Posted inଜାତୀୟ

କେଜରିଓ୍ବାଲଙ୍କୁ ଜାମିନ ମିଳିବା ପରେ ପ୍ରଥମେ କାହାକୁ ଭେଟିଥିଲେ ସୁନିତା

ନୂଆଦିଲ୍ଲୀ,୧୦।୫: ଶୁକ୍ରବାର ସୁପ୍ରିମକୋର୍ଟ ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଛନ୍ତି। ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ପରେ ସ୍ତ୍ରୀ ସୁନୀତା କେଜରିୱାଲଙ୍କ ସମେତ ସମଗ୍ର ଆମ ଆଦମୀ ପାର୍ଟି ଉତ୍ସବ ପାଳନ କରୁଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଜାମିନ ପାଇବା ପରେ ସୁନୀତା କେଜରିୱାଲ ପ୍ରଥମେ କାହାକୁ ଭେଟିଥିଲେ ବୋଲଇ ପ୍ରଶ୍ନ ଉଠୁଛି। କୁହାଯାଉଛି ଯେ କେଜରିୱାଲ ଆଜି ସା ସୁଦ୍ଧା ଜେଲରୁ ବାହାରିପାରନ୍ତି। ଏହି ସମୟରେ ତାଙ୍କ ସ୍ତ୍ରୀ ସୁନୀତା ତାଙ୍କ ସ୍ବାମୀଙ୍କ ଘନିଷ୍ଠ ବନ୍ଧୁ ବୈଭବ କୁମାରଙ୍କୁ ଭେଟିଥିଲେ। ବୈଭବ ମଧ୍ୟ ଅରବିନ୍ଦ କେଜରିୱାଲଙ୍କ ବ୍ୟକ୍ତିଗତ ସଚିବ ଅଟନ୍ତି। ବୈଠକର ସମୟ ୨ ଟା ପୂର୍ବରୁ ସ୍ଥିର ହୋଇସାରିଛି। ଯେତେବେଳେ କେଜରିୱାଲଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ମିଳିଲା, ସେତେବେଳେ ସେ ତାଙ୍କ ସ୍ତ୍ରୀ ସୁନୀତା କେଜରିୱାଲ ଏବଂ ଘନିଷ୍ଠ ବନ୍ଧୁ ବୈଭବଙ୍କୁ ଭେଟିବାରେ ବ୍ୟସ୍ତ ଥିଲେ।
ସୂଚନାଯୋଗ୍ୟ, ମାର୍ଚ୍ଚ ୨୧ରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଇଡି ଗିରଫ କରିଥିଲା। ହେପାଜତ ଶେଷ ହେବା ପରେ ମୁଖ୍ୟମନ୍ତ୍ରୀଙ୍କୁ ନ୍ୟାୟିକ ହେପାଜତରେ ତିହାର ଜେଲକୁ ପଠାଯାଇଥିଲା। ଦିଲ୍ଲୀର ମଦ ସ୍କାମ ମାମଲାରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ ତାଙ୍କୁ ଅଭିଯୁକ୍ତ କରିଛି। ଏହି ମାମଲାରେ ଇଡି ମଧ୍ୟ ଟ୍ରାଏଲ କୋର୍ଟରେ ଏକ ଚାର୍ଜସିଟ ଦାଖଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri