ସ୍ବାମୀଙ୍କ ଥଟ୍ଟାକୁ ସହିପାରିଲେନି ମଡେଲ ସ୍ତ୍ରୀ, ‘ମାଙ୍କଡ’ କହିଦେଲେ ବୋଲି…

ନୂଆଦିଲ୍ଲୀ,୩୧।୧: ମଜା କରିବା ଏକ ସୁଖୀ ପରିବାର ପାଇଁ ମହଙ୍ଗା ପଡିଲା। ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ‘ମାଙ୍କଡ’ କହିଦେଲେ ବୋଲି ଆତ୍ମହତ୍ୟା କରିଦେଲେ ସ୍ତ୍ରୀ। ଏଭଳି ଘଟଣା ଉତ୍ତରପ୍ରଦେଶ ଲକ୍ଷ୍ନୌର ଇନ୍ଦିରା ନଗର ଅଞ୍ଚଳରେ…

ଫୁଲ ତୋଳିବା ପାଇଁ ଯାଇଥିଲେ ବୃଦ୍ଧା, ବାଟରେ ଘଟିଲା ବଡ଼ ଅଘଟଣ

ଦିଗପହଣ୍ଡି,୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ନିକଟରେ ଶନିବାର ଭୋର୍‌ ସମୟରେ ବାଇକ ଧକ୍କାରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ବୃଦ୍ଧା ଜଣଙ୍କ ହେଲେ ଦିଗପହଣ୍ଡି ମେନ୍‌ ରୋଡ଼ରେ ରହୁଥିବା…

ବ୍ରିଜ୍‌ ତଳ ନାଳରୁ ମିଳିଲା ୨ ବର୍ଷ ଶିଶୁପୁତ୍ରର ମୃତଦେହ: କୁକୁର ସହିତ ଖେଳୁଖେଳୁ…

ପରଜଙ୍ଗ,୩୧।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗାଁ ଓଭରବ୍ରିଜ୍‌ ତଳ ନାଳରୁ ଜଣେ ୨ ବର୍ଷ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର କରାଯାଇଛି। ମୃତ ଶିଶୁ ଜଣଙ୍କ ବାଉଁଶପାଳ…

ଜମି ଜବରଦଖଲ ବିରୋଧରେ ଗର୍ଜିଲେ ଗ୍ରାମବାସୀ: ତହସିଲଦାରଙ୍କ ଦ୍ୱାରସ୍ଥ ହୋଇ ଦେଲେ ଏମିତି ଚେତାବନୀ

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କାଣିଗୁମା ପଞ୍ଚାୟତରେ ଭୂମି ଜବରଦଖଲକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଗ୍ରାମର ସରକାରୀ ଶ୍ମଶାନ ଓ ସ୍କୁଲ ଜମିକୁ…

ଆଜିଠୁ ବିଶ୍ୱପ୍ରସିଦ୍ଧ ମାଘମେଳା: ସନ୍ଧ୍ୟା ୫ଟାରେ ଜଳିବ ଝାଡ଼ଦୀପ

ଢେଙ୍କାନାଳ,୩୧ା୧(ରତନ ନାୟାର):ବିଶ୍ୱପ୍ରସିଦ୍ଧ ମହିମା ଧର୍ମର ପୀଠ ଢେଙ୍କାନାଳ ଜିଲାର ଯୋରନ୍ଦାଠାରେ ପ୍ରସିଦ୍ଧ ମାଘମେଳା ଶନିବାରଠାରୁ ଆରମ୍ଭ ହେଉଛି। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଚଳିତବର୍ଷ ସନ୍ଧ୍ୟା ୫ଟାରେ ଝାଡ଼ଦୀପ ପ୍ରଜ୍ୱଳିତ ହେବାର କାର୍ଯ୍ୟକ୍ରମ…

ଅନ୍ତର୍ଜାତୀୟ କ୍ରୀଡ଼ାବିତ୍‌ ଭି. ରମେଶଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ, ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୩୧।୧(ଦିଲ୍ଲୀପ ସାମଲ): ଭିନ୍ନକ୍ଷମ ହେଲେବି ସେ ସକ୍ଷମ । କ୍ରୀଡା କ୍ଷେତ୍ରରେ ବେଶ ସଫଳତା ହାସଲ କରି ଦେଶ ବିଦେଶରେ ସୁନାମ ଅର୍ଜନ କରିଥିବା ଅନ୍ତର୍ଜାତୀୟ ପାରା କ୍ରୀଡ଼ାବିତ୍‌ ତଥା ଛତ୍ରପୁର ଗିଲଟିପେଟାସାହି…

ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ହେବା ନେଇ ଏମିତି କହିଦେଲେ ଶରଦ ପାଓ୍ବାର: ତେଜିଲା ବିବାଦ

ପୁଣେ,୩୧।୧: ମହାରାଷ୍ଟ୍ରର ରାଜନୀତିର ଚକ ପୁଣି ଥରେ ଘୂର୍ଣ୍ଣନ ଆରମ୍ଭ କରିଛି। ଉପ-ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ପରେ ପରିବର୍ତ୍ତିତ ପରିସ୍ଥିତି ରାଜନୈତିକ କାର୍ଯ୍ୟକଳାପକୁ ତୀବ୍ର କରିଛି। ସୁନେତ୍ରା ପାୱାର ତାଙ୍କ ସ୍ବାମୀଙ୍କ ଉପ-ମୁଖ୍ୟମନ୍ତ୍ରୀ ପଦବୀ ପୂରଣ କରିବାକୁ…

ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ: କ୍ଲାସ ନ କରି ଖଟି କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୧।୧: ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ। ଏଣିକି କଲେଜରେ କ୍ଲାସ ନ କରି ଖଟି କରୁଥିବା ଅଧ୍ୟାପକ ଅଧ୍ୟାପିକାଙ୍କ ଉପରେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ। କଲେଜରେ ଅବହେଳା ନଜରକୁ ଆସିବା ପରେ ଏମିତି ନିଷ୍ପତ୍ତି ନେଇଛି ଉଚ୍ଚଶିକ୍ଷା ବିଭାଗ। ସୂଚନାଯୋଗ୍ୟ, ଉଚ୍ଚଶିକ୍ଷା…

ପଦ ଛାଡିବାକୁ ଧମକ ଦେଲେ ଭାରତୀୟ ହକି ଦଳର କୋଚ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୩୧।୧: ଭାରତୀୟ ହକି ଦଳରେ ବିଦ୍ରୋହ ଦେଖାଯାଇଛି। ଭେଟେରାନ ମିଡ୍‌ ଫିଲ୍ଡର ମନପ୍ରୀତ ସିଂଙ୍କୁ ଦଳରୁ ବିଦା କରିବାକୁ ନେଇ ଦେଖାଦେଇଛି କନ୍ଦଳ। ଭାରତୀୟ ହକି ଦଳର ମୁଖ୍ୟ କୋଚ କ୍ରେଗ ଫୁଲଟନ ମନପ୍ରୀତ ସିଂହଙ୍କ ସପକ୍ଷରେ ବାହାରି ହକି ଇଣ୍ଡିଆ…

ଉପମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେବେ ସୁନେତ୍ରା

ମୁମ୍ବାଇ ,୩୧ା୧: ଦିବଂଗତ ଏନ୍‌ସିପି(ଅଜିତ) ନେତା ତଥା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ସ୍ଥାନ ଗ୍ରହଣ କରିବେ ତାଙ୍କ ସ୍ତ୍ରୀ ସୁନେତ୍ରା ପାଓ୍ବାର। ଶନିବାର ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ବିମାନ ଦୁର୍ଘଟଣାରେ ଅଜିତଙ୍କ ନିଧନ ହେବା ପରେ ସୁନେତ୍ରାଙ୍କୁ…

ଭେନେଜୁଏଲା ପରେ ଟ୍ରମ୍ପଙ୍କ ଟାର୍ଗେଟରେ ଏହି ଦେଶ, ଜାରିହେଲା ଜରୁରୀ ସ୍ଥିତି

ନ୍ୟୁୟର୍କ,୩୧ା୧:ଭେନେଜୁଏଲା ପରେ ଏବେ ଅନ୍ୟତମ କାରିବିଆନ ରାଷ୍ଟ୍ର କ୍ୟୁବା ଉପରେ ଟ୍ରମ୍ପଙ୍କ ଦୃଷ୍ଟି ପଡ଼ିଛି। କ୍ୟୁବାକୁ ଏକଘରିକିଆ କରିବାକୁ ଟ୍ରମ୍ପ ଏହି ଦେଶ ଉପରେ ଜରୁରିକାଳୀନ ସ୍ଥିତି ଘୋଷଣା କରିଛନ୍ତି। ଏନେଇ ସେ ଏକଜିକ୍ୟୁଟିଭ୍‌ ଅର୍ଡର ଜାରି କରିବା ସହିତ ଆମେରିକାର…

ଶ୍ରୀଲିଙ୍ଗରାଜଙ୍କ ମହାଶିବରାତ୍ରି ନୀତି ନିର୍ଘଣ୍ଟ: ରାତି ୧୦ଟାରେ ମହାଦୀପ ଦର୍ଶନ

ପୁରୁଣା ଭୁବନେଶ୍ୱର,୩୦ା୧(ସୁବାସ ଚନ୍ଦ୍ର ପ୍ରଧାନ):ଆସନ୍ତା ଫେବୃଆରୀ ୧୫ରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରା। ଏନେଇ ଶୁକ୍ରବାର ମନ୍ଦିର ପ୍ରଶାସନ ପକ୍ଷରୁ ମନ୍ଦିର କାର୍ଯ୍ୟାଳୟ ପରିସରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ମନୋଜ କୁମାର ଜେନା…

ଆଣବିକ ଲକ୍ଷ୍ୟରୁ ନ ହଟିଲେ ଯୁଦ୍ଧ: ଇରାନ୍‌କୁ ଆମେରିକାର ଚେତାବନୀ

ନ୍ୟୁୟର୍କ ,୩୧ା୧:ମଧ୍ୟପ୍ରାଚ୍ୟରେ ଆମେରିକାର ଶକ୍ତିଶାଳୀ ନୌସେନା ଉପସ୍ଥିତି ଇରାନ ଉପରେ ଆକ୍ରମଣର ଆଶଙ୍କାକୁ ଦ୍ୱିଗୁଣିତ କରିଛି। ଆରବ ସାଗରରେ ଇରାନ ଉପକୂଳଠାରୁ ଅଳ୍ପ କିଛି ଦୂରରେ ଆମେରିକାର ପରମାଣୁ ଅସ୍ତ୍ର ସଜିତ ଶକ୍ତିଶାଳୀ ‘ଆବ୍ରାହମ ଲିଙ୍କନ’ ଓ ଅନ୍ୟ କ୍ଷେପଣାସ୍ତ୍ର ନିକ୍ଷେପକାରୀ…

ଫେବୃଆରୀ ୨୦ରେ Odisha Budget 2026-27

ଭୁବନେଶ୍ୱର,୩୦।୧: ଫେବୃଆରୀ ୧୭ରୁ ବିଧାନସଭା ବଜେଟ ଅଧିବେଶନ  ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଚାଲିବ Odisha Budget 2026-27 ଅଧିବେଶନ। ଫେବୃଆରୀ ୨୦ରେ ଆଗତ ହେବ ବଜେଟ-୨୦୨୬। । ପ୍ରଥମ ଦିନ ଗୃହରେ ଅଭିଭାଷଣ ରଖିବେ ରାଜ୍ୟପାଳ। ୨୦୨୬-୨୭ ଆର୍ଥିକ ବର୍ଷ…

ସ୍କୁଲରେ ଝିଅମାନଙ୍କ ପାଇଁ ଅଲଗା ଶୌଚାଳୟ, ସାନିଟାରୀ ପ୍ୟାଡ ରହିବା ଜରୁରୀ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୧: ସୁପ୍ରିମକୋର୍ଟ ସ୍କୁଲରେ ଝିଅମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲଗୁଡ଼ିକ ଛାତ୍ରୀମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ଯୋଗାଇବାକୁ…

ବିମାନକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ,ଟିସ୍ୟୁ ପେପରରେ ଏମିତି ଲେଖା ଦେଖି..

ନୂଆଦିଲ୍ଲୀ,୩୦ା୧: ବିମାନ କମ୍ପାନୀଗୁଡ଼ିକ ବାରମ୍ବାର ବୋମା  ଏବଂ ଅପହରଣ ଧମକ ପାଉଛନ୍ତି। ଏହି ସମୟରେ ଶୁକ୍ରବାର କୁଏତ୍‌ରୁ ଦିଲ୍ଲୀ ଆସୁଥିବା ଏକ ଇଣ୍ଡିଗୋ ବିମାନକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ ମିଳିଥିଲା। ଯାହା ଫଳରେ ଉକ୍ତ ଇଣ୍ଡିଗୋ ବିମାନକୁ ଅହମ୍ମଦାବାଦ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୩୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ଜନୁଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri