୧୫ରେ ବଲାଙ୍ଗୀର ଆସିବେ ରାହୁଲ

ବଲାଙ୍ଗୀର,୧୨ା୫: ସାଧାରଣ ନିର୍ବାଚନ ପାଇଁ ପ୍ରଚାର କରିବାକୁ ଓଡ଼ିଶା ଗସ୍ତରେ ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଆସନ୍ତା ୧୫ ତାରିଖରେ ବଲାଙ୍ଗୀର ଗସ୍ତରେ ଆସିବେ ରାହୁଲ । ବାଇକ୍‌ ରାଲି ସହ ଜନସଭାରେ ରାହୁଲ ଯୋଗଦେବେ। ଏନେଇ କଂଗ୍ରେସ ବିଧାୟକ ପ୍ରାର୍ଥୀ ସମରେନ୍ଦ୍ର ମିଶ୍ର ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ସାଲେପୁର ଗସ୍ତ ପରେ ରାହୁଲଙ୍କ ଏହା ଦ୍ୱିତୀୟ ଓଡ଼ିଶା ଗସ୍ତ। ପୂର୍ବରୁ ରାୟଗଡ଼ା ଆସିବା କାର୍ଯ୍ୟକ୍ରମ ଥିଲା। ମାତ୍ର ଉକ୍ତଦିନ ରାହୁଲଙ୍କ ନାମାଙ୍କନପତ୍ର ଦାଖଲ ଥିବାରୁ ଏହି ଗସ୍ତ ବାତିଲ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri