୨ ପ୍ରିଜାଇଡିଂ ଅଫିସର୍‌ଙ୍କୁ ସସ୍‌ପେଣ୍ଡ ସହ ଗିରଫ ନିର୍ଦ୍ଦେଶ ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

ଭୁବନେଶ୍ୱର,୧୩।୫: ରାଜ୍ୟରେ ଆଜି ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଚାଲିଛି। କାଁ ଭାଁ ହିଂସାକାଣ୍ଡକୁ ଛାଡିଦେଲେ ମତଦାନ ସୁରୁଖୁରୁରେ ଚାଲିଛି। ଏସବୁ ଭିତରେ ଗଞ୍ଜାମର ୨୭ ଏବଂ ୧୬୩ ନମ୍ବର ବୁଥ୍‌ର ପ୍ରିଜାଇଡିଂ ଅଫିସରଙ୍କୁ ସସ୍‌ପେଣ୍ଡ ସହ ଗିରଫ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ। ତାଙ୍କୁ ଗିରଫ କରିବାକୁ ଗଞ୍ଜାମ ଜିଲାପାଳକୁ କୁହାଯାଇଛି। ଡ୍ୟୁଟିରେ ଗୁରୁତର ତ୍ରୁଟି ଯୋଗୁ ଏହି ନିଷ୍ବତ୍ତି ନିଆଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କାମରେ ଆସୁନି ସୁଲଭ ଶୌଚାଳୟ, ୫ ଲକ୍ଷ ଟଙ୍କା ବିନିମୟରେ…

ମୋହନା,୨୮ା୧୨(ମନ୍ମଥ ମିଶ୍ର): ଗଜପତି ଜିଲାର ମୋହନା ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଭାବେ ବେଶ ପରିଚିତ। ୩୯ଟି ପଞ୍ଚାୟତକୁ ନେଇ ମୋହନା ବ୍ଲକ ବାଣିଜ୍ୟ ବ୍ୟବସାୟର...

କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…

ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ...

ବାଂଲାଦେଶ ପୋଲିସର ବଡ଼ ଦାବି, ହାଦି ମୃତ୍ୟୁର ସନ୍ଦିଗ୍ଧ ଭାରତ…

ନୂଆଦିଲ୍ଲୀ,୨୮।୧୨: ଛାତ୍ର ନେତା ଉସମାନ ସରିଫ ହାଦିଙ୍କ ମୃତ୍ୟୁ ବାଂଲାଦେଶରେ ହଇଚଇ ସୃଷ୍ଟି କରିଛି । ହାଦିଙ୍କ ହତ୍ୟାକାରୀଙ୍କୁ ଧରିବା ପାଇଁ ସାରା ଦେଶରେ ପ୍ରତିବାଦ...

ଜାନୁଆରୀ ୧ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ, ମହାପ୍ରଭୁଙ୍କ ରାତି ଅନିଦ୍ରା କରା ନଯାଉ ବୋଲି ଚିଠି

ପୁରୀ,୨୮ା୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ ଅଳ୍ପଦିନ ରହିଥିବା ବେଳେ ଏନେଇ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଯଦି ଦେଖିବା...

ଘୁମୁସର ବନଖଣ୍ଡରେ ବାଘ-ହାତୀଙ୍କ ଦୌରାତ୍ମ୍ୟ, ବଳଦ ମାରି ଖାଇଲେ, ଘର ଭାଙ୍ଗି…

ଭଞ୍ଜନଗର,୨୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବିଗତ କିଛି ଦିନ ହେବ ବାଘ ଓ ହାତୀଙ୍କ ଦୌରାତ୍ମ୍ୟ ବଢ଼ିଯାଇଛି। ଉକ୍ତ ଦୁଇ...

T୨୦ ପରେ ଏବେ ଦିନିକିଆରୁ ବି ବାଦ ପଡ଼ିବେ ପନ୍ତ, BCCI ନେଲା ବଡ଼ ପଦକ୍ଷେପ! ଜାଣନ୍ତୁ କିଏ…

ନୂଆଦିଲ୍ଲୀ,୨୮।୧୨: ଭାରତୀୟ କ୍ରିକେଟ ଦଳର ଦିନିକିଆ ଟିମ୍‌ରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ୨୦୨୫-୨୬ ସିଜନର ଶେଷ ଘରୋଇ ଓଡିଆଇ ସିରିଜ ଅର୍ଥାତ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ...

ବିଜେଡି ସୁପ୍ରିମୋଙ୍କ ବଡ଼ ଘୋଷଣା: ଦଳୀୟ କର୍ମକର୍ତ୍ତାଙ୍କ ତାଲିକାକୁ ନେଇ…

ଭୁବନେଶ୍ୱର,୨୮ା୧୨: ବିଜୁ ଯୁବ ଜନତା ଦଳ ଓ ବିଜୁ ଛାତ୍ର ଜନତା ଦଳ କର୍ମକର୍ତ୍ତାଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଯୁବ...

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri