ନିର୍ବାଚନ ପରିଚାଳନାରେ ତ୍ରୁଟି: ସସ୍‌ପେଣ୍ଡ ହେଲେ ୨ ପୋଲିଂ ଅଫିସର

ଭୁବନେଶ୍ୱର,୧୩।୫: ନିର୍ବାଚନ ପରିଚାଳନାରେ ତ୍ରୁଟି ପାଇଁ ୨ ଜଣ ପୋଲିଂ ଅଫିସରଙ୍କୁ ସସ୍‌ପେଣ୍ଡ କରାଯାଇଛି। ସେମାନେ ହେଲେ କଳାହାଣ୍ଡି ଜିଲା ନର୍ଲାର ଏକ ବୁଥରେ ନିୟୋଜିତ ତେଜାଂଶୁ ସାହୁ ଓ ଗଞ୍ଜାମ ଜିଲାରେ ଜଣେ ପୋଲିଂ ଅଧିକାରୀ। ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି , କାର୍ଯ୍ୟରେ ଅବହେଳା ପାଇଁ ଦୁଇ ଜଣ ପୋଲିଂ ଅଫିସରଙ୍କୁ ସସପେଣ୍ଡ କରାଯାଇଛି।

ରାଜ୍ୟରେ ସୋମବାର ପ୍ରଥମ ପର୍ଯ୍ୟାୟ ମତଦାନ ପ୍ରକ୍ରିୟା ଚାଲିଛି। ତେବେ ଦିନ ଗୋଟାଏ ସୁଦ୍ଧା ୩୯.୩୦% ମତଦାନ ହୋଇଥିବା ବେଳେ ପୂର୍ବାହ୍ନ ୧୧ଟା ସୁଦ୍ଧା ରାଜ୍ୟରେ ୨୩.୨୮% ମତଦାନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହାତୀର ଟ୍ରାଙ୍କୁଲାଇଜ୍‌ ଚିକିତ୍ସା ପାଇଁ ଅନୁମତି ମାଗିଥିଲା ବନ ବିଭାଗ, ହେଲେ…

ବଲାଙ୍ଗୀର,୨ା୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ରେଞ୍ଜ ବେଲଗାଁ ସେକ୍ସନ ନାରିକଟା ବିଟ୍‌ ବିଜେପୁର ପଞ୍ଚାୟତ ବର୍ଣ୍ଣି ଜଙ୍ଗଲସ୍ଥିତ ନୀମପଡ଼ା ଗାଁର ନାଳରେ ଏକ...

ଖଣ୍ଡଗିରି ମାଘ ମେଳା ନେଇ ମେୟରଙ୍କ ସୂଚନା, ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପରିବେଷଣ…

ଭୁବନେଶ୍ବର, ୨/୧:  ମାଘ ମେଳା ପାଖେଇ ଆସୁଥିବା ବେଳେ ଅଶ୍ଲିଳ ନୃତ୍ୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମେୟର ସୁଲୋଚନା ଦାସ । ଖଣ୍ଡଗିରି ମାଘ...

‘କେହି ଟି-୨୦ ବିଶ୍ୱକପ ଦେଖିବେ ନାହିଁ…’ ଆଇସିସି ଉପରେ ବର୍ଷିଲେ ଅଶ୍ୱିନ, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨।୧: ପୂର୍ବତନ ଭାରତୀୟ କ୍ରିକେଟ କିମ୍ବଦନ୍ତୀ ରବିଚନ୍ଦ୍ରନ ଅଶ୍ୱିନ ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ସମ୍ପର୍କରେ ନିଜର ନିରାଶା ପ୍ରକାଶ କରିଛନ୍ତି। ଅଶ୍ୱିନ କହିଛନ୍ତି ,...

ଯୁବକଙ୍କୁ ଦଳି ମାରିବା ପରେ ବି ଜଗି ରହିଛି ହାତୀ 

ଖୋର୍ଦ୍ଧା,୨।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଭୂଆସୁଣି ପାଟଣା ଗାଁରେ ଯୁବକଙ୍କୁ ଜଣେ ଯୁବକଙ୍କୁ ଏକ ଦନ୍ତା ଦଳି ଦେଇଛି। ମୃତକ ହେଲେ ପ୍ରିୟବ୍ରତ...

ଗ୍ରୀନ ଷ୍ଟିକର ନେଇ ପରିବହନ ବିଭାଗର ବଡ଼ ଘୋଷଣା, ସବୁ RTOରେ ଖୋଲିବ….

ଭୁବନେଶ୍ବର, ୨/୧:  ଆସନ୍ତା ୧୦ ତାରିଖରୁ ମିଳିବ ଗ୍ରୀନ ଷ୍ଟିକର । ପଲ୍ୟୁସନ କରିଥିବା ଗାଡିରେ ଲଗାଇପାରିବେ ଲୋକେ । ଏନେଇ ପରିବହନ ବିଭାଗ ପକ୍ଷରୁ...

ବିରାଟ-ରୋହିତଙ୍କୁ ଦେଖିବାକୁ ପ୍ରଶଂସକଙ୍କ ପ୍ରବଳ ଉତ୍ସାହ: ୮ ମିନିଟ୍‌ରେ ସରିଗଲା ଭାରତ ବନାମ ନ୍ୟୁଜିଲାଣ୍ଡ ଟିକେଟ

ନୂଆଦିଲ୍ଲୀ,୨।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦିନିକିଆ ସିରିଜ୍‌ ଜାନୁଆରୀ ୧୧, ୨୦୨୬ରେ ଆରମ୍ଭ ହେବାକୁ ଯାଉଛି। ଏହି ହାଇ-ଭୋଲଟେଜ ମ୍ୟାଚ ପାଇଁ ପ୍ରଶଂସକମାନେ ଉତ୍ସାହିତ।...

ରାଗିକି ପଞ୍ଚମ ହୋଇଗଲେ ଜାଭେଦ ଅଖତର: ଦେଇଦେଲେ ଏମିତି ଧମକ

ପ୍ରବୀଣ ଗୀତିକାର ଜାଭେଦ ଅଖତର ପ୍ରତ୍ୟେକ ପ୍ରସଙ୍ଗରେ ସ୍ପଷ୍ଟ ମତ ରଖିବା ପାଇଁ ଜଣାଶୁଣା। ଅନ୍ୟ ଅନେକ ତାରକାଙ୍କ ପରି, ଆଜିକାଲି ସେ ମଧ୍ୟ ଡିପ୍‌ଫେକ୍‌ର...

ଇନ୍ଦୋରରେ ବିଷାକ୍ତ ପାଣି ଯୋଗୁ ୧୫ ଜଣଙ୍କ ମୃତ୍ୟୁ, ବାନ୍ତି -ଝାଡ଼ାରେ ୩୩୮ ଆକ୍ରାନ୍ତ, ଆଇସିୟୁରେ ୩୨ ରୋଗୀ

ଇନ୍ଦୋର,୨।୧: ମଧ୍ୟପ୍ରଦେଶ ଇନ୍ଦୋରର ଭାଗୀରଥପୁରାରେ ଦୂଷିତ ପାଣି ଯୋଗୁ ଅସୁସ୍ଥ ହେଉଥିବା ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର ୩୩୮ ଜଣ ନୂଆ ରୋଗୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri