୍ରମନ୍ତ୍ରୀ ତାଙ୍କୁ କେଉଁସବୁ ନାଁ ନେଇ ଡାକୁଛନ୍ତି ତାକୁ ସେ ମନେ ପକାଇଥିଲେ। ଏହା ସହିତ ସେ ବିଭନ୍ନ ପ୍ରସଙ୍ଗ ନେଇ ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କରିଥିଲେ। ଏପରିକି ସେ ଗୋଟିଏ ୱାର୍ଡ ମେମ୍ବର ଜିତି ପରିବେନାହିଁ ବୋଲି ପାଣ୍ଡିଆନ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

ଜିଆ ଖାଉଛି ମାଛକୁ

ଗାଡ଼ିଆରେ ବନିଶିରେ ମାଛ ଧରାଯାଉଥିବାର ଏକ ଦୃଶ୍ୟକୁ ଅବତାରଣା କରାଯାଉ। ଜଣେ ବ୍ୟକ୍ତି ବାଉଁଶ ଛଡ଼ିରେ ସୂତା ଲଗାଇ ସେଥିରେ କଣ୍ଟା ଓହଳାଇ ଥାଏ। ସୂତାକୁ...

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ଦିଲ୍ଲୀ ସରକାରଙ୍କ ପ୍ରାଣମୁର୍ଚ୍ଛା ଉଦ୍ୟମ, ପ୍ରଦୂଷଣ ରୋକିବାକୁ ‘ତନ୍ଦୁର’ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri