କଳାହାଣ୍ଡି: ବୁଥ୍‌କୁ ଗଲେ ପୋଲିଂ ପାର୍ଟି

ଭବାନୀପାଟଣା,୧୨ା୫(ଉତ୍ତମ କୁମାର ଦାଶ): ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଆସନ୍ତା ୧୩ ତାରିଖରେ ଅନୁଷ୍ଠିତ ହେବ। ଏଥିରେ କଳାହାଣ୍ଡି ଲୋକ ସଭା କ୍ଷେତ୍ର ରହିଛି। ଶନିବାର କଳାହାଣ୍ଡି ଜିଲାର ନର୍ଲା ଓ ଲାଞ୍ଜିଗଡ ନିର୍ବାଚନ ମଣ୍ଡଳୀର ୫୬୫ ବୁଥ୍‌କୁ ପୋଲିଂ ପାର୍ଟି ଯାଇଛନ୍ତି। ଏହା ପୂର୍ବରୁ ସେମାନେ କଳାହାଣ୍ଡି ବିଶ୍ୱବିଦ୍ୟାଳୟରେ ଉପସ୍ଥିତ ରହି ନିଜର ଇଭିଏମ୍‌, ଭିଭିପିଏଟି ସହ ବ୍ୟାଟେରି, ଚାର୍ଜିଂ ଲାଇଟ୍‌, ଫାଷ୍ଟଏଡ୍‌ ଆଦି ସାମଗ୍ରୀ ଯାଞ୍ଚ କରିଥିଲେ। ପୋଲିଂ ପାର୍ଟିରେ ଉପରୋକ୍ତ ୨ଟି ନିର୍ବାଚନ ମଣ୍ଡଳୀ ପାଇଁ ମାଇକ୍ରୋ ଅବଜର୍ଭର୧୧୩, ସେକ୍ଟର ଅଫିସର ୯୫, ଭିଡିଓଗ୍ରାଫର ୬୦, ପ୍ରିଜାଇଡିଂ ଅଫିସର ୫୩୯, ପୋଲିଙ୍ଗଂ ଅଫିସର ୩୨୩୪ ସମେତ ପୋଲିସ କର୍ମଚାରୀ ରହିଛନ୍ତି। ସମସ୍ତେ ବସ୍‌ ଓ ବୋଲେରୋ ଯୋଗେ ନିଜ ନିଜ ବୁଥ୍‌କୁ ଯାଇଛନ୍ତି। ରବିବାର ଭବାନୀପାଟଣା, ଜୁନାଗଡ ଓ ଧର୍ମଗଡ ନିର୍ବାଚନ ମଣ୍ଡଳୀର ବୁଥ୍‌ଗୁଡିକୁ ପୋଲିଂ ପାର୍ଟି ଯିବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତରେ ଥରୁଛି ଜି. ଉଦୟଗିରି: ଲୋକଙ୍କ ପାଇଁ ନିଆଁ ହିଁ ସାହା ଭରସା

ଜି.ଉଦୟଗିରି,୭।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ସବୁଜ ସୁନ୍ଦର ଚତୁଃପାର୍ଶ୍ୱରେ ପାହାଡ଼ ପର୍ବତ ଘେରି ରହିଥିବା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ ତାପମାତ୍ରା...

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଦୁଇ ୨ ନାବାଳିକା ସାଙ୍ଗ, ଜଣେ ଉଦ୍ଧାର, ଆଉ ଜଣେ…

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଦିଗପହଣ୍ଡି ଥାନା ଚୁଡୁଙ୍ଗପୁର ଗାଁରେ ରବିବାର ପୂର୍ବାହ୍ନରେ ଘଟିଯାଇଛି ଏକ ଦୁଃଖଦ ଘଟଣା। ଗାଁ କରଣ...

ବିଜେଡିର ସବୁ ଗୁମର ଖୋଲିଦେଲେ ସନାତନ ମହାକୁଡ଼, କହିଲେ ପୂର୍ବ ସରକାର ଥିବାବେଳେ ଖଣିଖାଦାନରୁ ବହୁ…

କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଗସ୍ତରେ ଆସିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଘଟଗାଁ ପରିକ୍ରମା ପ୍ରକଳ୍ପନ୍ତର ଭିତ୍ତି ପ୍ରସ୍ତର...

ଏମିତି ବି ଆସେ ମୃତ୍ୟୁ: ସକାଳୁ ସକାଳୁ ବୁଲି ବାହାରି ପଡ଼ିଥିଲେ ଦମ୍ପତି, ସ୍ବାମୀଙ୍କ ଆଖିଆଗରେ…             

ବୌଦ୍ଧ ୮।୧୨(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ଖୋର୍ଦ୍ଧା ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ପୁରୁଣାକଟକ ଥାନା ଅନ୍ତର୍ଗତ ମାର୍ଦିଙ୍ଗ ଗ୍ରାମ ନିକଟସ୍ଥ ବୁଲାଣି...

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ତାରିଣୀ ପୀଠର ବିକାଶ ପାଇଁ କଲେ ବଡ଼ ଘୋଷଣା

କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଏକ ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ୱରରୁ ଆସି ଘଟଗାଁରେ ପହଞ୍ଚିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ...

ରେକର୍ଡ ଭାଙ୍ଗୁଛି ଶୀତ, ରାଜ୍ୟର ସବୁଠୁ ଥଣ୍ଡା ସହର ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୭ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଶୀତର ଲହରି ରେକର୍ଡ ଭାଙ୍ଗିଛି। ଦିନକୁ ଦିନ ତାପମାତ୍ରା ହ୍ରାସ ପାଇ ରବିବାର ସକାଳ ସୁଦ୍ଧା ୭.୫...

ବିଦ୍ୟାଳୟରେ ପାଇଖାନା ନ ଥିବା ଘଟଣାକୁ ସହୃଦୟର ସହ ନେଲେ ବିଡିଓ, କହିଲେ ୩ ମାସରେ…

ଦାରିଙ୍ଗବାଡି,୭।୧୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ ୬...

୬୫ ବର୍ଷ ବିଦ୍ୟାଳୟରେ ପାଇଖାନା କି ମୌଳିକ ସୁବିଧା ନାହିଁ:  ପିଲାଙ୍କ ପାଇଁ ପାହାଡ ଜଙ୍ଗଲ ହିଁ ଭରସା 

ଦାରିଙ୍ଗବାଡି,୭।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri