Posted inଖେଳ

କିଶନ, ଆୟରଙ୍କୁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟରୁ ବାଦ୍‌ ଦେଇଛନ୍ତି ଅଗରକର; ଆଉ କେହି ଦାୟୀ ନୁହନ୍ତି…

ମୁମ୍ବାଇ, ୧୦ା୫: ଇଶାନ କିଶନ ଓ ଶ୍ରେୟାସ ଆୟରଙ୍କୁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟରୁ ସମ୍ପୂର୍ଣ୍ଣ ବାଦ୍‌ ଦେବା ନିଷ୍ପତ୍ତି ସିଲେକ୍ସନ କମିଟି ଚେୟାରମ୍ୟାନ ଅଜିତ ଅଗରକର ଏକାକୀ ନେଇଛନ୍ତି। ଏଥିପାଇଁ ଅନ୍ୟ କାହାରିକୁ ଦାୟୀ କରାଯାଇ ନ ପାରେ। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସମ୍ପାଦକ ଜୟ ଶାହା ଶୁକ୍ରବାର ଏକଥା ପ୍ରକାଶ କରିଛନ୍ତି।

ବିସିସିଆଇର ନିର୍ଦ୍ଦେଶ ସତ୍ତ୍ୱେ କିଶନ ଓ ଆୟର ଘରୋଇ କ୍ରିକେଟ ଖେଳି ସେମାନଙ୍କର ଦକ୍ଷତା ପ୍ରଦର୍ଶନ କରି ନ ଥିଲେ। ଯାହାକିଛି ନିଷ୍ପତ୍ତି ସମ୍ବିଧାନ ଅନୁଯାୟୀ ନିଆଯାଇଛି। ସେ କେବଳ ସିଲେକ୍ସନ କମିଟି ବୈଠକର ଜଣେ ଆବାହକ ମାତ୍ର। ନିୟମକୁ କାର୍ଯ୍ୟକାରୀ କରିବା ହେଉଛି ତାଙ୍କ କାର୍ଯ୍ୟ। ସେମାନଙ୍କ ସ୍ଥାନରେ ସଞ୍ଜୁ ସାମସନଙ୍କ ଭଳି ନୂଆ ଖେଳାଳିଙ୍କୁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟରେ ସାମିଲ କରାଯାଇଛି। ଭାରତୀୟ ଖେଳାଳିମାନଙ୍କୁ ଘରୋଇ କ୍ରିକେଟକୁ ଅଗ୍ରାଧିକାର ଦେବାକୁ ହେବ ବୋଲି ସେ ଦୋହରାଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୧୨ ବର୍ଷ ପରେ ଟି-୨୦ ବିଶ୍ୱକପ୍‌ରେ ଘଟିଲା ଏମିତି

ନୂଆଦିଲ୍ଲୀ,୩।୬: ଟି-୨୦ ବିଶ୍ୱକପ ଇତିହାସରେ ଏପର୍ଯ୍ୟନ୍ତ ୩ଟି ସୁପର ଓଭର ମ୍ୟାଚ ହୋଇଛି। ତୃତୀୟ ସୁପର ଓଭର ଟି-୨୦ ବିଶ୍ୱକପ ୨୦୨୪ରେ ହୋଇଛି। ଏଥିରେ ନାମିବ୍ୟା...

ଟି-୨୦ ବିଶ୍ୱକପ୍‌ରେ ଇତିହାସ ରଚିଲେ ନାମିବ୍ୟା ବୋଲର: ପ୍ରଥମ ଖେଳାଳି ଭାବେ କଲେ ଏମିତି କାରନାମା

ନ୍ୟୁୟର୍କ,୩।୬:ଓମାନ ବିପକ୍ଷ ମ୍ୟାଚରେ ନାମିବ୍ୟାର ବୋଲର ରୁବେନ ଟ୍ରମ୍ପେଲମ୍ୟାନ ଇତିହାସ ସୃଷ୍ଟି କରିଛନ୍ତି। ଟି -୨୦ ବିଶ୍ୱକପ୍‌ର ତୃତୀୟ ମ୍ୟାଚ୍‌ରେ ଓମାନ ପ୍ରଥମେ ବ୍ୟାଟିଂ କରି...

ଟି-୨୦ ବିଶ୍ୱକପ୍‌ର ସବୁଠୁ ବୟସ୍କ-କନିଷ୍ଠ ଖେଳାଳି କିଏ ଜାଣନ୍ତି: ବୟସ କରିଦେବ ତାଜୁବ

ନୂଆଦିଲ୍ଲୀ,୩।୬: ଟି-୨୦ କ୍ରିକେଟ ଇତିହାସରେ ପ୍ରଥମ ବିଶ୍ୱକପ ୨୦୦୭ରେ ହୋଇଥିଲା। ଏପର୍ଯ୍ୟନ୍ତ ୮ଟି ଟି-୨୦ ବିଶ୍ୱ ଚାମ୍ପିଅନ ହୋଇସାରିଛନ୍ତି। କିନ୍ତୁ ୨୦୨୪ ବିଶ୍ୱକପ ସବୁଠାରୁ ସ୍ବତନ୍ତ୍ର...

ଏହି ୨ ଦଳ ମଧ୍ୟରେ ହେବ ଟି-୨୦ ବିଶ୍ୱକପ୍‌ ଫାଇନାଲ୍‌ ମ୍ୟାଚ୍‌: ଯୁବରାଜଙ୍କ ଭବିଷ୍ୟବାଣୀ

ନ୍ୟୁୟର୍କ,୨।୬: ଟି-୨୦ ବିଶ୍ୱକପ ୨୦୨୪ ଆରମ୍ଭ ହୋଇଛି। ଭାରତୀୟ ଦଳ ଦ୍ୱିତୀୟଥର ପାଇଁ ଟି-୨୦ ଚାମ୍ପିୟନ ହେବାକୁ ଆସିଛି। ଜୁନ ୫ରେ ଆୟର୍ଲାଣ୍ଡ ବିପକ୍ଷରେ ଭାରତ...

ଗମ୍ଭୀର କୋଚ୍‌ ହେବାକୁ ଆଗ୍ରହୀ

ଦୁବାଇ, ୨ା୬: ପୂର୍ବତନ ଭାରତୀୟ ବ୍ୟାଟର ଗୌତମ ଗମ୍ଭୀର ଶନିବାର ଜାତୀୟ କ୍ରିକେଟ ଦଳର କୋଚ୍‌ ହେବା ଲାଗି ଆଗ୍ରହୀ ଥିବା ବିଷୟ ପ୍ରକାଶ କରିଛନ୍ତି।...

ବିବାହ ବନ୍ଧନରେ ବାନ୍ଧି ହେଲେ ଏହି ଷ୍ଟାର କ୍ରିକେଟର, ଜିତାଇଥିଲେ ୨୦୨୪ IPL

ନୂଆଦିଲ୍ଲୀ,୨।୬: କୋଲକତା ନାଇଟ୍‌ ରାଇଡର୍ସ ୨୦୨୪ ଆଇପିଏଲ୍‌ ଜିତିବା ପରେ ଏବେ ଏହି ଟିମ୍‌ର ଜଣେ କ୍ରିକେଟରଙ୍କୁ ନେଇ ଚର୍ଚ୍ଚା ଜୋର। ଷ୍ଟାର କ୍ରିକେଟର ଭେଙ୍କଟେଶ...

ମହାମୁକାବିଲା ପୂର୍ବରୁ ଭାରତକୁ ଚେତାବନୀ ଦେଲେ ପାକିସ୍ତାନ ଅଧିନାୟକ

ନ୍ୟୁୟର୍କ,୨।୬: ଭାରତ ଏବଂ ପାକିସ୍ତାନ ମଧ୍ୟରେ ମ୍ୟାଚ ଜୁନ ୯ରେ ନ୍ୟୁୟର୍କର ନାସାଉ କ୍ରିକେଟ ଷ୍ଟାଡିୟମରେ ଖେଳାଯିବ। ଭାରତ-ପାକ ମ୍ୟାଚ ବିଷୟରେ ଅନେକ ଆଲୋଚନା ଚାଲିଛି।...

ଛାଡପତ୍ର ଚର୍ଚ୍ଚା ଭିତରେ ମୁଁହ ଖୋଲିଲେ ହାର୍ଦ୍ଦିକ ପାଣ୍ଡ୍ୟା: କହିଲେ, ବେଳେବେଳେ ଜୀବନ…

ନ୍ୟୁୟର୍କ,୨।୬: ଆଜିକାଲି ହାର୍ଦ୍ଦିକ ପାଣ୍ଡ୍ୟା ଅନେକ ଚର୍ଚ୍ଚାରେ ଅଛନ୍ତି। ଗୋଟିଏ ପଟେ ଆଇପିଏଲରେ ତାଙ୍କର ପ୍ରଦର୍ଶନ ଖରାପ ଥିଲା, ଅନ୍ୟ ପଟେ ତାଙ୍କ ସ୍ତ୍ରୀ ନତାଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri